୧୫ ବର୍ଷରେ ୯୯ ଏଡ଼ସ ରୋଗୀ ଚିହ୍ନଟ
ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ବ୍ଲକ ତଥା ଏହାର ଆଖପାଖ ଅଞ୍ଚଳରେ ମହାମାରୀ ଏଡ଼ସ କ୍ରମଶଃ ତାର କାୟା ବିସ୍ତାର କରିବାରେ ଲାଗିଛି । ଅନିୟନ୍ତ୍ରିତ ଡ୍ରଗସ ସେବନ, ବିଶୃଙ୍ଖଳିତ ଯୌନ ଜୀବନ ତଥା ଦେଶାନ୍ତରୀ ଶ୍ରମିକ ଏହାର ମୁଖ୍ୟ କାରଣ ବୋଲି କୁହାଯାଉଛି । ଲୋଇସିଂହା ଗୋଷ୍ଠୀ!-->…
Read More...
Read More...