Daily Archives

ସୁବର୍ଣ୍ଣପୁର ଜିଲ୍ଲାରେ କପା ମଣ୍ଡି ଉଦଘାଟନ କଲେ ଜିଲ୍ଲାପାଳ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୋନପୁର ବ୍ଲକ କଳାପଥର ସ୍ଥିତ ଚନ୍ଦ୍ରିକା ଏଣ୍ଟରପ୍ରାଇଜେସ ଠାରେ ଚଳିତ ବର୍ଷ ପାଇଁ କପା ମଣ୍ଡିରେ ସିସିଆଇ ଅଧୀନରେ କପା ସଂଗ୍ରହ ଆରମ୍ଭ ହୋଇଯାଇଛି । ଏହାକୁ ସୁବର୍ଣ୍ଣପୁର ଜିଲ୍ଲାପାଳ ଶୁଭ ଉଦଘାଟନ କରିଥିବା ବେଳେ ଏହି ଅବସରରେ ସଫଳ ଓ ସର୍ବାଧିକ
Read More...

ଗାଦିବ୍ରହ୍ମ ସ୍ନାତକ ମହାବିଦ୍ୟାଳୟରେ ବିଶ୍ୱ ଏଡ଼ସ ଦିବସ ପାଳିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଗାଦିବ୍ରହ୍ମ ସ୍ନାତକ ମହାବିଦ୍ୟାଳୟ ଐତିହ୍ୟ କକ୍ଷରେ ଓଡିଶା ରାଜ୍ୟ ଏଡ୍‌ସ ନିୟନ୍ତ୍ରଣ ସମାଜ, ମହାବିଦ୍ୟାଳୟ ରେଡ୍‌କ୍ରସ ୟୂନିଟ୍ ଏବଂ ରେଡ୍ ରିବନ କ୍ଲବର ମିଳିତ ଆନୁକୂଲ୍ୟରେ ବିଶ୍ୱ ଏଡ୍‌ସ ଦିବସ ସୋମବାର
Read More...

କୋଣାର୍କ ବାଲୁକା ମହୋତ୍ସବରେ ଓମ ପ୍ରକାଶ ନିର୍ମାଣ କଲେ ଇନ୍ଦ୍ରଲାଟ ମନ୍ଦିର

କଳାହାଣ୍ଡି : କୋଣାର୍କ ଉତ୍ସବ ଅବସରରେ ଚନ୍ଦ୍ରଭାଗା ବେଳାଭୂମିରେ ଅନୁଷ୍ଠିତ ହେଉଥିବା ଅନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବର ପ୍ରଥମ ଦିବସରେ "ସ୍ମାରକୀ "ଉପରେ ଆଧାରିତ ବାଲୁକା କଳା କର୍ମଶାଳା ଅନୁଷ୍ଠିତ ହୋଇଥିଲା । ଏଥିରେ ଅଂଶଗ୍ରହଣ କରି କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଡ଼ଙ୍ଗରମୁଣ୍ଡା
Read More...

ବ୍ଲକ ସ୍ତରୀୟ ସାଂସ୍କୃତିକ ଓ କ୍ରୀଡା ପ୍ରତିଯୋଗିତା

"ଦିବ୍ୟାଙ୍ଗ ଶିଶୁ ମାନଙ୍କ ପାଇଁ ସକାରାତ୍ମକ ପରିବେଶ ସମାଜର ପ୍ରତ୍ୟେକ ଲୋକଙ୍କର ଦାୟିତ୍ୱ" ବଲାଙ୍ଗିର, (କେପିଏନ୍‌ଏସ୍‌) :ସମଗ୍ର ଶିକ୍ଷା ବଲାଙ୍ଗିର ଓ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ସ୍ଥାନୀୟ ପିପି ଏକାଡେମୀ ଠାରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ପାଇଁ ସକାରାତ୍ମକ
Read More...