Daily Archives

ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ନବୀକରଣ

ଓଡ଼ିଶାର ସଂସ୍କୃତିକୁ ପ୍ରତିଫଳିତ କରୁଥିବା ଏବଂ ସ୍ଥାନୀୟ ବିକାଶକୁ ପ୍ରୋତ୍ସାହିତ କରୁଥିବା ଏକ ଆଧୁନିକ ପ୍ରବେଶ ଦ୍ୱାର ଭୁବନେଶ୍ୱର, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରମୁଖ ପଦକ୍ଷେପ ମଧ୍ୟରୁ ଗୋଟିଏ, ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନରେ ଏକ ବହୁତ
Read More...

ମରଣଯନ୍ତା ପାଲଟିଛି ଛତ୍ରପୁର ବାଇପାସ ରାସ୍ତା

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ମରଣଯନ୍ତା ପାଲଟିଛି ଛତ୍ରପୁର ବାଇପାସ ରାସ୍ତା । ଗତ ଦୁଇଦିନ ତଳେ ଛତ୍ରପୁର ବାଇପାସ୍ ଥିବା ଜାତୀୟ ରାଜପଥ କଲେଜ୍ ଛକ ନିକଟରେ ଜଣଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଥିଲେ । ସେହିପରି ଗଞ୍ଜାମ ଜିଲ୍ଲା ଜାତୀୟ ରାଜପଥ
Read More...

ରାଉରକେଲା କଲେଜର ୩୯ତମ କ୍ରୀଡା ମହୋତ୍ସବ ଉଦଯାପିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା କଲେଜ ଓ ରାଉରକେଲା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଦ୍ୱି-ଦିବସୀୟ ୩୯ତମ ବାର୍ଷିକ କ୍ରୀଡା ଓ ଦୌଡ଼-କୁଦ ପ୍ରତିଯୋଗିତା ଉତ୍ସାହପୂର୍ଣ୍ଣ ପରିବେଶରେ ଉଦଯାପିତ ହୋଇଯାଇଛି । ପ୍ରଥମ ଦିବସରେ ଅଧ୍ୟକ୍ଷ ଡ. ରବୀନ୍ଦ୍ର କୁମାର ଜେନାଙ୍କ କରକମଳରେ ଉଦଘାଟିତ
Read More...

ଦନ୍ଦ୍ରା ଆଜାଦ ଉଚ୍ଚ ବିଦ୍ୟାଳୟରେ ବ୍ଲକସ୍ତରୀୟ ବିଜ୍ଞାନ କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକସ୍ତରୀୟ ରାଷ୍ଟୀୟ ଆବିଷ୍କାର ଅଭିଯାନ ଅନ୍ତର୍ଗତ ବିଜ୍ଞାନ କୁଇଜ ପ୍ରତିଯୋଗିତା ଆଜାଦ ଉଚ୍ଚବିଦ୍ୟାଳୟ, ଦନ୍ଦ୍ରାଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରତିଯୋଗିତାରେ ସମସ୍ତ ଆଞ୍ଚଳିକ ସାଧନ କେନ୍ଦ୍ରସ୍ତରରେ ଚୟନ
Read More...