ବ୍ଲକ ସ୍ତରୀୟ ଜଙ୍ଗଲ ଅଧିକାର କମିଟି ସମୂହ ବୈଠକ
ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ବ୍ଲକ ଠାକୁରପାଲି ଗିରି ଗୋବର୍ଦ୍ଧନ ପୀଠଠାରେ ବ୍ଲକସ୍ତରୀୟ ଜଙ୍ଗଲ ଅଧିକାର କମିଟିମାନଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ବଲାଙ୍ଗିର ଜିଲ୍ଲା ଜଙ୍ଗଲ ସୁରକ୍ଷା ଫୋରମର ଆବାହକ କୁଳମଣି ସାହୁଙ୍କ ଆବାହକତ୍ୱରେ ଆୟୋଜିତ ଏହି!-->…
Read More...
Read More...