ଟିଟିଲାଗଡ଼ ଲିଓ କ୍ଲବ ତରଫରୁ ଆନ୍ତଃ ସ୍କୁଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ
ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଚଳିତ ବର୍ଷ ଦ୍ୱିତୀୟ ଥର ପାଇଁ ଟିଟିଲାଗଡ଼ ଲିଓ କ୍ଲବ ତରଫରୁ ଆନ୍ତଃ ସ୍କୁଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ସ୍ଥାନୀୟ ଚାହାରଭଟା ସ୍ଥିତ ଓମ ଭ୍ୟାଲି ସ୍କୁଲର ଖେଳ ପଡିଆ ଠାରେ ଉଦଘାଟିତ ହୋଇଯାଇଛି । ଏହି ଅବସରରେ ଲାୟନ୍ସ କ୍ଲବର ପିଡିଜି ଯମୁନା ପ୍ରସାଦ ଗୋଏଲ,!-->…
Read More...
Read More...