ଦାର୍ଜିଂ ପିକନିକ୍ ସ୍ଥଳକୁ ପ୍ଲାଷ୍ଟିକ ଓ ପଲିଥିନ ମୁକ୍ତ ନେଇ ସଚେତନତା
ରାଉରକେଲା, (ସସ୍ମିତା ପ୍ରଧାନ) : ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ସୁନ୍ଦରଗଡ଼ ଜିଲ୍ଲାର ଦାର୍ଜିଂ ପିକନିକ୍ ସ୍ଥଳକୁ ପ୍ଲାଷ୍ଟିକ ଓ ପଲିଥିନ ମୁକ୍ତ ନେଇ ଘୋଷଣା କରାଯାଇଥିବା ପରିପ୍ରେକ୍ଷୀରେ ଏକ ସଚେତନତା କାର୍ଯ୍ୟକ୍ରମ ଏସ୍ପିସିବିର ରାଉରକେଲା ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ୟୁଥ!-->…
Read More...
Read More...