Daily Archives

ହାତୀ ଠାରୁ ସୁରକ୍ଷିତ ରହିବା ନେଇ ସଚେତନତା କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ବନଖଣ୍ଡ ପକ୍ଷରୁ ହାତୀ ଠାରୁ ସୁରକ୍ଷିତ ରହିବା ନେଇ ସଚେତନତା କାର୍ଯ୍ୟକ୍ରମ କୁଆଁରମୁଣ୍ଡା ରେଞ୍ଜରେ ଗତକାଲି ଓ ଆଜି ଦୁଇଦିନ ଧରି ଅନୁଷ୍ଠିତ ହୋଇଯାଇଛି । ରାଉରକେଲା ଡ଼ିଏଫ୍‌ଓ ଯଶୋବନ୍ତ ସେଠିଙ୍କ ନିର୍ଦ୍ଦେଶ କ୍ରମେ କଳୁଙ୍ଗା ହାଟ, ବିରକେରା
Read More...

ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲରେ ବିଜ୍ଞାନ ଓ ଚିତ୍ରକଳା ପ୍ରଦର୍ଶିନୀ

ବାଲିଗୁଡା, :(ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲ ପରିସରରେ ବିଜ୍ଞାନ ଓ ଚିତ୍ରକଳା ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ମଣ୍ଡଳ ସାଧନ ସଂଯୋଜିକା ଶ୍ରୀମତୀ ସୌଦାମିନୀ ସାହୁ, ସମ୍ମାନିତ ଅତିଥି
Read More...

ମା’ ସାହାଜୀ ଯୁବକ ସଂଘର ରୌପ୍ୟ ଜୟନ୍ତୀ ସମାରୋହ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ୧୮ ତାରିଖ ଗୁରୁବାର ଦିନ ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ମା' ସାହାଜୀ ଯୁବକ ସଂଘ କପିଲାଭଟାର ୨୫ ବର୍ଷ ପୂର୍ତ୍ତି ଅବସରରେ ରୌପ୍ୟ ଜୟନ୍ତୀ ସମାରୋହ ଅନୁଷ୍ଠିତ ହେବ । ଅପରାହ୍ନ ୨ ଘଟିକାରେ କପିଲାଭଟା ଗାଁର
Read More...

ମାଗଣା ଚକ୍ଷୁ ପରୀକ୍ଷା ଶିବିର

ଲୋଇସିଂହା, (ବିମଳେନ୍ଦୁ ସାହୁ) : ତ୍ରିଲୋଚନ ନେତ୍ରାଳୟ ବଲାଙ୍ଗିର ଓ ପଲ୍ଲୀ ଆଲୋକ ପାଠାଗାର ନଅଗାଁ(ଖ)ର ମିଳିତ ସହଯୋଗରେ ଏକ "ମାଗଣା ଚକ୍ଷୁ ପରୀକ୍ଷା ଶିବିର" ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ ଆଖପାଖ ଗ୍ରାମାଞ୍ଚଳରୁ ୬୫ ଜଣ ରୋଗୀ ଆସି ନିଜ ଆଖି ପରୀକ୍ଷା କରିଥିଲେ । ମୋତିଆ ବିନ୍ଦୁ
Read More...

ଧର୍ମ ଓ ଦର୍ଶନର ମୂଲ୍ୟବୋଧକୁ ନେଇ ଆଲୋଚନା ଚକ୍ର

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ଼ ବହିହାଟର ପଞ୍ଚମ ସଂଧ୍ୟାରେ ମାନବ ଜୀବନରେ ଧର୍ମ ଓ ଦର୍ଶନର ମୂଲ୍ୟବୋଧ ଶୀର୍ଷକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା । ଡକ୍ଟର ନାରାୟଣ ମିଶ୍ରଙ୍କ ଅଧ୍ୟକ୍ଷତାରେ ବିଶିଷ୍ଟ ଶିକ୍ଷାବିତ ତଥା ଆଲୋଚକ ଶେଖ ଅବଦୁଲ କାଶମ, କ୍ଷିରୋଦ ଷଡ଼ଙ୍ଗୀ, ରାଜମଣି
Read More...

ବିଜେପିର ନୂତନ କର୍ମକର୍ତ୍ତାଙ୍କ ନାମ ଘୋଷଣା କଲେ ଜିଲ୍ଲା ପ୍ରଭାରୀ ସୁରେଶ୍ଵର ଶତପଥୀ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ବିଜେପି ପକ୍ଷରୁ ସ୍ଥାନୀୟ ସର୍କିଟ୍ ହାଉସ୍‌ ଠାରେ ବିଜେପି ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସୁବର୍ଣ୍ଣପୁର ଜିଲ୍ଲା ପ୍ରଭାରୀ ସୁରେଶ୍ୱର ଶତପଥୀ ଏବଂ ଜିଲ୍ଲା ବିଜେପି ସଭାପତି ବେଣୁଧର ଦାଶ
Read More...

ନିର୍ବାଚନ ସଂସ୍କାର ସମ୍ବନ୍ଧୀୟ ଆଲୋଚନା ଓ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଭାରତୀୟ ଜନତା ପାର୍ଟି ସୁବର୍ଣ୍ଣପୁର ଜିଲ୍ଲା ଶାଖା ପକ୍ଷରୁ ଜିଲ୍ଲା କାର୍ଯ୍ୟାଳୟ ଠାରେ ଏକ ନିର୍ବାଚନ ସଂସ୍କାର ସମ୍ବନ୍ଧୀୟ ଆଲୋଚନା ଓ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସଭାପତି ବେଣୁଧର ଦାସଙ୍କ ଅଧ୍ୟକ୍ଷତାରେ
Read More...

ବିଜୁ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଉଦଯାପିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଗାନ୍ଧୀପଡିଆ ଠାରେ ଚାଲିଥିବା ବିଜୁ ପଟ୍ଟନାୟକ ଉଚ୍ଚ ମାଧ୍ୟମିକ ମହିଳା ବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପଧାନ ଯୋଗ ଦେଇ କୃତୀ
Read More...

କର୍ଲା ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ମହୋତ୍ସବ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ କର୍ଲା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ମଙ୍ଗଳବାର ବାର୍ଷିକ କ୍ରୀଡା ମହୋତ୍ସବ ୨୫-୨୬ ଅତି ସୁନ୍ଦର ଭାବରେ ଆୟୋଜିତ ହୋଇଯାଇଛି । ଏହି ଭବ୍ୟ ସମାରୋହରେ ସ୍ଥାନୀୟ ଚଲକି ଗ୍ରାମ ପଂଚାୟତର ସରପଞ୍ଚ ମମତା ପ୍ରଧାନୀ
Read More...

ଛତ୍ରପୁର ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟର ୩୩ ତମ ବାର୍ଷିକ ଉତ୍ସବ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୩୩ ତମ ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ମୁଖ୍ୟଅତିଥି ଭାବେ ଯୋଗ ଛାତ୍ରୀମାନଙ୍କୁ ଉତ୍ସାହିତ କରି ଶିକ୍ଷାନୁଷ୍ଠାନର ଭିତ୍ତିଭୂମି ଉପରେ
Read More...