Daily Archives

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଚନ୍ଦନଭାଟିରେ “ସପ୍ତଶକ୍ତି ସଂଗମ କାର୍ଯ୍ୟକ୍ରମ” ଅନୁଷ୍ଠିତ

ଚନ୍ଦନଭାଟି, (ରାଜେଶ ଦଣ୍ଡସେନା) : ଆଜି ସରସ୍ୱତୀ ଶିଶୁବିଦ୍ୟାମନ୍ଦିର ଚନ୍ଦନଭାଟିରେ "ସପ୍ତଶକ୍ତି ସଂଗମ" କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ପରିଚାଳନା ସମିତିର ସଦସ୍ୟା ଶ୍ରୀମତୀ ଅନୁପମା ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ବଲାଙ୍ଗିର ଗାୟତ୍ରୀ ପରିବାର ସଦସ୍ୟା…
Read More...

ଜିଙ୍ଗଲ ବେଲ ଇଂଲିଶ ସ୍କୁଲର ବାର୍ଷିକ ଉତ୍ସବ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଛେଣ୍ଡ ସ୍ଥିତ ଜିଙ୍ଗଲ ବେଲ ଇଂଲିଶ ସ୍କୁଲର ୨୦ତମ ବାର୍ଷିକ ଉତ୍ସବ ଶନିବାର ଦିନ ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଇସ୍ପାତ ସ୍ୱୟଂ ଶାସିତ କଲେଜର ପ୍ରାକ୍ତନ ରିଡର ଡ଼. ଅଶ୍ୱିନୀ କୁମାର ରାୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ସେ ତାଙ୍କ ବକ୍ତବ୍ୟ…
Read More...

ଟେମରୀ ହାଇସ୍କୁଲର ବାର୍ଷିକ ଉତ୍ସବ ପାଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଟେମରୀ ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଶନିବାର ସମାରୋହରେ ପାଳିତ ହୋଇଯାଇଛି । ଏହି ଶୁଭ ଅବସରରେ ମୂଖ୍ୟ ଅତିଥି ଭାବେ ପଦ୍ମପୁର ଉପ ଜିଲ୍ଲାପାଳ ସ୍ନେହା ଅରଗୁଲା ଯୋଗ ଦେଇଥିଲେ । ସମ୍ମାନିତ ଅତିଥି ଭାବେ ପଦ୍ମପୁର…
Read More...

ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ପାଠଚକ୍ର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ନୂତନ ସମ୍ମିଳନୀ କକ୍ଷରେ ଶକ୍ତି ଶ୍ରୀ ସଶକ୍ତି କରଣ ପ୍ରକୋଷ୍ଠ ଏବଂ ଆଭ୍ୟନ୍ତରୀଣ ଅଭିଯୋଗ ପ୍ରକୋଷ୍ଠର ମିଳିତ ଆନୁକୂଲ୍ୟରେ ଓ ଅଧ୍ୟକ୍ଷ ପ୍ରଫେସର ଖଗେଶ୍ୱର ଦାଶଙ୍କ ସଭାପତିତ୍ୱରେ "ଜାତୀୟ ପ୍ରଗତି ପାଇଁ ଲିଙ୍ଗଗତ ସମାନତା ଏକ…
Read More...

ଭାଜପା ମଣ୍ଡଳ ସଭାପତିଙ୍କ ବିଦ୍ୟାଳୟ ପରିଦର୍ଶନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ଭାଜପାର ମାଣ୍ଡୋସିଲ ମଣ୍ଡଳ ସଭାପତି ଯତୀନ ସାହୁ ଛିନ୍ଦେଇକେଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିଦର୍ଶନ କରିଥିଲେ । ରନ୍ଧାଘର ଅତ୍ୟନ୍ତ ଦୟନୀୟ ଅଛି । ଉପର ଛାତ ଭାଙ୍ଗି ଗଲାଣି ତଥା ସବୁଆଡେ ମୂଷା ଗାତ ହୋଇଯାଇଛି । ତା ସହିତ ଚାଉଳ ରଖିବାକୁ ପର୍ଯ୍ୟାପ୍ତ…
Read More...

ମାଗଣା ସ୍ୱାସ୍ଥ୍ୟ ଶିବିର ପାଇଁ ପ୍ରସ୍ତୁତି ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସ୍ଥିତ ସୂର୍ଯ୍ୟକୃପା ନିବାସ ପରିସରରେ ମାଗଣା ସ୍ୱାସ୍ଥ୍ୟ ଶିବିର କରାଯିବା ନେଇ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡା. କୃପାସିନ୍ଧୁ ଭୋଇଙ୍କ ସାନ ଭାଇ ଜଗବନ୍ଧୁ ଭୋଇଙ୍କ ସଭାପତିତ୍ୱରେ ଶନିବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି ।…
Read More...

ଘର ଭିତରୁ ବୃଦ୍ଧାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର : ମୃତ୍ୟୁର କାରଣ ଅସ୍ପଷ୍ଟ

ମୁନିଗୁଡ଼ା, (ରମାକାନ୍ତ ପାଡ଼ାଲ୍) : ମୁନିଗୁଡ଼ା ଅମ୍ବାଦଳା ଥାନା ଷ୍ଟେସନ କୁମୁଡ଼ାବାଲି ଗାଁରେ ଘଟିଛି ଅଭାନୀୟ ଘଟଣା । ନିଜ ଘର ଭିତରୁ ବୃଦ୍ଧାଙ୍କ ଅଧାପୋଡ଼ା ମୃତଦେହ ଉଦ୍ଧାର କରିଛି ଅମ୍ବଦଳା ପୋଲିସ । ମୃତ ବୃଦ୍ଧା ଜଣଙ୍କ ହେଲେ ଅମ୍ବାଦଳା ଥାନା ଅମ୍ଲାଭଟା ପଞ୍ଚାୟତ ଷ୍ଟେସନ…
Read More...

ନିଉଜ୍ ମେକର୍ ଅଫ ଦି ଇୟର ୨୦୨୫ ଆୱାର୍ଡ଼ରେ ସମ୍ବର୍ଦ୍ଧିତ ହେଲେ ଜିଲ୍ଲାପାଳ ଡ. ନୃପରାଜ ସାହୁ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼. ନୃପରାଜ ସାହୁ "ନିଉଜ୍ ମେକର୍ ଅଫ ଦି ଇୟର ୨୦୨୫" ଭାବେ କନକ ନିଉଜ ଚେନେଲ୍ ତରଫରୁ ସମ୍ବର୍ଧିତ ହୋଇଥିବା ଜଣାପଡିଛି । ଭୁବନେଶ୍ୱର ହୋଟେଲ ପଲ୍ ହାଇଟ ସଭାଗୃହ ଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ କନକ ନିଉଜ ସିଇଓ…
Read More...

ବାଙ୍କେଲ ସମଲେଶ୍ଵରୀ ଶିଶୁମନ୍ଦିରରେ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ବାଙ୍କେଲ ପଞ୍ଚାୟତ ସଦର ବାଙ୍କେଲ ଗ୍ରାମର ସମଲେଶ୍ଵରୀ ଶିଶୁ ମନ୍ଦିର ଆନୁୂଲ୍ୟରେ ବାର୍ଷିକ କ୍ରୀଡ଼ା ଉତ୍ସବ ୨୦୨୫-୨୬ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ବାଙ୍କେଲ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଯୋଗେନ୍ଦ୍ର…
Read More...

ସିରୋଲ୍ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ୍ ସିରୋଲ୍ କ୍ଲଷ୍ଟର୍ ଅଧିନସ୍ଥ ସିରୋଲ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଭବ୍ୟ ସମାରୋହରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମଟି ସିରୋଲ୍ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ…
Read More...