Daily Archives

ଷଷ୍ଠ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ

ବଡବନ୍ଧ, (କେପିଏନ୍‌ଏସ୍‌) : ଚଳିତ ଶିକ୍ଷା ବର୍ଷରେ ଆଞ୍ଚଳିକ ସାଧନ କେନ୍ଦ୍ର ବଡବନ୍ଧର ଷଷ୍ଠ କ୍ଲଷ୍ଟର ସ୍ତରୀୟ ବୈଠକ ଶ୍ରୀରାମ ଚନ୍ଦ୍ର ନୋଡାଲ ଉଚ୍ଚ ବିଦ୍ୟାଳୟରେ ପ୍ରଧାନଶିକ୍ଷକ କ୍ଷମାନୀଧି ପଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି । ମୁଖ୍ୟ ଅତିଥିଭାବେ ଅତିରିକ୍ତ ବ୍ଲକ୍ ଶିକ୍ଷା
Read More...

ମିଳିତ କୃଷକ ମଂଚ ପକ୍ଷରୁ ଆସନ୍ତା ୨୪ ତାରିଖରେ ବିଭିନ୍ନ ଜିଲ୍ଲା ପକ୍ଷରୁ ଧାନ ବିକ୍ରିକୁ ନେଇ ଜିଲ୍ଲାପାଳଙ୍କ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ବର୍ତ୍ତମାନ ରାଜ୍ୟ ସରକାର ଧାନ କିଣାକୁ ନେଇ କୌଣସି ପ୍ରକାରର ସୁବିଧା କରି ନ ଥିବାରୁ ରାସ୍ତାକୁ ଓହ୍ଲାଇଛନ୍ତି ୪ ଜିଲ୍ଲାର ଚାଷୀ । ଗତ ୧୪ ତାରିଖରେ ବଲାଙ୍ଗିର ସହରର ଏକ ହୋଟେଲରେ କୋଶଳି କିଷାନ ସଭା ପକ୍ଷରୁ ପୂର୍ବତନ ସାଂସଦ ବାଲଗୋପାଲ ମିଶ୍ର ଧାନ କିଣାକୁ
Read More...

ଆସାମର ଗୌହାଟୀରେ ଲୋକପ୍ରିୟ ଗୋପୀନାଥ ବାର୍ଦୋଲୋଇ ଅନ୍ତର୍ଜାତୀୟ ବିମାନବନ୍ଦରର ନୂତନ ଟର୍ମିନାଲ ବିଲ୍ଡିଂ ଉଦଘାଟନ…

ଆଧୁନିକ ବିମାନବନ୍ଦର ଏବଂ ଉନ୍ନତ ସଂଯୋଗ ଭିତ୍ତିଭୂମି ଯେକୌଣସି ରାଜ୍ୟ ପାଇଁ ନୂତନ ସମ୍ଭାବନା ଏବଂ ନୂତନ ସୁଯୋଗର ପ୍ରବେଶ ଦ୍ୱାର ଭାବରେ କାର୍ଯ୍ୟ କରେ : ପ୍ରଧାନମନ୍ତ୍ରୀଆଜି, ଆସାମ ଏବଂ ସମଗ୍ର ଉତ୍ତର-ପୂର୍ବ ଭାରତର ବିକାଶର ନୂତନ ପ୍ରବେଶ ଦ୍ୱାର ଭାବରେ ଉଭା ହେଉଛି :
Read More...

ଅଖିଳ ଭାରତୀୟ ସାହିତ୍ୟ ପରିଷଦର ସାହିତ୍ୟ ସଭା ଅନୁଷ୍ଠିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ମହିଳା ମହାବିଦ୍ୟାଳୟ, ବଲାଙ୍ଗିରର ସଭାଗୃହରେ ଏକ ସଭା ଶତାଧିକ ଛାତ୍ରୀ, ଅଧ୍ୟାପକ, ଅଧ୍ୟାପିକାଙ୍କ ଉପସ୍ଥିତିରେ ଅନୁଷ୍ଠିତ ହୋଇଯାଇଛି । ଏହି ସଭାଟି ଛାତ୍ରୀମାନଙ୍କୁ ସାହିତ୍ୟ ରଚନା କବିତା, ପ୍ରବନ୍ଧ, କବିତା, ଗଳ୍ପ ଆଦି ସାହିତ୍ୟ ସୃଷ୍ଟି
Read More...

କୁଶଦାଦରରେ ଗଜବନ୍ଧ କ୍ଲଷ୍ଟର ସ୍ତରୀୟ ଷଷ୍ଠ ମାସିକ ବୈଠକ

ସୁବର୍ଣ୍ଣପୁର, (ସୁଶୀଲ କୁମାର ମିଶ୍ର) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଗଜବନ୍ଧ କ୍ଲଷ୍ଟର ଅନ୍ତର୍ଗତ କୁଶଦାଦର ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ଷଷ୍ଠ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷକଙ୍କ ରଘୁନାଥ ବାଘଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ
Read More...

ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁନ୍ତଲା ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ଦମୟନ୍ତୀ ଉଚ୍ଚ ବିଦ୍ୟାଳୟ ବହଲପଦର ଠାରେ ଓଷ୍ଟା ପକ୍ଷରୁ ଅନୁଷଠିତ ହୋଇଯାଇଛି । ଓଷ୍ଟା ବ୍ଲକ ସଭାପତି ରୁଦ୍ରମଣୀ କର୍ମିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍‌ଘାଟନୀ ଉତ୍ସବରେ ଦିବ୍ୟ ଭାରତୀ ପଧାନ ସରପଂଚ ବଇରାସର
Read More...

ଚନ୍ଦଳି ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଷଷ୍ଠ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ଅନୁଷ୍ଠିତ

ଡୁଙ୍ଗୁରିପାଲି, (ସୁଶୀଲ ମିଶ୍ର) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଚନ୍ଦଳି ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ପ୍ରଧାନଶିକ୍ଷକ ପ୍ରେମରାଜ ସେଠୀଙ୍କ ଅଭିଭାବକତ୍ୱରେ ଗଣେଶ ଓ ସରସ୍ୱତୀଙ୍କ ବନ୍ଦନା ସହିତ ବୈଠକ
Read More...

ଖଇରା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୬ତମ ମାସିକ ବୈଠକ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ର ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଖଇରା ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୬ତମ ମାସିକ କ୍ଲଷ୍ଟର ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବଙ୍ଗୋମୁଣ୍ଡା ସିଆର୍‌ସିସି
Read More...

ଡଙ୍ଗରପଡ଼ା କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଅନ୍ତର୍ଗତ ଡଙ୍ଗରପଡା କ୍ଲଷ୍ଟରର କ୍ଲଷ୍ଟର ସ୍ତରୀୟ ଷଷ୍ଠ ମାସିକ ବୈଠକ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରୁଗୁଡ଼ିପାଲିରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ପ୍ରଶିକ୍ଷକ ଭାବେ ସିଆର୍‌ସିସି ସତ୍ୟନାରାୟଣ ସେନାପତି ଯୋଗଦେଇ ଡିସେମ୍ବର ମାସର
Read More...

ଛାତ୍ରଙ୍କ ସନ୍ଦେହ ଜନକ ମୃତ୍ୟୁ ଘଟଣା : ରୁଜୁ ହେଲା ହତ୍ୟା ମାମଲା

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଗତ ତିନିଦିନ ତଳେ ଜିଲ୍ଲାର ତରଭା ବ୍ଲକ ଅନ୍ତର୍ଗତ ଚାରଭଟା ଆଦିବାସୀ ଆଶ୍ରମ ବିଦ୍ୟାଳୟରେ ଜଣେ ଯୁକ୍ତଦୁଇ ଦ୍ଵିତୀୟ ବର୍ଷ ଛାତ୍ରଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଥିଲା । ଏହି ଘଟଣାରେ ଜିଲ୍ଲାପାଳ ଡ଼. ନୃପରାଜ ସାହୁ ଘଟଣାସ୍ଥଳକୁ ପହଞ୍ଚି ସ୍ଥିତି
Read More...