ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ରେଙ୍ଗାଲିରେ ପ୍ରଥମ ବାର୍ଷିକ କ୍ରୀଡା ଉତ୍ସବ ସଫଳତାର ସହିତ ସମାପ୍ତ
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ରେଙ୍ଗାଲି ଗ୍ରାମ ପଞ୍ଚାୟତରେ ଅବସ୍ଥିତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ, ରେଙ୍ଗାଲିରେ ଦୁଇଦିନ ଧରି ଆୟୋଜିତ ପ୍ରଥମ ବାର୍ଷିକ କ୍ରୀଡା ଉତ୍ସବ ଆନନ୍ଦମୟ ପରିବେଶ ମଧ୍ୟରେ ସଫଳତାର ସହିତ ସମାପ୍ତ ହୋଇଯାଇଛି ।!-->…
Read More...
Read More...