ବାରିପଦା ଷ୍ଟାଡିୟମ ପଡିଆ ଠାରେ ୨ଦିନିଆ “ସାଂସଦ ଖେଳ ମହୋତ୍ସବ” ଉଦଘାଟିତ
ବାରିପଦା, (ଦେବସ୍ମିତ ଚୌଧୁରୀ) : ବାରିପଦା ସ୍ଥିତ ଷ୍ଟାଡିୟମ ପଡିଆ ଠାରେ ଜିଲ୍ଲା ପ୍ରଶାସନ ତତ୍ୱାବଧାନରେ ଆୟୋଜିତ "ସାଂସଦ ଖେଳ ମହୋତ୍ସବ" ଜିଲ୍ଲା ସ୍ତରୀୟ ଖେଳ ପ୍ରତିଯୋଗିତା ଉଦଘାଟିତ ହୋଇଯାଇଛି । ରାଜ୍ୟସଭା ସାଂସଦ ଶ୍ରୀମତୀ ମମତା ମହାନ୍ତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ଖେଳ!-->…
Read More...
Read More...