Daily Archives

ସର୍ବଭାରତୀୟ ଛିନ୍ଦେଇକେଲା କ୍ରିକେଟ କପ୍ : ଝାରସୁଗୁଡ଼ା ପ୍ରୋଗ୍ରେସିଭକୁ ହରାଇ ଫାଇନାଲରେ ରାଞ୍ଚି ମେକନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଛିନ୍ଦେଇକେଲା ରାଜିଂ ଷ୍ଟାର କ୍ରିକେଟ କ୍ଲବ ପକ୍ଷରୁ ଆୟୋଜିତ ୨୯ ତମ ସର୍ବଭାରତୀୟ ଛିନ୍ଦେଇକେଲା କ୍ରିକେଟ ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ରେ ଝାରସୁଗୁଡ଼ା ପ୍ରୋଗ୍ରେସିଭକୁ ହରାଇ ରାଞ୍ଚି ମେକନ ଫାଇନାଲକୁ
Read More...

କୁତ୍ରା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ଜିଲ୍ଲା ପ୍ରଶାସନ ପକ୍ଷରୁ କୁତ୍ରା ବ୍ଲକ ପରିସରରେ ଆଜି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଡ଼ା. ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ଅମ୍ରିତପାଲ କୌର ଯୋଗ ଦେଇ ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର
Read More...

ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ ବଣରେ ଦୁଇ ପର୍ଯ୍ୟଟକ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ବର୍ଷର ଶେଷ ରବିବାର ରହିଥିବାରୁ ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ ବଣରେ ପର୍ଯ୍ୟଟକମାନେ ବଣଭୋଜି କରି ମଜା ନେଉଥିବା ବେଳେ କୌଣସି କାରଣରୁ ୨ ଗୋଷ୍ଠି
Read More...

ଜାନୁଆରୀ ୩ ରୁ ରତ୍ନାକର ବାଗ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ କପିଲାଭଟା ଓ ତାଳଭଟା ଗ୍ରାମର ମିଳିତ ଆନୁକୂଲ୍ୟରେ ଆସନ୍ତା ଜାନୁଆରୀ ୩ ତାରିଖ ଠାରୁ ୦୯ ତାରିଖ ପର୍ଯ୍ୟନ୍ତ ତୃତୀୟ ତମ ରତ୍ନାକର ବାଗ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହେବ । ହସ୍ପିଟାଲ
Read More...

ଲକ୍ଷ୍ମୀଗଣପତି ଏଚ୍‌ପି ପେଟ୍ରୋଲ ପମ୍ପରେ ପଡିଲା ତାଲା

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ରାୟଗଡା ଜିଲ୍ଲା କଲ୍ୟାଣ ସିଂହପୁର ବ୍ଲକରେ ଥିବା ଲକ୍ଷ୍ମୀଗଣପତି ଏଚ୍‌ପି ପେଟ୍ରୋଲ ପମ୍ପରେ ତାଲା ପକାଯାଇଥିବା ଦେଖିବାକୁ ମିଳିଛି । ସୂଚନା ମୁତାବକ ମଙ୍ଗଳବାର ଦିନ ସମ୍ବଲପୁର ଡିଭିଜନରୁ କିଛି ପେଟ୍ରୋଲିୟମ ବିଭାଗୀୟ ଅଧିକାରୀମାନେ କଲ୍ୟାଣସିଂହପୁର
Read More...

ଟାଟା ପାୱାର କମ୍ପାନୀ ବିରୁଦ୍ଧରେ ଜିଲ୍ଲା କଂଗ୍ରେସ ପକ୍ଷରୁ ବିଦ୍ୟୁତ୍ ମୁଖ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ବାରିପଦା, (ବିମଳେନ୍ଦୁ ସାହୁ) : ଆଜି ମୟୂରଭଂଜ ଜିଲ୍ଲା କଂଗ୍ରେସ କମିଟି ଜିଲ୍ଲା ସଭାପତି ପୂର୍ଣ୍ଣଚନ୍ଦ୍ର ବିଶ୍ୱାଳଙ୍କ ନେତୃତ୍ୱରେ, ଜିଲ୍ଲା କଂଗ୍ରେସର ନେତା ଓ କର୍ମୀ ଓ ବିଦ୍ୟୁତ୍ ଉପଭୋକ୍ତା ସତ୍ୟସାଇ ଛକ ଠାରୁ ଏକ ଶୋଭାଯାତ୍ରାରେ ବାହାରି ସରକାର ଓ ବିଦ୍ୟୁତ୍ ବିଭାଗ ବିରୁଦ୍ଧରେ ଟାଟା
Read More...

ଜର୍ଣ୍ଣାଲିଷ୍ଟସ୍ ଆସୋସିଏସନ, ରାଉରକେଲାର ୨୧ତମ ବାର୍ଷିକ ଉତ୍ସବ ଓ ଆଲୋଚନାଚକ୍ର

ଲୋକଙ୍କ ସ୍ୱର, କ୍ଷମତାସୀନ ବ୍ୟକ୍ତିଙ୍କୁ ପ୍ରଶ୍ନ ଓ ମାନବୀୟ ସମ୍ବେଦନଶୀଳ ଉପରେ ଗୁରୁତ୍ୱାରୋପ ରାଉରକେଲା, (ସସ୍ମିତା ପ୍ରଧାନ) : ସାମ୍ବାଦିକମାନେ ଜନସାଧାରଣଙ୍କ ସ୍ୱର, କ୍ଷମତାରେ ଥିବା ଲୋକଙ୍କୁ ପ୍ରଶ୍ନ, ମାନବୀୟ ସମ୍ବେଦନଶୀଳ, ଆଚରଣ ଓ ଉଚ୍ଚାରଣର ସମନ୍ୱୟତା ସାମ୍ବାଦିକଙ୍କ କର୍ତ୍ତବ୍ୟ
Read More...

ପ୍ରାଦେଶିକ ପଣ୍ଡରା ସମାଜ ରାଜ୍ୟ କାର୍ଯ୍ୟକାରିଣୀ ସଭା ସମାଜର ବାର୍ଷିକ ଅଧିବେଶନ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପ୍ରାଦେଶିକ ପଣ୍ଡରା ସମାଜ ରାଜ୍ୟ କାର୍ଯ୍ୟକାରିଣୀ ସଭା ବଲାଙ୍ଗିର ସହରାଞ୍ଚଳ ପଣ୍ଡରା ସମାଜ ଆନୁକୁଲ୍ୟରେ ଖୁଜେନପାଲି ଶିବ ମନ୍ଦିର ପରିସରରେ ସମାଜର ବାର୍ଷିକ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପ୍ରାଦେଶିକ ପଣ୍ଡରା ମହାସଂଘର କର୍ମକର୍ତ୍ତା ଏବଂ
Read More...

୨୮ତମ ରାଜ୍ୟସ୍ତରୀୟ ଜନଜାତି କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଖଲିଆପାଲି ଭୀମଭୋଇ ଆମ୍ବେଦକର ମିନି ଷ୍ଟାଡିୟମ ଠାରେ ଦୁଇଦିନ ବ୍ୟାପି ୨୮ତମ ରାଜ୍ୟସ୍ତରୀୟ ଜନଜାତି କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି ବଲାଙ୍ଗିର ସାଂସଦ ସଂଗୀତା କୁମାରୀ ସିଂହ ଦେଓ ଉଦ୍‌ଘାଟନ କରି କ୍ରୀଡା
Read More...

ଲଖନା କପ୍ କ୍ରିକେଟ ପ୍ରତିଯୋଗିତାରେ ଘଣ୍ଟବାହାଲକୁ ହରାଇ ଯମୁନା ଦଳ ଚମ୍ପିୟାନ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଲଖନା ପଞ୍ଚାୟତ ସଦରମହକୁମା ଖେଳ ପଡ଼ିଆଠାରେ ଗ୍ରାମର ସ୍ପୋର୍ଟସ ଆସୋସିଏନ ତରଫରୁ ଚାଲିଥିବା ତୃତୀୟ ଲଖନା କପ୍ କ୍ରିକେଟ ପ୍ରତିଯୋଗିତା ରବିବାର ଉଦଯାପିତ ହୋଇଯାଇଛି । ଏଥିରେ ଘଣ୍ଟବାହାଲ ଦଳକୁ ପରାସ୍ତ କରି ଯମୁନା
Read More...