Yearly Archives

2025

୭ମ ରାଜେନ୍ଦ୍ର ନଗର ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଆରମ୍ଭ

-୧୬ ଦଳ ମଧ୍ୟରେ ହେବ ବିଜୟୀ ଦୌଡ଼ ତୁରେକେଲା, (ପିତାମ୍ବର ଦୀପ) : ରାଜେନ୍ଦ୍ର ନଗର ଫୁଟବଲ୍ କ୍ଲବ୍ ଦ୍ୱାରା ଆୟୋଜିତ ସପ୍ତମ ରାଜେନ୍ଦ୍ର ନଗର ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଆରମ୍ଭ ହୋଇଯାଇଛି । ଏହି ପ୍ରତିଯୋଗିତାରେ ମୋଟ ୧୬ଟି ଦଳ ଅଂଶଗ୍ରହଣ କରିଛନ୍ତି । ଉଦ୍ଘାଟନୀ ସମାରୋହରେ ସମାଜସେବୀ ଓ
Read More...

ସର୍ବଭାରତୀୟ ଟି – ଟ୍ୱେଣ୍ଟି କ୍ରିକେଟ ଟୁର୍ଣ୍ଣାମେଣ୍ଟର ୨ୟ ଦିନ

-ଭୁବନେଶ୍ୱର ଓ ରାଉରକେଲା ବିଜୟୀ ବାରିପଦା, (ଦେବସ୍ମିତ ଚୌଧୁରୀ) : ବାରିପଦା ସ୍ଥାନୀୟ ପ୍ରଫୁଲ୍ଲନଗର ସ୍ଥିତ ଲେଟ କଟ କ୍ଲବ ଆନୁକୂଲ୍ୟରେ ଆୟୋଜିତ ସର୍ବଭାରତୀୟ ଟି - ଟ୍ୱେଣ୍ଟି କ୍ରିକେଟ ଟୁର୍ଣ୍ଣାମେଣ୍ଟର ୨ୟ ଦିନର ୧ମ ମ୍ୟାଚରେ ଟି ସି ସି, ଭୁବନେଶ୍ୱର ୫ ଉଇକେଟରେ ବାରିପଦାର ଡି ଆର କେ
Read More...

ନଟରାଜ କଳା ପରିଷଦ ଦ୍ୱାରା ନାଟକ ମହୋତ୍ସବ

୧୨ ରୁ ୧୪ ଯାଏଁ କୋଶଳ କଳାମଣ୍ଡଳ ଦୁଲୁକିବ ବଲାଙ୍ଗିର, (ଦେବାଶିଷ ମିଶ୍ର) : ନଟରାଜ କଳା ପରିଷଦ ଦ୍ୱାରା ପ୍ରତିବର୍ଷ ଭଳି ଏ ବର୍ଷ ମଧ୍ୟ ସାଂସ୍କୃତିକ, କଳା ଏବଂ ପୁରୁଣା ଲୋକକଥାକୁ ନେଇ ନାଟକ ୩ ଦିନ ଧରି ପୁରୁଣା ମଂଚରେ ଆୟୋଜିତ ହେବ । ୧୨ ଡିସେମ୍ବର ଶୁକ୍ରବାର ୧୪ ଡିସେମ୍ବର ରବିବାର
Read More...

ତୃତୀୟ ଦିବସରେ କୁଚବେହାର ଟ୍ରଫି କ୍ରିକେଟ

-ଓଡିଶା ବନାମ କର୍ଣ୍ଣାଟକ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଓଡିଶା କ୍ରିକେଟ ଏସୋସିଏସନ ଓ ବଲାଙ୍ଗିର ଜିଲ୍ଲା କ୍ରୀଡା ସଂସଦ ଆନୁକୂଲ୍ୟରେ ଆଜି ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମଠାରେ ଓଡିଶା ବନାମ କର୍ଣ୍ଣାଟକ ୪ ଦିବସୀୟ କୁଚ ବେହାର ଟ୍ରଫି କ୍ରିକେଟର ତୃତୀୟ ଦିବସ ମ୍ୟାଚ ଅନୁଷ୍ଠିତ ହୋଇଯାଇଛି
Read More...

ପାଣି ପାଇପ ଫାଟି ରାସ୍ତାରେ କୃତ୍ରିମ ବନ୍ୟା

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ଶକ୍ତିନଗର ପଡାରେ ପାଣି ପାଇପ ଫାଟି ରାସ୍ତା ଉପରେ ବହୁଛି ପାଣି । ସ୍ଥାନୀୟ ୱାର୍ଡ ନଂ ୧୬ ଶକ୍ତିନଗର ପଡା ଇଣ୍ଡିଆନ ବ୍ୟାଙ୍କ ଗଳିରେ ଦେଖିବାକୁ ମିଳିଛି ଏହି ଦୃଶ୍ୟ । ପାନୀୟ ଜଳ ଯୋଗାଣ ପାଇପ ଫାଟି ରାସ୍ତା ଉପରେ ପାଣି ବୋହୁଛି । ଦୀର୍ଘ ଦୁଇମାସ
Read More...

ଅନ୍ତର୍ଜାତୀୟ ପ୍ରତିଯୋଗିତା ଓଡିଶା ମାଷ୍ଟର୍ସ -୨୦୨୫

-ମହିଳା କ୍ୱାର୍ଟରକୁ ଉନ୍ନୀତ ହେଲେ ଉନ୍ନତି ହୁଡ଼ା, ଅନମୋଲ ଖର୍ବ, ତନଭି ଶର୍ମା ଓ ଅନୁପମା ଉପାଧ୍ୟାୟ -ପୁରୁଷ କ୍ୱାର୍ଟରରେ ଥରୁନ ମାନେପଲ୍ଲୀ,ସୁବ୍ରତ ସୁବ୍ରମଣିଅନ, କିରଣ ଜର୍ଜ, ଓ ସତୀଶ କୁମାର ଭୁବନେଶ୍ୱର, (କେପିଏନ୍‌ଏସ୍‌) : କଟକ ସ୍ଥିତ ଜବାହାରଲାଲ ନେହେରୁ ଇଣ୍ଡୋର
Read More...

ଶାରଳା ଶକ୍ତିପୀଠରେ ନାଗପୂଜା ପାଇଁ ପ୍ରସ୍ତୁତି ବୈଠକ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ଢୋଲମହୁଲ ସ୍ଥିତ ମା' ଶାରଳା ଶକ୍ତି ପୀଠରେ ନାଗପୂଜା ପାଇଁ ପ୍ରସ୍ତୁତି ବୈଠକ ଆୟୋଜିତ ହୋଇଯାଇଛି । ଚଳିତ ଡିସେମ୍ବର ୧୫ ରେ ନାଗବରଣ, ପୀଠପୂଜା, ବିଷଲଡୁ ଭକ୍ଷଣ ଏବଂ ୧୬ ତାରିଖ ଦିନ ବିନୋପୂଜା, ସିତଉ ଭକ୍ଷଣ ଓ ପରିଶେଷରେ ପ୍ରସାଦ ସେବନ
Read More...

ଇସ୍ପାତ ନାଟ୍ୟ ମହୋତ୍ସବର ଦଶମ ସନ୍ଧ୍ୟା

ପ୍ରୟାସ ତରଫରୁ ନାଟକ ସୂର୍ଯ୍ୟୋଦୟ ପୂର୍ବେ ମଞ୍ଚସ୍ଥ ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡିଶା ସରକାରଙ୍କ ପୃଷ୍ଠପୋଷକତା ଏବଂ ଆର୍‌ଏସ୍‌ପି ଆନୁକୂଲ୍ୟରେ ‘ଏକତ୍ର’ ରାଉରକେଲା ଦ୍ୱାରା ଆୟୋଜିତ ତୃତୀୟ ଇସ୍ପାତ ନାଟ୍ୟ ମହୋତ୍ସବର ଦଶମ ସନ୍ଧ୍ୟାରେ
Read More...

ସୂଚନା ଓ ଲୋକ ସମ୍ପର୍କ ବିଭାଗର ଉତ୍ତରାଞ୍ଚଳ ଉପ ନିର୍ଦ୍ଦେଶିକାଙ୍କ ରାଉରକେଲା ଗସ୍ତ

ରାଉରକେଲା, (ସସ୍ମିତା ପ୍ରଧାନ) : ସୂଚନା ଓ ଲୋକସମ୍ପର୍କ ବିଭାଗର ଉତ୍ତରାଞ୍ଚଳର ଉପ ନିର୍ଦ୍ଦେଶିକା (ସମ୍ବଲପୁର) ଶ୍ରୀମତୀ କଲ୍ୟାଣୀ ଦାଶଙ୍କ ଦୁଇ ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତର ପ୍ରଥମ ଦିବସରେ ରାଉରକେଲା ଜିଲ୍ଲା ସୂଚନା ଓ ଲୋକସଂପର୍କ କାର୍ଯ୍ୟାଳୟ ପରିଦର୍ଶନ କରିଥିଲେ । ଏହି ଅବସରରେ
Read More...

ଗଞ୍ଜାମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ମାନବ ଅଧିକାର ଦିବସ ପାଳିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ଆଇନ୍‌ସେବା ପ୍ରାଧିକରଣ ଅଧ୍ୟକ୍ଷ ତଥା ଜିଲ୍ଲା ଦୌରା ଜଜ୍ ଅଶାନ୍ତ କୁମାର ଦାସଙ୍କ ତତ୍ତ୍ଵାବଧାନରେ ଗଞ୍ଜାମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ବ୍ୟୋମକେଶ ନାୟକଙ୍କ ପ୍ରତ୍ୟକ୍ଷ ପରିଚାଳନାରେ ବୁଧବାର ଜିଲ୍ଲା କୋର୍ଟ ପରିସର
Read More...