Yearly Archives

2025

ଠେଙ୍ଗାନାଲ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସମଲେଇଚୁଆଁ କ୍ଲଷ୍ଟରସ୍ଥିତ ଠେଙ୍ଗାନାଲ ପ୍ରାଥମିକ ବିଦ୍ୟାଳୟର ବାର୍ଷିକଉତ୍ସବ ପରିଚାଳନା କମିଟିର ସଭାପତି ସୁରେନ୍ଦ୍ର ବଗର୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ବ୍ଲକ ଶିକ୍ଷାଧିକାରୀ ଗଣେଶ କିଷାନ ମୁଖ୍ୟ ଅତିଥି,
Read More...

ରାଉରକେଲା କଲେଜରେ ଅର୍ଥନୀତି ବିଭାଗର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୪ସ୍ଥିତ ରାଉରକେଲା କଲେଜ, ରାଉରକେଲାର ଅର୍ଥନୀତି ବିଭାଗର ଯୁକ୍ତ ୩ ଶେଷ ବର୍ଷ ଛାତ୍ରଛାତ୍ରୀମାନଙ୍କୁ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା । ଅର୍ଥନୀତି ବିଭାଗର ମୁଖ୍ୟ ପ୍ରଫେସର ବୈଜୟନ୍ତୀ ବାରିକଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ
Read More...

ଲଙ୍ଗଲକଟା ଉଚ୍ଚପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ବେହେରାମାଲ କ୍ଲଷ୍ଟର ଲଙ୍ଗଲକଟା ଉଚ୍ଚପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଏସଏମସି ଅଧ୍ୟକ୍ଷ ମଧୁସୂଦନ ପଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଡୁଙ୍ଗୁରିପାଲି ବ୍ଲକ ଶିକ୍ଷା ଅଧିକାରୀ ଗଣେଶ କିଷାନ ମୁଖ୍ୟ
Read More...

ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ‘ଫର୍ଟିଚିଉଡ଼ ୦୨

ପଦ୍ମପୁର, (ନିରୋଜ କୁମାର ପାଣୀ) : ଦଶମ ଶ୍ରେଣୀ ପରୀକ୍ଷା ଆରମ୍ଭ ହେବାକୁ ଯାଉଛି । ତା ସହିତ ଦଶମ ଶ୍ରେଣୀ ପରୀକ୍ଷାର୍ଥୀଙ୍କ ମନର ସଂଶୟ ବଢ଼ି ବଢ଼ି ଚାଲିଛି । ଏହାକୁ ଲାଘବ କରିବା ପାଇଁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁରରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଗୋପାଳଜୀ ପ୍ରସାଦ
Read More...

ଶୁଣ୍ଢି ସମାଜର କୁଳପତି ହେଲେ ପୂର୍ବତନ ବଙ୍ଗୋମୁଣ୍ଡା ବ୍ଲକ ଅଧ୍ୟକ୍ଷ ପୂର୍ଣ୍ଣଚନ୍ଦ୍ର ବେହେରା

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ନିଖିଳ ଉତ୍କଳ ସୁବର୍ଣ୍ଣଗ୍ରାହୀ ଶୁଣ୍ଢି ସମାଜର ୨ ଦିନିଆ ମହାସଭା ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ମହାସଭାରେ ଓଡିଶାର କୋଣ ଅନୁକୋଣରୁ ଲୋକେ ଶହ ଶହ ସଂଖ୍ୟାରେ ମହାସଭାରେ ଯୋଗଦାନ କରିଥିଲେ । ପ୍ରଥମେ ଶୁଣ୍ଢି
Read More...

ପ୍ରଧାନ ଶିକ୍ଷୟିତ୍ରୀଙ୍କ ସନ୍ଦେହ ଜନକ ମୃତ୍ୟୁ : କାରଣ ଅସ୍ପଷ୍ଟ

ଭୁବନେଶ୍ୱର : ପ୍ରଧାନ ଶିକ୍ଷୟିତ୍ରୀଙ୍କ ସନ୍ଦେହ ଜନକ ମୃତ୍ୟୁ । ମୃତ୍ୟୁର କାରଣ ଅସ୍ପଷ୍ଟ । ମୃତ ପ୍ରଧାନ ଶିକ୍ଷୟିତ୍ରୀ ହେଲେ ଗୁନେଇବିଲି ଗାଁର ପ୍ରଭାତୀ ଦେହୁରୀ । ଏମିତି ଏକ ଘଟଣା ଦେଖିବାକୁ ମିଳିଛି ଢେଙ୍କାନାଳ ଜିଲ୍ଲା ତୁମୁସିଙ୍ଗା ଥାନା ଗୁନେଇବିଲି ଗ୍ରାମରେ । ସୂଚନା ଯୋଗ୍ୟ ଯେ,
Read More...

ହତ୍ୟା ଉଦ୍ୟମକାରୀଙ୍କୁ ସଶ୍ରମ କାରାଦଣ୍ଡ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଏକ ହତ୍ୟା ଉଦ୍ୟମ ମାମଲାର ବିଚାର କରି ମାନ୍ୟବର ବିଚାରପତି କୁନମୁନ ଆଜାରୀ ସହକାରୀ ଫୌଜଦାରୀ ଓ ବରିଷ୍ଠ ଦେୱାନି ଅଦାଲତ ଏଲ୍‌.ଆର୍‌.ଏଣ୍ଡ ଏଲ୍‌.ଟି.ଭି, ବଲାଙ୍ଗିର, ବଲାଙ୍ଗିର ସେସନ୍‌ସ୍‌ କେସ ନଂ.୭୬/୩୮ ସନ୍‌ ୧୯୯୫ ବିଚାର କରି ସାକ୍ଷ ମାନଙ୍କ ପ୍ରମାଣକୁ
Read More...

ସ୍ୱସ୍ତି ସାହିତ୍ୟ ସଂସଦର କବିତାୟନ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅନ୍ୟତମ ସାହିତ୍ୟ ଆନୁଷ୍ଠାନ ସ୍ୱସ୍ତି ସାହିତ୍ୟ ସଂସଦର ଶବ୍ଦ, ସଂଗୀତ, ଆଲୋକ ଓ ମଞ୍ଚସଜ୍ଜାକୁ ନେଇ ଅନନ୍ୟ କବିତା ପାଠୋତ୍ସବ ଓ ବନବିହାର କାର୍ଯ୍ୟକ୍ରମ କବିତାୟନ ଆସନ୍ତା ୨୨ ଓ ୨୩ ତାରିଖ ଦିନ ହେବ ବୋଲି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି ।
Read More...

ହାପି ମୋମେଣ୍ଟସ୍ ଇଣ୍ଡିଆର ୧୩ତମ ପ୍ରତିଷ୍ଠା ଦିବସ ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତି ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ ଅନୁଷ୍ଠାନ ହାପି ମୋମେଣ୍ଟସ ଇଣ୍ଡିଆର ୧୩ତମ ପ୍ରତିଷ୍ଠା ଦିବସ ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ପାଇଁ ଏକ ପ୍ରସ୍ତୁତି ବୈଠକ ରାଉରକେଲା କ୍ଲବ ଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ଅଧ୍ୟକ୍ଷ ରାଜେନ୍ଦ୍ର ପ୍ରସାଦ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି
Read More...

୨୩ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ୨୩ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା । ଖରାରୁ ତାତିରୁ ମିଳିପାରେ ଆଶ୍ୱସ୍ତି । ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । କାଲିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ୪ ଦିନ ପର୍ଯ୍ୟନ୍ତ ଝଡ଼ ବର୍ଷା ହେବାର ସମ୍ଭାବନା ରହିଛି । ଅର୍ଦ୍ଧାଧିକ
Read More...