Yearly Archives

2025

କେନ୍ଦୁପାଲିରେ ଗଜବନ୍ଧ କ୍ଲଷ୍ଟର ସ୍ତରୀୟ ନବମ ମାସିକ ବୈଠକ

ଏସ୍‌.ରାମପୁର/ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ କେନ୍ଦୁପାଲି ପ୍ରାଥମିକ ବିଦ୍ୟାଳୟରେ ଗଜବନ୍ଧ କ୍ଲଷ୍ଟର ସ୍ତରୀୟ ନବମ ମାସିକ ବୈଠକ ଆୟୋଜିତ ହୋଇଯାଇଛି । ସ୍ଥାନୀୟ ପ୍ରଧାନଶିକ୍ଷକ ତୁଳସୀରାମ ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ
Read More...

“ଭୂମିକା ଆୟୋଜିତ ଚିତ୍ରାଙ୍କନ ପ୍ରତିଯୋଗିତା”

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡ଼ିଶାର ଅଗ୍ରଣୀ ସାମାଜିକ ସାଂସ୍କୃତିକ ଅନୁଷ୍ଠାନ ଭୂମିକା ତରଫରୁ ସ୍କୁଲ ଛାତ୍ରଛାତ୍ରୀ ମଧ୍ୟରେ ବରିଷ୍ଠ ଓ କନିଷ୍ଠ ବର୍ଗରେ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଅଛି । ଏହି ପ୍ରତିଯୋଗିତାରେ ବିଭିନ୍ନ ବିଦ୍ୟାଳୟରୁ ସହସ୍ରାଧିକ ଛାତ୍ରଛାତ୍ରୀ
Read More...

ରୋତ କଲେଜରେ ପୁରାତନ ଛାତ୍ର ସମ୍ମିଳନୀ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ଆଗଲପୁର ପଞ୍ଚାୟତ ସମିତି ମହାବିଦ୍ୟାଳୟ ବାଣୀନିକେତନ ରୋତ ଠାରେ ବିଗତ ୪୨ ବର୍ଷର ପୁରାତନ ଛାତ୍ରଛାତ୍ରୀମାନଙ୍କୁ ନେଇ ଏକ ପୁରାତନ ଛାତ୍ର ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ କୁମାର ଷଡଙ୍ଗୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ
Read More...

ଐତିହାସିକ ତଥା ପ୍ରଶାସନିକ ଅଧିକାରୀ ସ୍ୱର୍ଗତ ସାଧୁ ଚରଣ ମିଶ୍ରଙ୍କର ୫୦ତମ ପୂଣ୍ୟତିଥି ପାଳନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ମାଲପଡା ଠାରେ ମହାନ ଐତିହାସିକ ସ୍ୱର୍ଗତ ସାଧୁ ଚରଣ ମିଶ୍ରଙ୍କର ପଞ୍ଚଦଶ ତମ ଶ୍ରାଦ୍ଧ ବାର୍ଷିକି ପ୍ରଫେସର ତରୁଣ କୁମାର ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାରେ ଜିଲ୍ଲା ନାଗରିକ କମିଟିର ଉପ-ସଭାପତି ନିତ୍ୟାନନ୍ଦ ମିଶ୍ର ଦୀପ
Read More...

ସଇଁତଲାରେ ସାମ୍ବାଦିକ ସଂଘର ସମ୍ବର୍ଦ୍ଧନା ସଭା ଓ ସାଧାରଣ ବୈଠକ

ସଇଁତଲା, (କେପିଏନ୍‌ଏସ୍‌) : ବଲାଙ୍ଗୀର ଜିଲ୍ଲା ସଇଁତଲା ବ୍ଲକ ସ୍ଥିତ ବିବେକାନନ୍ଦ ପାଠାଗାର ପରିସରରେ କାର୍ଯ୍ୟରତ ସାମ୍ବାଦିକ ସଂଘ ଆନୁକୂଲ୍ୟରେ ସମ୍ବର୍ଦ୍ଧନା ସଭା ଓ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଅଛି । ଉକ୍ତ ସଭାରେ ମୁଖ୍ୟଅତିଥି ଭାବରେ ବ୍ଲକ ଉପାଧ୍ୟକ୍ଷ ଗୁଣସାଗର ମାଝୀ ଯୋଗଦାନ କରି
Read More...

ଦିଲ୍ଲୀ ରେଳଷ୍ଟେସନ ଦଳାଚକଟା ଘଟଣା, ଦୁର୍ଘଟଣାରେ ୧୮ ଜଣ ମୃତ୍ୟୁ

ନୂଆଦିଲ୍ଲୀ : ଦିଲ୍ଲୀ ରେଳଷ୍ଟେସନରେ ଦଳାଚକଟା ଦୁର୍ଘଟଣାରେ ୧୮ ଜଣ ମୃତ୍ୟୁ ହୋଇଥିବା ବେଳେ ଘଟଣାରେ ଗୁରୁତର ଆହତଙ୍କ ଚିକିତ୍ସା ଜାରି ରହିଛି । ଏମାନଙ୍କ ମଧ୍ୟରୁ ୧୧ ଜଣ ମହିଳା ଥିବା ବେଳେ ୪ ଜଣ ଶିଶୁ ଥିବା ଜଣାପଡ଼ିଛି । ପ୍ଲାଟଫର୍ମରେ ଲୋକଙ୍କ ଭିଡ଼ କାରଣରୁ ଏଭଳି ସ୍ଥିତି ଉପୁଜିଥିବା
Read More...

ପିଡ଼ିସି ନୃତ୍ୟ ଏକାଡେମୀର ୧୨ତମ ବାର୍ଷିକ ଉତ୍ସବ

ରାୟଗଡା, (ଅକ୍ଷୟ କୁମାର ପିଡ଼ିସିକା) : ରାୟଗଡା ଜିଲ୍ଲା ତଥା ପଡୋଶୀ ଜିଲ୍ଳା ଓ ବିଭିନ୍ନ ରାଜ୍ୟରେ ଆଦିବାସୀ କଳା ସଂସ୍କୃତି ସଙ୍ଗୀତ ନୃତ୍ୟ ଓ ଗୀତ ପରିବେଷଣ କରି ଲୋକଙ୍କ ମନମୁଗ୍ଧ କରି ଏକ ନୂତନ ପରିଚୟ ଗଠନ କରିବାୋ ଲାଗିଛନ୍ତି ପିଡ଼ିସି ଗୃପ । ସେମାନେ କୁନି କୁନି ପିଲାମାନଙ୍କ ପାଇଁ ଏକ
Read More...

ମଧୁର ଜଳ ପ୍ରକଳ୍ପ ନିମନ୍ତେ ଗଞ୍ଜାମ ଜିଲ୍ଲା ପ୍ରଶାସନ ସହ ଆଇ.ଆର୍‌.ଇ.ଏଲ୍‌. ମଧ୍ୟରେ ଏମ୍‌.ଓ.ୟୁ. ସ୍ୱାକ୍ଷରୀତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାରେ ପ୍ରବାହିତ ସମୁଦ୍ର ଜଳରୁ ମିଠା ଜଳ ସଂଗ୍ରହ କରି ଜନସାଧାରଣଙ୍କ ନିମନ୍ତେ ପାନୀୟ ଜଳଭାବେ ବ୍ୟବହାରରେ ଆସିବ । ସମୁଦ୍ର ପାଣିରୁ ଏହି ପ୍ରକଳ୍ପ ସ୍ଥାପନ ନିମନ୍ତେ ଗଞ୍ଜାମ ଜିଲା ପ୍ରଶାସନ ସହ ଆଇ.ଆର୍‌.ଇ.ଏଲ୍‌. ମଧ୍ୟରେ
Read More...

କଣ୍ଟାବାଞ୍ଜି ଆଞ୍ଚଳିକ ସାଧନ କେନ୍ଦ୍ରର କ୍ଳଷ୍ଟର ସ୍ତରୀୟ ନିପୁଣ ମେଳା

କଣ୍ଟାବାଞ୍ଜି, (ପିତାମ୍ବର ଦୀପ) : କ୍ଳଷ୍ଟର ସ୍ତରୀୟ ନିପୁଣ ମେଳା ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଦିନେଶ ମହାନନ୍ଦଙ୍କ ତତ୍ତ୍ୱାବଧାନରେ ୧୨ଟି ବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟିତ୍ରୀ ଯୋଗଦେଇଥିଲେ ।
Read More...

ବ୍ଲକସ୍ତରୀୟ ସୁରେନ୍ଦ୍ର ସାଏ ଦିବ୍ୟଦୃଷ୍ଟି ଯୋଜନା କାର୍ଯ୍ୟକ୍ରମ ଅନୁଷ୍ଠିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ଓଡିଶା ଆଦର୍ଶ ବିଦ୍ୟାଳୟ ଫଟାମୁଣ୍ଡାଠାରେ ଶିକ୍ଷା ଓ ସ୍ୱାସ୍ଥ୍ୟ ବିଭାଗ ମିଳିତ ଆନୁକୂଲ୍ୟରେ ବ୍ଲକସ୍ତରୀୟ ସୁରେନ୍ଦ୍ର ସାଏ ଦିବ୍ୟଦୃଷ୍ଟି ଯୋଜନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ
Read More...