Yearly Archives

2025

ଜିଲ୍ଲାରେ ପରିକ୍ରମା କରିବ ଶ୍ରମିକ ସଚେତନତା ରଥ

ଶୁଭାରମ୍ଭ କଲେ ଜିଲ୍ଲାପାଳ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌): ଆନ୍ତଃରାଜ୍ୟ ପ୍ରବାସୀ ଶ୍ରମିକ ଓ ଶ୍ରମ ଆଇନରେ ଥିବା ଅଧିକାର ଏବଂ ସୁବିଧା - ସୁଯୋଗ ଉପରେ ଜନ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ପ୍ରଚାର ଅଭିଯାନ ଆରମ୍ଭ ହୋଇଯାିଛି । ଉଭୟ ଭାରତ
Read More...

କଳାହାଣ୍ଡିରେ ବନ୍ଧକ ଶ୍ରମିକମାନଙ୍କ ପାଇଁ ଏକ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ

କଳାହାଣ୍ଡି, (କେପିଏନ୍‌ଏସ୍‌) : ଡିଏଲ୍‌ଏସ୍‌ଏ କଳାହାଣ୍ଡିରେ ବନ୍ଧକ ଶ୍ରମିକମାନଙ୍କ ପାଇଁ ଏକ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଯେଉଁଥିରେ ଜିଲ୍ଲା ଆଇନ ସେବା କର୍ତ୍ତୃପକ୍ଷ, ବିଚାରପତି, ପଂଚାୟତରାଜ ଅଧିକାରୀ, ଜିଲ୍ଲା ଶ୍ରମ ଅଧିକାରୀ, ଶିଶୁ କଲ୍ୟାଣ କମିଟି (ସିଡବ୍ଲ୍ୟ଼ୁସି)
Read More...

ଏଡିଇଓଙ୍କ ଘରେ ଭିଜିଲାନ୍ସ ରେଡ୍ : ଏକକାଳୀନ ୭ଟି ସ୍ଥାନରେ ଚଢାଉ

କୋରାପୁଟ, (ଏସ୍‌. ସୁନ୍ଦରମ୍‌) : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ ଅନ୍ତର୍ଗତ ଚମ୍ପିଆ ଗ୍ରାମରେ ରହୁଥିବା (ଏଡିଇଓ) ପାର୍ଥ ସାରଥୀ ବିଷୋୟୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ଚାଲିଛି । ଏକକାଳୀନ ୭ଟି ସ୍ଥାନରେ ଜୟପୁର ଭିଜିଲାନ୍ସ ଟିମ ଚଢ଼ାଉ ଜାରି
Read More...

ପୋଲିସ ବ୍ୟାରେକରେ କାର୍ଯ୍ୟରତ ରିଜର୍ଭ ପୋଲିସ କନେଷ୍ଟବଳଙ୍କ ମୃତ୍ୟୁ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ପୋଲିସ ବ୍ୟାରେକରେ ଜଣେ ରିଜର୍ଭ ପୋଲିସ କନେଷ୍ଟବଳଙ୍କ ଅସ୍ୱାଭାବିକ ଭାବରେ ଶୋଇଥିବା ସମୟରେ ମୃତ୍ୟୁ ଘଟିଥିବା ଜଣାପଡିଛି । ମୃତ ପୋଲିସ ଜଣକ ଦିଲ୍ଲୀପ କୁମାର ମିଶ୍ର(୫୦) ବୋଲି ଜଣାପଡ଼ିଛି । ଦିଲ୍ଲୀପ ସୁବର୍ଣ୍ଣପୁର
Read More...

ଆସନ୍ତାକାଲିଠାରୁ ମୁରିବାହାଲ ବ୍ଲକସ୍ତରୀୟ ବିରାଟ ଧନୁଯାତ୍ରା ମହୋତ୍ସବ ଆୟୋଜନ ନେଇ ସାମ୍ବାଦିକ ସମ୍ମିଳନୀ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକସ୍ତରୀୟ ଧନୁଯାତ୍ରା ମହୋତ୍ସବ କମିଟି ପକ୍ଷରୁ ଷଷ୍ଠତମ ବିରାଟ ଧନୁଯାତ୍ରା ମହୋତ୍ସବ ଆସନ୍ତାକାଲି ୧୪ ତାରିଖ ଶୁକ୍ରବାରରୁ ୨୦ତାରିଖ ଗୁରୁବାର ପର୍ଯ୍ୟନ୍ତ ସ୍ଥାନୀୟ ଧନୁଯାତ୍ରା ପଡିଆରେ ମହାସମାରୋହରେ ଅନୁଷ୍ଠିତ ହେବ
Read More...

ଏଲ.ଏନ.ଜି. ଟର୍ମିନାଲ ଏବଂ ଜେଟି ନିର୍ମାଣ ନିମନ୍ତେ ସ୍ଥାନୀୟ ଅଞ୍ଚଳର ଜନସାଧାରଣଙ୍କ ସ୍ୱାର୍ଥପ୍ରତି ଦୃଷ୍ଟି ଦିଆଯିବା…

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) ଏଲ.ଏନ.ଜି. ଟର୍ମିନାଲ ଏବଂ ଜେଟି ନିର୍ମାଣ ନିମନ୍ତେ ସ୍ଥାନୀୟ ଅଞ୍ଚଳର ଜନସାଧାରଣଙ୍କ ସ୍ୱାର୍ଥପ୍ରତି ଦୃଷ୍ଟି ଦିଆଯିବା ଆବଶ୍ୟକ ବୋଲି ବହୁ ଗଣ୍ୟମାନ୍ୟ ବ୍ୟକ୍ତି ଓ ପରିବେଶ ଚିନ୍ତନ ବ୍ୟକ୍ତି ବିଶେଷ୍ୟଗଣ ମତପ୍ରକାଶ କରିଛନ୍ତି । ସୂଚନା ଯୋଗ୍ୟ ଯେ'
Read More...

ଓମ୍ବାଡସି ଆନୁକୂଲ୍ୟରେ ସମ୍ମନ୍ୱିତ ବିକାଶ କାର୍ଯ୍ୟ ଯୋଜନା (ଇଣ୍ଡିଗ୍ରେଟେଡ଼ ଡେଭେଲପମେଣ୍ଟ ଏକ୍ସନ ପ୍ଲାନ) ସମ୍ଭନ୍ଧୀୟ…

ବାରିପଦା, (ଦେବସ୍ମିତ ଚୌଧୁରୀ) : ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଓମ୍ବାଡସି ଆନୁକୂଲ୍ୟରେ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ ସମ୍ୱନ୍ୱିତ ବିକାଶ କାର୍ଯ୍ୟ ଯୋଜନା (ଇଣ୍ଡିଗ୍ରେଟେଡ଼ ଡେଭେଲପମେଣ୍ଟ ଏକ୍ସନ ପ୍ଲାନ) ସମ୍ଭନ୍ଧୀୟ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି ଉକ୍ତ
Read More...

୨୨ରୁ ଅଧିକ ଚାକିରିଆ ରାସନ କାର୍ଡ ଫେରାଇଲେଣି

ଶତାଧିକ ଚାକିରିଆ ଓ ଆୟକରଦାତାଙ୍କ କାର୍ଡ ବାତିଲ କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ସମସ୍ତଙ୍କୁ ଖାଦ୍ୟ ସୁନିଶ୍ଚିତ କରିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଖାଦ୍ୟ ସୁରକ୍ଷା ଆଇନ ପ୍ରଣୟନ କରି ଗରିବ ଲୋକଙ୍କୁ ମାଗଣା ଚାଉଳ ଯୋଗାଇ ଦେଉଛନ୍ତି । ତେବେ ବହୁ ସଂଖ୍ୟକ ଅଯୋଗ୍ୟ
Read More...

ପଦ୍ମପୁରରେ ବ୍ୟାଙ୍କ ଅଫ୍ ଇଣ୍ଡିଆ ନୁତନ ଶାଖା ଉଦ୍‌ଘାଟିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଫେବୃୟାରୀ ୧୩ ତାରିଖ ଗୁରୁବାର ଦିନ ପଦ୍ମପୁର କଲେଜ ରୋଡ଼ ଠାରେ ବ୍ୟାଙ୍କ୍ ଅଫ୍ ଇଣ୍ଡିଆର ନୂତନ ଶାଖା ଉଦ୍‌ଘାଟିତ ହୋଇ ଯାଇଛି । ଏହି ଅବସରରେ ସକାଳୁ ଶାଖା ପରିସରରେ ପୂଜାର୍ଚ୍ଚନା କରାଯାଇଥିଲା । ବ୍ୟାଙ୍କ ଅଫ ଇଣ୍ଡିଆର ଜେନେରାଲ ମ୍ୟାନେଜର ବିକାଶ
Read More...

ଅନୁସୂଚିତ ଜାତି ଓ ଜନଜାତି ବିଦ୍ୟାଳୟରେ ଉନ୍ନତ ମାନର ଶିକ୍ଷା, ଖାଦ୍ୟ ଓ ଭିତ୍ତିମି ସମ୍ପର୍କିତ ସମୀକ୍ଷା ବୈଠକ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ୯ଟି ବ୍ଲକରେ ରହିଥିବା ଅନୁସୂଚିତ ଜାତି ଓ ଜନଜାତି ମଙ୍ଗଳ ବିଭାଗ ଦ୍ଵାରା ପରିଚାଳିତ ବିଦ୍ୟାଳୟରେ କେବଳ ଭିତ୍ତିଭୂମି ନୁହେଁ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ପ୍ରଦାନ କରାଯାଉଥିବା ଖାଦ୍ୟ,ପୋଷାକ
Read More...