ଜିଲ୍ଲାସ୍ତରୀୟ ସିନିୟର ପୁରୁଷ ଆନ୍ତଃ କ୍ଲବ କ୍ରିକେଟ ଟୁର୍ଣ୍ଣାମେଣ୍ଟର ୧୦ମ ମ୍ୟାଚ ରାଇରଙ୍ଗପୁର ବିଜୟୀ
ବାରିପଦା, (ଦେବସ୍ମିତ ଚୌଧୁରୀ) : ସ୍ଥାନୀୟ ବାରିପଦା ଷ୍ଟାଡିୟମ ପଡିଆରେ ଓଡିଶା କ୍ରିକେଟ ଏସୋସିଏସନ ଓ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ମିଳିତ ଆନୁକୂଲ୍ୟରେ ମୟୁରଭଞ୍ଜ ଜିଲ୍ଲାସ୍ତରୀୟ ସିନିୟର ପୁରୁଷ ଆନ୍ତଃ କ୍ଲବ କ୍ରିକେଟ ଟୁର୍ଣ୍ଣାମେଣ୍ଟର ୧୦ମ ମ୍ୟାଚରେ ରାଇରଙ୍ଗପୁର କ୍ଲବ ମୟୁରଭଞ୍ଜ!-->…
Read More...
Read More...