Yearly Archives

2025

ତୁରେକେଲା କ୍ଳଷ୍ଟରର ଆସ ପ୍ରକୃତିକୁ ଭଲ ପାଇବା କାର୍ଯ୍ୟକ୍ରମ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ତୁରେକେଲା ବ୍ଳକ ଅନ୍ତର୍ଗତ ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ରର ଆସ ପ୍ରକୃତିକୁ ଭଲ ପାଇବା କାର୍ଯ୍ୟକ୍ରମ ଓ କ୍ଷେତ୍ର ପରିଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରକୃତି ବନ୍ଧୁ ତଥା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବିରଞ୍ଚି ନାରାୟଣ ଦାଶଙ୍କ
Read More...

ଫ୍ରେଣ୍ଡସ କ୍ଳବ ପକ୍ଷରୁ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ କଦଳିପାଲି ବରଗଡ଼ ବିଜୟୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସୁପରିଚିତ ଅନୁଷ୍ଠାନ ଫ୍ରେଣ୍ଡସ କ୍ଳବ ପକ୍ଷରୁ ଦ୍ୱିତୀୟ ରାଜ୍ୟ ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ସହର ସ୍ଥିତ ପୃଥ୍ୱୀରାଜ ହାଇସ୍କୁଲ ଖେଳ ଉଦ୍‌ଘାଟିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ଲୋଟସ ଷଢଙ୍ଗୀଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥିଭାବରେ ବଲାଙ୍ଗିର
Read More...

ମା’ ବରାହୀ ଖଣ୍ଡୁଆଳ ପୀଠରେ ବିଶ୍ଵଶାନ୍ତି ମହାଯଜ୍ଞ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ସୁଜନପୁର ଗ୍ରାମ ପଞ୍ଚାୟତ କଅଁଳପଡା ଗ୍ରାମର ଆରାଧ୍ୟ ଦେବୀ ମା' ବରାହୀ ଖଣ୍ଡୁଆଳଙ୍କ ପୀଠରେ ସୋମବାର ଦିନ ଗୋଧୂଳି ଲଗ୍ନରେ ବିଶ୍ଵଶାନ୍ତି ମହାଯଜ୍ଞର ପୂର୍ଣ୍ଣାହୁତି ହୋଇଯାଇଛି । କଅଁଳପଡା ଗ୍ରାମବାସୀଙ୍କ ସହଯୋଗରେ ଅନୁଷ୍ଠିତ
Read More...

ପାହାଡ଼ ଶୀର୍ଷକ ବିଶ୍ୱନାଥ ପୀଠରେ ବିଶ୍ୱଶାନ୍ତି ମହାଯଜ୍ଞ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକର ପ୍ରସିଦ୍ଧ ଶୈବପୀଠ ପାହାଡ଼ ଶୀର୍ଷକ ବିଶ୍ଵନାଥ ଦେବଙ୍କର ୪୩ତମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞ ମାଘମାସ ଶୁକ୍ଲପକ୍ଷ ସପ୍ତମୀ ଠାରୁ ୭ଦିନ ଧରି ଅନୁଷ୍ଠିତ ହୋଇ ଆଜି ଗୋଧୂଳି ଲଗ୍ନରେ ପୂର୍ଣ୍ଣାହୁତି ସମ୍ପନ୍ନ ହୋଇଛି ।
Read More...

ଜିଲ୍ଲାସ୍ତରୀୟ ସିନିୟର ପୁରୁଷ ଆନ୍ତଃ କ୍ଲବ କ୍ରିକେଟ ଟୁର୍ଣ୍ଣାମେଣ୍ଟର ୭ମ ମ୍ୟାଚ୍‌

ବାରିପଦା, (ଦେବସ୍ମିତ ଚୌଧୁରୀ) : ସ୍ଥାନୀୟ ବାରିପଦା ଷ୍ଟାଡିୟମ ପଡିଆରେ ଓଡିଶା କ୍ରିକେଟ ଏସୋସିଏସନ ଓ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ମିଳିତ ଆନୁକୂଲ୍ୟରେ ମୟୁରଭଞ୍ଜ ଜିଲ୍ଲାସ୍ତରୀୟ ସିନିୟର ପୁରୁଷ ଆନ୍ତଃ କ୍ଲବ କ୍ରିକେଟ ଟୁର୍ଣ୍ଣାମେଣ୍ଟର ୭ମ ମ୍ୟାଚ୍‌ରେ ରାଇରଙ୍ଗପୁର କ୍ଲବ ବିସିଏକୁ ୫
Read More...

ଗଛରେ ପିଟି ହେଲା ବସ୍ : ୧୫ ଆହତ

ଖୋର୍ଦ୍ଧା :୫୭ ନମ୍ବର ଜାତୀୟ ରାଜପଥର ବୋଲଗଡ ଗୋପବନ୍ଧୁ ଛକଠାରେ ନାରାୟଣୀ ନାମକ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ । ଗଛରେ ପିଟି ହେଲା ବସ । ଏଥିରେ ୧୫ ଜଣ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ସମସ୍ତ ଆହତଙ୍କୁ ବୋଲଗଡ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି
Read More...

ଗନ୍ଧମାର୍ଦ୍ଦନ ତୀର୍ଥକ୍ଷେତ୍ର ପରିଦର୍ଶନ ପାଇଁ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ନିମନ୍ତ୍ରଣ କଲେ ବରଗଡ ସାଂସଦ…

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ସାଂସଦ ପ୍ରଦୀପ ପୁରୋହିତ ଆଜି ପାର୍ଲାମେଣ୍ଟ ଭବନରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରି ବରଗଡ ଲୋକସଭା କ୍ଷେତ୍ର ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପୀଠକୁ ପରିଦର୍ଶନରେ ଆସିବା ପାଇଁ ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କୁ ଆମନ୍ତ୍ରଣ କରିଥିବା
Read More...

୨୬ତମ ଇଉଫୋରିଆ-୨୦୨୫ ଉଦ୍‌ଯାପିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଯୁବ ପ୍ରତିଭା ମାନଙ୍କ ମଧ୍ୟରେ ଥିବା ଅନ୍ତର୍ନିହିତ କଳାକୁ ଲୋକଲୋଚନକୁ ଆଣିବାରେ ଦି ଇଉଫୋରିଆ ଅନୁଷ୍ଠାନ ୨୬ ବର୍ଷ ଧରି ତାର ପ୍ରଚେଷ୍ଟାରେ ଲାଗି ରହିଛି । ରାଜ୍ୟସ୍ଥରୀୟ ଆନ୍ତମହାବିଦ୍ୟାଳୟ ସାଂସ୍କୃତିକ ମହୋତ୍ସବ ଇଉଫୋରିଆ-୨୦୨୫ ବିଗତ ୪ ଦିନ ଧରି ସ୍ଥାନୀୟ
Read More...

ଆସନ୍ତା ୧୪ରେ ଅନୁଷ୍ଠିତ ହେବ ଉଦାହରଣ ଟ୍ରଷ୍ଟର ତୃତୀୟ ସହୀଦ ସମ୍ମାନ ସମାରୋହ

ରାଉରକେଲା, (ସସ୍ମିତା ପ୍ରଧାନ) : ସହୀଦଙ୍କ ପ୍ରତି ସମର୍ପିତ ଥିବା ଉଦାହରଣ ଟ୍ରଷ୍ଟ ପକ୍ଷରୁ ତୃତୀୟ ସହୀଦ ସମ୍ମାନ ସମାରୋହ ଆସନ୍ତା ୧୪ତାରିଖ ଦିନ ସନ୍ଧ୍ୟା ୬ଘଟିକା ସମୟରେ ସିଭିକ ସେଣ୍ଟରଠାରେ ଅନୁଷ୍ଠିତ ହେବ ବୋଲି ହୋଟେଲ୍ ଲୀଲାଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି ।
Read More...

ଟ୍ରେନ୍‌ ବାଥରୁମ୍‌ରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ସମ୍ବଲପୁର : ନାନଦେଡ ଟ୍ରେନ୍‌ର ବାଥରୁମ୍‌ରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । ବ୍ୟକ୍ତିଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି ମୃତଦେହ ଉଦ୍ଧାର ହେବା ପରେ ସମ୍ବଲପୁର ଜିଆରପି ପକ୍ଷରୁ ତଦନ୍ତ ଆରମ୍ଭ କରାଯାଇଛି ସମ୍ୱଲପୁର ଜିଲ୍ଲାରେ ଏଭଳି ଘଟଣା ଘଟିଥିବାର ଜଣାପଡ଼ିଛି ଏନେଇ
Read More...