ଲୋଇସିଂହା ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବବଜା କ୍ଲଷ୍ଟରର କ୍ଲଷ୍ଟର ସ୍ତରୀୟ ନିପୁଣ ମେଳା
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବବଜା କ୍ଲଷ୍ଟରର କ୍ଲଷ୍ଟର ସ୍ତରୀୟ ନିପୁଣ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ସୁଶ୍ରୀ ରୀନା କୁମାରୀ!-->…
Read More...
Read More...