Yearly Archives

2025

ବଦଳିବ ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡିର ପଟ୍ଟଚିତ୍ର : ଦୁଇ ଜଣିଆ ପ୍ରତିନିଧି ଦଳର ପରିଦର୍ଶନ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ବଦଳିଯିବ ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିର ପର୍ଯ୍ୟଟନ କ୍ଷେତ୍ରର ପଟ୍ଟଚିତ୍ର । ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଓଡିଶା ପର୍ଯ୍ୟଟନ ଉନ୍ନୟନ ବିଭାଗର ୨ ଜଣିଆ
Read More...

ବନବାସୀ ଚାଷୀଙ୍କୁ ଶୋଷଣ କରୁଛନ୍ତି ବେପାରୀ : ଉପଯୁକ୍ତ ଥଇଥାନ କରିବାକୁ ଦାବି

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ପ୍ରଶାସନିକ ଅବହେଳା କାରଣରୁ କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଆଦିବାସୀ ଅଧ୍ୟୁଷିତ ବନବାସୀ ମାନେ ବେପାରୀଙ୍କ ଦ୍ୱାରା ଶୋଷଣର ଶିକାର ହେଉଛନ୍ତି । ଦୁର୍ଗମ ଅଞ୍ଚଳରୁ ସହରକୁ ବନଜାତ ଦ୍ରବ୍ୟ ବିକ୍ରି କରିବାକୁ ଆସୁଥିବା ବନବାସୀଙ୍କ ପାଇଁ
Read More...

ଖପ୍ରାଖୋଲ ପୋଲିସ ଓ ମାଓବାଦୀ ମଧ୍ୟରେ ଗୁଳି ବିନିମୟ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲରେ ପୋଲିସ ଏବଂ ମାଓବାଦୀ ମୁହାଁ ମୁହିଁ । ଭାନପୁର ଗାଁ ସ୍ଥିତ ହନୁପୁରଜଙ୍ଗଲରେଗତମଧ୍ୟରାତ୍ରିରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଜଙ୍ଗଲରେ ମାଓବାଦୀ ଲୁଚିଥିବା ଖବର ପାଇ ପୋଲିସ ଓ ଡି ଭି ଏଫ ଯବାନମାନେ
Read More...

୨୬ତମ ଇଉଫୋରିଆ-୨୫ ଉଦ୍‌ଘାଟିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଯୁବ ପ୍ରତିଭା ମାନଙ୍କ ମଧ୍ୟରେ ଥିବା ଅନ୍ତର୍ନିହିତ କଳାକୁ ଲୋକଲୋଚନକୁ ଆଣିବାରେ ଦି ଇଉଫୋରିଆ ଅନୁଷ୍ଠାନ ୨୬ ବର୍ଷ ଧରି ତାର ପ୍ରଚେଷ୍ଟାରେ ଲାଗି ରହିଛି । ରାଜ୍ୟସ୍ଥରୀୟ ଆନ୍ତମହାବିଦ୍ୟାଳୟ ସାଂସ୍କୃତିକ ମହୋତ୍ସବ ଉଫୋରିଆ-୨୦୨୫ ଆଜି ସ୍ଥାନୀୟ ଶହୀଦ ସ୍ମୃତି
Read More...

ବ୍ରାହ୍ମଣଡିହି ଉପ୍ରା ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଳ ବ୍ଲକ ଅନ୍ତର୍ଗତ ବ୍ରାହ୍ମଣଡିହି ଉପ୍ରା ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି । ପ୍ରଧାନ ଶିକ୍ଷକ ମହାଦେବ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବରେ ସରପଞ୍ଚ ବନିତା ମହାନନ୍ଦ,ସମ୍ମାନିତ
Read More...

ରାଜବୋଡାସମ୍ବର ଧନୁଯାତ୍ରା : ରଙ୍ଗସଭାର ଆୟୋଜନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ୍ ଗୋଇବାହଲିଠାରେ ହେଉଥିବା ସପ୍ତମ ରଜାବୋଡାସମ୍ବର୍ ଧନୁଯାତ୍ରା ମହୋତ୍ସବର ଷଷ୍ଠ ଦିବସରେ ଗୋପପୁର କେର୍ମେଲାବାହାଲରେ ଦିବା ୧୦ ଟାରୁ ୪ ମଧ୍ୟରେ କୃଷ୍ଣ ବଳରାମଙ୍କ ବାଲ୍ୟଲୀଳା, କାଳୀୟ ଦଳନ, ବିଶ୍ଵରୂପ ଦର୍ଶନ, ଗୋପୀଙ୍କ
Read More...

ନିୟମଗିରି ଡଙ୍ଗରିଆଙ୍କ ମେଳି : ନିୟମ ରାଜାଙ୍କ ପର୍ବ ପାଇଁ ପ୍ରସ୍ତୁତି ସମୟରେ ୩ ଡଙ୍ଗରିଆଙ୍କୁ ପୋଲିସ ଉଠାଇ ନେଇଯିବା…

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ନିୟମଗିରି ପାହାଡ଼ରେ ନିୟମଗିରି ଡ଼ଙ୍ଗରିଆ ନେତାଙ୍କ ମେଳି । ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ପାରସାଲି ପଂଚାୟତ ଲାଖପଦର ଗାଁରେ ଡଙ୍ଗରିଆଙ୍କ ମେଳି ଦେଖିବାକୁ ମିଳିଛି । ନିୟମରାଜଙ୍କ ପୂଜା ଫେବୃଆରୀ ୨୧, ୨୨ ଓ ୨୩ରେ ଥିବାବେଳେ ଏହାର
Read More...

ବେଆଇନ ପିଚୁ ପ୍ଲାଣ୍ଟକୁ ସିଲ କଲା ପ୍ରଶାସନ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଦୀର୍ଘଦିନରୁ ବେଆଇନ ଭାବେ ଚାଲିଥିବା ଏକ ପିଚୁ ପ୍ଲାଣ୍ଟକୁ ସିଲ କରିଛି ପ୍ରଶାସନ । ଏଭଳି ଏକ ଦୃଶ୍ୟ କଳାହାଣ୍ଡି ଜିଲ୍ଲା ଛତିକୁଡ଼ା ବଂଶଲ ଇନଫ୍ରା ପିଚୁ ପ୍ଲାଣ୍ଟରେ ଦେଖିବାକୁ ମିଳିଛି । ସୂଚନା ମୁତାବକ, ଛତିକୁଡ଼ା ଠାରେ ଥିବା ପିଚୁପ୍ଲାଣ୍ଟ ଦୀର୍ଘ
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣା : ଚାଳକ ମୃତ, ଚାରି ଗୁରୁତର

ପୁରୁଣାକଟକ : ମର୍ମନ୍ତୁଦ ସଡକ ଦୁର୍ଘଟଣା । ଭାରସାମ୍ୟ ହରାଇ ଗଛରେ ପିଟି ହେଲା କାର । ଘଟଣାସ୍ଥଳରେ ଚାଳକ ମୃତ, ଚାରି ଗୁରୁତର । ପୁରୁଣାକଟକ ଥାନା ଝାଡ୍ରାଜିଙ୍ଗ ଛକ ନିକଟରେ ଦୁର୍ଘଟଣା । ଗୁରୁତର ଚାରିଜଣଙ୍କୁ ପୁରୁଣାକଟକ ଚିକିତ୍ସା କେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ବେଳେ ଘଟଣା ସ୍ଥଳରେ
Read More...

ରାଉରକେଲାରେ ମହାଶିବରାତ୍ରୀ ଉପଲକ୍ଷେ ବେଦବ୍ୟାସ ପୀଠରେ ଫେବୃଆରୀ ୨୬ରୁ ମାର୍ଚ୍ଚ ୧୦ ଯାଏଁ ଚାଲିବ ମେଳା

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ ଚଳିତ ବର୍ଷ ମହାଶିବରାତ୍ରୀ ଉପଲକ୍ଷ୍ୟରେ ଆୟୋଜିତ ମେଳା ଫେବୃଆରୀ ୨୬ରେ ଆରମ୍ଭ ହୋଇ ୧୦ ମାର୍ଚ୍ଚ ପର୍ଯ୍ୟନ୍ତ ଆୟୋଜନ କରାଯିବ । ବେଦବ୍ୟାସ ଟ୍ରଷ୍ଟ ବୋର୍ଡ, ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ଏବଂ ରାଉରକେଲା ମହାନଗର ନିଗମ
Read More...