Yearly Archives

2025

ସାଲେପଡା ବିଦ୍ୟାଳୟରେ ଶିକ୍ଷଣ ସାମଗ୍ରୀ ମେଳା

କଣ୍ଟାବାଞ୍ଜି, (ପିତାମ୍ବର ଦୀପ) : ତୁରେକେଲା ବ୍ଳକ ଅନ୍ତର୍ଗତ ମାନ୍ଦଲା ଆଞ୍ଚଳିକ ସାଧନ କେନ୍ଦ୍ର ଅଧିନସ୍ଥ ସାଲେପଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମ ସହିତ ଶିକ୍ଷଣ ସାମଗ୍ରୀ ମେଳା ଅନୁଷ୍ଠିତ ହୋଇଯାଇଥିଲା । ଏହି ମେଳାକୁ ଅତିଥିଭାବରେ ବଲାଙ୍ଗିରର
Read More...

ସୁବର୍ଣ୍ଣପୁରରେ ବିକଶିତ ଗାଁ ବିକଶିତ ଓଡିଶା କାର୍ଯ୍ୟକ୍ରମ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମା ସୋନପୁର ସ୍ଥିତ ଟାଉନ ହଲ୍‌ଠାରେ ରାଜ୍ୟ ସରକାରଙ୍କ ଦ୍ଵାରା ବିକଶିତ ଗାଁ ବିକଶିତ ଓଡିଶା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି । ଗ୍ରାମଚଳର ସର୍ବାଙ୍ଗୀନ ବିକାଶ ପାଇଁ ବିଭିନ୍ନ ପ୍ରକାର ଯୋଜନା ପ୍ରସ୍ତୁତ କରି ରାଜ୍ୟ
Read More...

ରାଉରକେଲା କଲେଜର ୩୮ତମ ବାର୍ଷିକ ଉତ୍ସବ ସମ୍ପନ୍ନ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୪ ସ୍ଥିତ ରାଉରକେଲା କଲେଜ, ରାଉରକେଲା ଓ ରାଉରକେଲା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ରାଉରକେଲାର ୩୮ତମ ବାର୍ଷିକୋତ୍ସବ କଲେଜ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଅଧ୍ୟକ୍ଷ ଡ. ରବୀନ୍ଦ୍ର କୁମାର ଜେନାଙ୍କ ସଭାପତିତ୍ୱ, ଛାତ୍ର ସଂସଦର ମୁଖ୍ୟ ଉପଦେଷ୍ଟା
Read More...

ଦହମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ଉତ୍ସବ

ଭୋଗରାଇ, (ଶିବ ନାରାୟଣ ପାତ୍ର) : ଭୋଗରାଇ ବ୍ଲକ ଖରିଦପିପଳ ପଞ୍ଚାୟତ ଅଧୀନ ଦହମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଆୟୋଜିତ ସଭାକୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଆଲୋକ କୁମାର ପ୍ରଧାନ ସଭାପତିତ୍ୱ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ
Read More...

ପ୍ଲେ ଜୋନ୍ ଉଦ୍‌ଘାଟିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ ପିପିପି ହାଇସ୍କୁଲ ବରିହାପୁଖାପାଣି ଠାରେ ନୂତନ ଭାବେ ନିର୍ମିତ ପ୍ଲେ ଜୋନ୍ ଆଜି ବିଜେପୁର ବିଧାୟକ ସନତ କୁମାର ଗଡତିଆଙ୍କ କରକମଳରେ ଶୁଭ ଉଦ୍‌ଘାଟନ ହୋଇ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ସମର୍ପିତ ହୋଇଛି । ବିଦ୍ୟାଳୟର
Read More...

ପରୀକ୍ଷା ପେ ଚର୍ଚ୍ଚା ୨୦୨୫

ଫେବୃଆରୀ ୧୦ତାରିଖ ପୂର୍ବାହ୍ନ ୧୧ଟା ସମୟରେ ପରୀକ୍ଷା ପେ ଚର୍ଚ୍ଚାରେ ଦେଶବ୍ୟାପୀ ଛାତ୍ରଛାତ୍ରୀଙ୍କ ସହିତ ଦୂରଦର୍ଶନ ସମେତ ବିଭିନ୍ନ ପ୍ଲାଟଫର୍ମରେ ସିଧାସଳଖ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀପରୀକ୍ଷା ପେ ଚର୍ଚ୍ଚାରେ ସମସ୍ତ ରାଜ୍ୟ/କେନ୍ଦ୍ର ଶାସିତ ଅଞ୍ଚଳର ୩୬ଜଣ
Read More...

ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଶୁଭାରମ୍ଭ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନାରେ ବରିଷ୍ଠ ନାଗରିକମାନେ ତୀର୍ଥ ଯାତ୍ରାରେ ବାହାରିଛନ୍ତି । ସ୍ଥାନୀୟ ପର୍ଯ୍ୟଟନ ଅଫିସରେ ମଧ୍ୟାହ୍ନରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ୱର୍ଦ୍ଧନ ଦେବାସହ ସମସ୍ତଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲା
Read More...

ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଅଇଁଲାସାରୀର ପ୍ରଧାନ ଶିକ୍ଷକ ବୁଡ଼ୁ ପ୍ରଧାନଙ୍କ ଅବସର କାଳୀନ ସମ୍ବର୍ଦ୍ଧନା

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଅଇଁଲାସାରୀର ପ୍ରଧାନ ଶିକ୍ଷକ ବୁଡ଼ୁ ପ୍ରଧାନଙ୍କ ଅବସର କାଳୀନ ସଭାରେ ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀ ସୁଶ୍ରୀ ରୀନା ଜେନା ସଭାପତିତ୍ୱ କରିଥିଲେ । ମୁଖ୍ୟ ଅତିଥିଭାବେ ପୁଇଁନ୍ତଲା ବ୍ଲକ
Read More...

ଜାରିଂ କ୍ଲଷ୍ଟରସ୍ତରୀୟ ନିପୁଣ ମେଳା

ସମ୍ବର୍ଦ୍ଧିତ ହେଲେ ୧୭ ଏଫ୍‌ଏଲ୍‌ଏନ୍ ଶିକ୍ଷକ ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ବିଜେପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଗତ ଜାରିଂ କ୍ଲଷ୍ଟରସ୍ତରୀୟ ନିପୁଣ ମେଳା ଅନୁଷ୍ଠିତ ହୋଇଯାଇଛି । ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଏମ.ଗଣ୍ଡପାଲିରେ ଆୟୋଜିତ ଏହି ମେଳାକୁ
Read More...

ଆଗଲପୁର ବ୍ଲକରେ ବିକଶିତ ଗାଁ ବିକଶିତ ଓଡିଶା ଯୋଜନାର ଶୁଭାରମ୍ଭ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ (ଡୁଡୁକା) କାର୍ୟ୍ୟାଳୟ ପରିସରରେ ବିକଶିତ ଗାଁ ବିକଶିତ ଓଡିଶା କାର୍ୟ୍ୟକ୍ରମର ସିଧା ପ୍ରସାରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଗୀତାଞ୍ଜଳି ଦାଶ
Read More...