Yearly Archives

2025

ଅଷ୍ଟମ ବାଟାଲିୟନ ପକ୍ଷରୁ ବେଳାଭୂମି ସ୍ଵଚ୍ଛତା କାର୍ଯ୍ୟକ୍ରମ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଅଲିଭ ରିଡଲେ ସାମୁଦ୍ରିକ କଇଁଚଙ୍କ ସୁରକ୍ଷିତ ଗଣ ଅଣ୍ଡାଦାନକୁ ଦୃଷ୍ଟିରେ ରଖି ଶନିବାର ଛତ୍ରପୁର ଓ ଏସ୍‌ଏପି ଅଷ୍ଟମ ବାଟାଲିୟନ ପକ୍ଷରୁ ବେଳାଭୂମି ସ୍ଵଚ୍ଛତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଶତାଧିକ ହାବିଳଦାର ଓ ସିପାହୀ ଗଞ୍ଜାମ ବ୍ଲକ ଅନ୍ତର୍ଗତ
Read More...

ଅବସର ଓ ଦାୟିତ୍ୱ ଗ୍ରହଣ କାଳୀନ ସଭା

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ଖଣ୍ଡଦେଉଳି ଶହୀଦ ଭଗତ ସିଂ ଉଚ୍ଚ ମଧ୍ୟାମିକ ବିଦ୍ୟାଳୟରେ ନୂତନ ଅଧ୍ୟକ୍ଷ ଭାବେ ସରୋଜ ଦାଶ ଦାୟିତ୍ୱ ଗ୍ରହଣ କରିଥିଲେ । ଶିକ୍ଷାନୁଷ୍ଠାନ ପକ୍ଷରୁ ତାଙ୍କୁ ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ପ୍ରଦାନ ପୂର୍ବକ ସମୋର୍ଦ୍ଧିତ କରାଯାଇଥିଲା ।
Read More...

ଗଞ୍ଜାମ ବ୍ଲକସ୍ତରୀୟ ଜନ ଶୁଣାଣୀ କାର୍ଯ୍ୟକ୍ରମ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକରେ ଶନିବାର ଦିନ ଏନ୍‌ଜିଏନ୍‌ଆର୍‌ଜିଏସ୍‌ ବ୍ଲକସ୍ତରୀୟ ସାମାଜିକ ଜନ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏବିଡ଼ି ଓ ଭାବାନୀ ଶଙ୍କର ପ୍ରଧାନଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ସଭାରେ ଉପ ଜିଲ୍ଲାପାଳ ଶିବାଶିଷ ବରାଳ, ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା
Read More...

ଓଏସ୍‌ସିଆଇଟି ଶିକ୍ଷା କ୍ଷେତ୍ରରେ ଗଞ୍ଜାମ ରାଜ୍ୟରେ ୨ୟ ସ୍ଥାନରେ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ରାଜ୍ୟରେ ଆନ୍ତର୍ଜାତିକ ସ୍ତରର କମ୍ପ୍ୟୁଟର ପାଠ୍ୟକ୍ରମ ପ୍ରଦାନ କରି ଉଚ୍ଚକୋଟୀର ମାନବ ସମ୍ବଳ ବିକାଶ କରୁଥିବା ଓକେସିଏଲ୍‌ର ପାଠ୍ୟକ୍ରମ ପ୍ରଦାନ କ୍ଷେତ୍ରରେ ଗଞ୍ଜାମ ଜିଲ୍ଲା ରାଜ୍ୟରେ ଦ୍ୱିତୀୟ ସ୍ଥାନ ଅଧିକାର କରିଛି । ବୁଧବାର ଦିନ ଭୁବନେଶ୍ୱରର
Read More...

ଏଟିଏମ୍ ଟଙ୍କା ଜମାକାରୀ ସାଜିଥିଲେ ଲୁଟେରା

୫ ଅଭିଯୁକ୍ତ ଗିରଫ, ୭ ଲକ୍ଷ ୮୦ ହଜାର ଟଙ୍କା ଜବତ କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲାର ବିଭିନ୍ନ ଏଟିଏମ୍‌ରେ ଟଙ୍କା ଜମା କରିବା ସମୟରେ ୧୦ ଲକ୍ଷ ଟଙ୍କା ଚୋରି କରି ୫ ଜଣ ଅଭିଯୁକ୍ତ କୋର୍ଟ ଚାଲାଣ ହେବା ଘଟଣା ଜିଲ୍ଲାରେ ଚର୍ଚ୍ଚାର ବିଷୟ ପାଲଟିଛି । ଜିଲ୍ଲାର
Read More...

ଅଗ୍ନିଶମ ବିଭାଗର ନିର୍ମାଣଧିନ କୋଠାରୁ ପଡ଼ି ରାଜମିସ୍ତ୍ରୀ ଗୁରୁତର :
ବିଭାଗୀୟ ଯନ୍ତ୍ରୀ ପାଖରେ ଖବର ନାହିଁ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଅଗ୍ନିଶମ ବିଭାଗ କାର୍ଯ୍ୟାଳୟ ପରିସରରେ କର୍ମଚାରୀ ମାନଙ୍କ ପାଇଁ ପୋଲିସ ହାଉସିଂ ବୋର୍ଡ ତରଫରୁ ଚାରି ମହଲା ବିଶିଷ୍ଟ କୋଠା ନିର୍ମାଣ ଚାଲିଛି । ହେଲେ ବିଭାଗୀୟ ଯନ୍ତ୍ରୀଙ୍କ ଉପଯୁକ୍ତ ତଦାରଖ ଅଭାବରୁ ଶ୍ରମିକ ମାନେ ବିପଦ
Read More...

ବାଇକ ଧକ୍କାରେ ମହିଳା ମୃତ : ଅଭିଯୁକ୍ତ ଚାଳକ କୋର୍ଟ ଚାଲାଣ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଥାନା ଅନ୍ତର୍ଗତ ଖପ୍ରାଖୋଲରୁ ଲାଠୋର ରାସ୍ତାରେ ଥିବା ଘୁନଶର ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ସୂଚନା ଅନୁଯାୟୀ ନୂଆପଡା ଜିଲ୍ଲା କୋମନା ଥାନା ଅନ୍ତର୍ଗତ
Read More...

ସହିଦ ସୁମନ୍ତ ପଧାନଙ୍କ ପିତୃ ବିୟୋଗ

ଆଗଲପୁର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ୍‌ ଅନ୍ତର୍ଗତ କୁଟାସିଂହା ଗ୍ରାମ ପଞ୍ଚାୟତ ଅଧିନସ୍ଥ ତେନ୍ତୁଲି ଗାଁର ମୂୂଳ ବାସିନ୍ଦା ସତ୍ୟନାରାୟଣ ପଧାନ (୬୦)ଙ୍କ ଆକସ୍ମିକ ମୃତ୍ୟୁ ହୋଇଯାଇଛି । ଖବର ପ୍ରସାରିତ ହେବା ପରେ ବଲାଙ୍ଗିର ଜିଲ୍ଲା ପୂର୍ବତନ ସୈନିକ ସଂଘର ସଂପାଦକ
Read More...

ଆଗଲପୁର ବ୍ଲକ ସ୍ତରୀୟ ପରାମର୍ଶ ଶିବିର ଅନୁଷ୍ଠିତ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ସ୍ତରୀୟ ପରାମର୍ଶ ଶିବିର ଅନୁଷ୍ଠିତ ହୋଇଯାଇଛି । ବ୍ଲକ ମିଶନଶକ୍ତି ଭବନଠାରେ ଆୟୋଜିତ ଶିବିରରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଗୀତାଞ୍ଜଞ୍ଚଳି ଦାଶ ଯୋଗ ଦେଇଥିବା ବେଳେ ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ
Read More...

ଉଡାର ୟୁପି ସ୍କୁଲରେ ବାର୍ଷିକ କ୍ରୀଡା ଓ ବାର୍ଷିକ ଉତ୍ସବ ଉଦ୍‌ଯାପିତ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଅନ୍ତର୍ଗତ ଉଡାର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଓ ବାର୍ଷିକ ଉତ୍ସବ ଗତ ୩୦ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ପ୍ରଧାନ ଶିକ୍ଷକ ବିଶ୍ଵାମିତ୍ର ନାଗଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ
Read More...