Yearly Archives

2025

ଆଦର୍ଶ ପାଠାଗାରର ରାଉରକେଲା ୩୦ତମ ପୁସ୍ତକ ମେଳା ଉଦ୍‌ଘାଟିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଆଦର୍ଶ ପାଠାଗାର ଆୟୋଜିତ ୩୦ତମ ରାଉରକେଲା ପୁସ୍ତକମେଳା ସ୍ଥାନୀୟ ଭଞ୍ଜଭବନ ଠାରେ ଉଦ୍‌ଘାଟିତ ହୋଇଯାଇଛି । ପାଠାଗାରର କାର୍ଯ୍ୟକାରୀ ସଭାପତି ରାଧାକାନ୍ତ ମିଶ୍ରଙ୍କ ସଭାପତିତ୍ୱରେ ଓ ଅଶୋକ ବଳଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିପିୟୁଟିର
Read More...

ଦାମୋଦର ଉଚ୍ଚ ବିଦ୍ୟାପୀଠର ବାର୍ଷିକ କ୍ରୀଡା ଓ ପୁରସ୍କାର ବିତରଣ ଉତ୍ସବ

ଜଟଣୀ, (ଦିଲ୍ଲୀପ କୁମାର ଧାଉଡିଆ) : ଦାମୋଦର ଉଚ୍ଚ ବିଦ୍ୟାପୀଠ ବୁଢଙ୍ଗରା, ଜୋରକଣୀର ବାର୍ଷିକ କ୍ରୀଡା ଓ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାପୀଠର ପ୍ରଧାନ ଶିକ୍ଷକ ସାରଥୀ ସୁବୁଦ୍ଧିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବାର୍ଷିକ କ୍ରୀଡା ଉତ୍ସବରେ ମୁଖ୍ୟଅତିଥି ଭାବେ
Read More...

ମହାମାୟା ପବ୍ଲିକ ସ୍କୁଲରେ ବିଜ୍ଞାନ ମେଳା

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ମହାମାୟା ପବ୍ଲିକ ସ୍କୁଲ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଯେଉଁଥିରେ ୟୁ-କେଜିରୁ ନବମ ଶ୍ରେଣୀର ଛାତ୍ରଛାତ୍ରୀମାନେ ବିଭିନ୍ନ ପ୍ରକାରର ବିଜ୍ଞାନ ପ୍ରକଳ୍ପ ମାଧ୍ୟମରେ ସାଂପ୍ରତିକ ପରିସ୍ଥିତିକୁ କିପରି ଭାବରେ
Read More...

ଫୁଲକିମୁଣ୍ଡା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ପୁରାତନ ଛାତ୍ରଛାତ୍ରୀଙ୍କ ସମ୍ମିଳନୀ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଖପ୍ରାଖୋଲ ବ୍ଲକ ଫୁଲକିମୁଣ୍ଡା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପରିସରରେ ଆଲୁମିନି, ପୁରାତନ ଛାତ୍ରଛାତ୍ରୀଙ୍କୁ ନେଇ ଏକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଗୋପାଲ ଚନ୍ଦ୍ର ବେହେରାଙ୍କ ସଭାପତିତ୍ୱରେ ଆୟୋଜିତ ଏହି ସମ୍ମିଳନୀରେ ମୁଖ୍ୟ
Read More...

ମୁରିବାହାଲରେ ଜିଲ୍ଲାସ୍ତରୀୟ ଫୁଟବଲ୍ ପ୍ରତିଯୋଗିତା ଉଦ୍‌ଘାଟିତ

ପ୍ରଥମ ମ୍ୟାଚରେ ଘୁଷୁରାମୁଣ୍ଡା ବିଜୟୀ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପଞ୍ଚାୟତି ହାଇସ୍କୁଲ ଖେଳପଡିଆରେ ୟୁଥ୍ ଏଣ୍ଡ ସ୍ପୋର୍ଟିଙ୍ଗ କ୍ଲବ୍ ଆନୁକୂଲ୍ୟରେ ଶନିବାର ୧୧ତମ ଜିଲ୍ଲାସ୍ତରୀୟ ଫୁଟବଲ୍ ପ୍ରତିଯୋଗିତା ଉଦ୍‌ଘାଟିତ
Read More...

ପ୍ରଧାନଶିକ୍ଷକ ବିରାଜ ମହାନ୍ତିଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ହଳଦୀ ପଞ୍ଚାୟତ କର୍ଲାପିଟା ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ବିରାଜ କୁମାର ମହାନ୍ତି ଶୁକ୍ରବାର ଅବସର ଗ୍ରହଣ କରିଛନ୍ତି । ଏହି ଅବସରରେ ସ୍କୁଲରେ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ
Read More...

ସୁନାବେଡ଼ା ହାଲ ଟାଉନସିପରେ ପ୍ରାଇଭେଟ୍ ସିକ୍ୟୁରିଟି ଗାର୍ଡଙ୍କ ଧର୍ମଘଟ : ସମାନ କାମକୁ ସମାନ ଦରମା ଦାବି

କୋରାପୁଟ, (ସୁନାମ ହନ୍ତାଳ) : ପ୍ରାଇଭେଟ୍ ସିକ୍ୟୁରିଟି ଗାର୍ଡଙ୍କ ଧର୍ମଘଟ । ସମାନ କାମକୁ ସମାନ ଦରମା ଦାବି । ସୁନାବେଡ଼ା ହାଲରେ କାର୍ଯ୍ୟରତ ପ୍ରାଇଭେଟ୍ ସିକ୍ୟୁରିଟି କର୍ମଚାରୀ ସଂଘ ଆନ୍ଦୋଳନରେ ଓହ୍ଲାଇବା ସହ ଆଜି ଠାରୁ କାର୍ଯ୍ୟବନ୍ଦ କରିଛନ୍ତି । ସୁନାବେଡ଼ା ହାଲ ଟାଉନସିପ ସିକ୍ୟୁରିଟି
Read More...

ଧର୍ମଗଡ଼ ମଦଭାଟି ଡକାୟତି ଘଟଣା : କଳାହାଣ୍ଡି ପୁଲିସକୁ ବଡ ସଫଳତା

ଧରାପଡିଲେ ଆନ୍ତଃ ରାଜ୍ୟ ଡାକାୟତ ଦଳ ସହ ନଗଦ ୩ କୋଟି ୫୧ ଲକ୍ଷ ଟଙ୍କା ଜବତ କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା ପୋଲିସ ଏକ ଆନ୍ତଃରାଜ୍ୟ ଡକାୟତି ଗ୍ୟାଙ୍ଗକୁ ଗିରଫ କରିବାରେ ସଫଳ ହୋଇଛି । ଧର୍ମଗଡ଼ ଥାନା ପୋଲିସ ଏକ ବଡ ଧରଣର ଡକାୟତି ଘଟଣାରେ ସମ୍ପୃକ୍ତ ୮ ଜଣ
Read More...

ସଂକର୍ଷଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ

ପିୟୁଷ, ବିକାଶ ଓ ବର୍ଷା ଚାମ୍ପିୟନ ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ବିଜେପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଗତ ସ୍ଥାନୀୟ ସଂକର୍ଷଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ଦୁଇ ଦିନ ଧରି ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ସମଲେଶ୍ଵରୀ ମନ୍ଦିରରେ
Read More...

ବରଗାଁ ରାସ୍ତାରେ ଲୁଟେରାଗ୍ୟାଙ୍ଗର ଉତ୍ପାତ : ପୁଇଁତଳାଥାନାରେ ଲୁଟେରାଗ୍ୟାଙ୍ଗ ନାଁରେ ହତ୍ୟା ଅଭିଯୋଗ

ବଲାଙ୍ଗିର : ବଲାଙ୍ଗିର ଜିଲ୍ଲା ପୁଇଁତଳାଥାନା ଅଞ୍ଚଳରେ ଏକ ଲୁଟେରାଗ୍ୟାଙ୍ଗର ଉତ୍ପାତ ଦେଖିବାକୁ ମଳିଥିବା ବେଳେ ପୁଇଁତଳାଥାନରେ ଲୁଟେରାଗ୍ୟାଙ୍ଗର ବିରୋଧରେ ହତ୍ୟା ଅଭିଯୋଗ ମଧ୍ୟ ହୋଇଥିବା ନେଇ ଥାନା ପକ୍ଷରୁ ଜଣାପଡ଼ିଛି । ସାତମାଇଲ ଛକରୁ ବରଗାଁ ଦେଇ ସୋନପୁର ଜିଲ୍ଲାର ମେଣ୍ଡାଅଞ୍ଚଳକୁ
Read More...