Yearly Archives

2025

ଆତ୍ମରକ୍ଷା ତାଲିମ ଶିବିର ଉଦ୍‌ଯାପନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଗୋପୀନାଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସାହାଜବାହାଲ ଛାତ୍ରୀମାନଙ୍କ ଆତ୍ମରକ୍ଷା ତାଲିମ ପ୍ରକ୍ରିୟାର ଉଦ୍‌ଯାପନୀ ଉତ୍ସବ ଅଧ୍ୟକ୍ଷ ପ୍ରେମାଧର ମହାକୁରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଜଗନ୍ନାଥ ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟାପକ
Read More...

ଢୁଲୁସର ବିନୋଦ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟର ଚତୁର୍ଥ ଦିବସରେ କାଲସାଏପାଲି ବିଜୟୀ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ବ୍ଲକ ସ୍ଥିତ ଢୁଲୁସର ଖେଳ ପଡିଆରେ ଜବାହାରଲାଲ ଫୁଟବଲ ଏସୋସିଏସନ ତରଫରୁ ଅନୁଷ୍ଠିତ ବିନୋଦ ସ୍ମାରକୀ ଫୁଟବଲ ଚତୁର୍ଥ ଦିବସର ଖେଳ ଅନୁଷ୍ଠିତ ହୋଇଯାଇଛି । ଜେକେୱାଇଏସ୍‌ କାଲସାଏପାଲି ବନାମ ଫୌଜି କ୍ଲବ ଲୁଚକିବନ୍ଧ ଖେଳ ୧-୧ ଗୋଲରେ ଡ୍ର ରହିଥିଲା ।
Read More...

ସଂଗ୍ରାମୀ ନେତା ରାହାସ ବିହାରୀ ସାହୁଙ୍କ ପିତୃ ବିୟୋଗ

ଅଞ୍ଚଳରେ ଶୋକ ଛାୟା ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବ୍ଲକ ପଲସାପାଲି ଗ୍ରାମ ପଞ୍ଚାୟତ ସମାରପାଲି ଗ୍ରାମର ଜଣେ ଜଣାଶୁଣା ପରିଚିତ ବ୍ୟକ୍ତି ତଥା ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦର ପୂର୍ବତନ ଆବାହକ ତଥା ସଂଗ୍ରାମୀ ନେତା ରାହାସ ବିହାରୀ ସାହୁଙ୍କ ପିତା ରାମଚନ୍ଦ୍ର
Read More...

ମାର୍ଚ୍ଚ ୧୨ରେ ହେବ ଆଦିବାସୀ ମହାମେଳି

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ବଲାଙ୍ଗିରର ସ୍ଥାନୀୟ ଇଚ୍ଛାପଡା ଶବରୀନାରାୟଣ କଲ୍ୟାଣ ମଣ୍ଡପ ଠାରେ ଏକ ଜରୁରୀ କାଳିନ ବୈଠକ ସତ୍ୟନାରାୟଣ ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ପୁରୁଷୋତ୍ତମ ଧରୁଆ ସାଧାରଣ ସଂପାଦକ, ଶରତ ସିଂ ଭୋଇ
Read More...

ସାମ୍ବାଦିକ ଦିଲ୍ଲୀପ ଧାଉଡ଼ିଆଙ୍କୁ ଶ୍ରୀକ୍ଷେତ୍ର ପ୍ରତିଭା ରତ୍ନ ସମ୍ମାନ

ପୁରୀ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ହାପି ମୋମେଣ୍ଟସ ଇଣ୍ଡିଆ ପକ୍ଷରୁ ଶ୍ରୀକ୍ଷେତ୍ର ପ୍ରତିଭା ସମ୍ମାନ ସମାରୋହ ଜିଲ୍ଲା ସଂସ୍କୃତି ଭବନ, ପୁରୀ ଠାରେ ସୋମବାର ପୂର୍ବାହ୍ନ ୧୦ଟାରେ ଏକ ବର୍ଣ୍ଣାଢ଼୍ୟ ଉତ୍ସବ ମହାସମାରୋହ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମଞ୍ଚାସୀନ ଅତିଥି ବୃନ୍ଦ ଜିଲ୍ଲା
Read More...

ଜାତୀୟସ୍ତରରେ ଚମକି ଥିବା ଓଡିଆ ଝିଅ ପାୟଲ ନାଗଙ୍କୁ ରୋଟାରୀ କ୍ଲବ ଅଫ୍‌ ଇଲାଇଟ୍‌ ପକ୍ଷରୁ ସମ୍ବର୍ଦ୍ଧନା

ବଲାଙ୍ଗିର : ଜାତୀୟ ପାରା ଆର୍ଚେରୀ ନ୍ୟାସନାଲ ଚମ୍ପିୟାନସିପରେ ଚମକିଥିବା ପାୟଲ ନାଗଙ୍କୁ ଆଜି ସ୍ଥାନୀୟ ସାମ୍ବାଦିକ ଭବନ ଠାରେ ରୋଟାରୀ କ୍ଲବ ଅଫ୍‌ ଇଲାଇଟ୍‌ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ରୋଟାରୀ କ୍ଲବ ଅଫ୍‌ ଇଲାଇଟ୍‌ ପକ୍ଷରୁ ଆୟାଜିତ ଏହି ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବରେ
Read More...

ଆତ୍ମ ସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପୁଇଁତଲା ବ୍ଲକ ଅଧିନସ୍ଥ ଯୁଧିଷ୍ଠିର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ ମିଶ୍ର ଯୋଗ ଦେଇଥିଲେ ଓ ମୁଖ୍ୟବକ୍ତା ଭାବେ ଛତାମଖନା ଉତ୍କଳ ଗ୍ରାମୀଣ
Read More...

ପାୟଲର ୩୭ତମ ବାର୍ଷିକୋତ୍ସବ ଆସନ୍ତା ଫେବୃଆରୀ ୧ରେ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅନ୍ୟତମ ନୃତ୍ୟ ଓ କଳାନୁଷ୍ଠାନ ପାୟଲର ୩୭ତମ ବାର୍ଷିକୋତ୍ସବ ରିଦିମ୍ ୨୦୨୫ ଆସନ୍ତା ଫେବୃଆରୀ ମାସ ୧ ତାରିଖ ଦିନ ସ୍ଥାନୀୟ ସିଭିକ ସେଣ୍ଟର୍ ଠାରେ ଅନୁଷ୍ଠିତ ହେବ ବୋଲି ପାୟଲ କାର୍ଯ୍ୟାଳୟ ଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି ।
Read More...

ଇସ୍ପାତ କଳା ପରିଷଦର ୪୭ତମ ବାର୍ଷିକୋତ୍ସବ ଆସନ୍ତା ଫେବୃଆରୀ ୬ ଓ ୭ରେ

ରାଉରକେଲା, (ସସ୍ମିତା ପ୍ରଧାନ) : ଇସ୍ପାତ କଳା ପରିଷଦର ୪୭ତମ ବାର୍ଷିକୋତ୍ସବ ଓ ସର୍ବ ଭାରତୀୟ ନୃତ୍ୟତ୍ସୋବ ଆସନ୍ତା ଫେବୃଆରୀ ମାସ ୬ ଓ ୭ ତାରିଖ ଦିନ ସ୍ଥାନୀୟ ସିଭିକ ସେଣ୍ଟର୍ ଠାରେ ଅନୁଷ୍ଠିତ ହେବ ବୋଲି ପରିଷଦ କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି ।
Read More...

ଆଦର୍ଶ ପାଠାଗାରର ୩୦ତମ ପୁସ୍ତକ ମେଳା ଆସନ୍ତା ଫେବୃୟାରୀ ୧ରୁ ୧୦

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ପୁରାତନ ସାହିତ୍ୟ ଅନୁଷ୍ଠାନ ଆଦର୍ଶ ପାଠାଗାରର ୩୦ତମ ପୁସ୍ତକ ମେଳା ଆସନ୍ତା ଫେବୃଆରୀ ମାସ ୧ ତାରିଖରୁ ୧୦ ତାରିଖ ପର୍ଯ୍ୟନ୍ତ ଭଞ୍ଜଭବନ ପରିସରରେ ଅନୁଷ୍ଠିତ ହେବ ବୋଲି ପାଠାଗାର ଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି । ପାଠାଗାରର
Read More...