Yearly Archives

2025

ଗୌରହରି ସମ୍ମାନରେ ସମ୍ମାନିତ ହେଲେ ଶିକ୍ଷୟିତ୍ରୀ

ସଇଁତଲା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସଇଁତଲା ସ୍ଥିତ ରମେଶ ସିଂ ଭୋଇ ମିନି ଷ୍ଟାଡିୟମ ପରିସରରେ ବ୍ଲକସ୍ତରୀୟ ୭୬ତମ ସାଧାରଣତନ୍ତ୍ର ଦିବସ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ସଇଁତଲା ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିନୟ କୁମାର ଭୋଇ ଯୋଗଦାନ କରି ଅଭିବାଦନ ଗ୍ରହଣ
Read More...

ହ୍ୟାଟ୍ରିକ ପଦକ ବିଜେତାଙ୍କୁ ସମ୍ବର୍ଦ୍ଧିତ କଲେ ସାଂସଦ ପ୍ରଦୀପ ପୁରୋହିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଚଳିତ ଜାନୁୟାରୀ ୨୦ରୁ ୨୪ ତାରିଖ ପର୍ଯ୍ୟନ୍ତ ଥାଇଲାଣ୍ଡ ଦେଶର ରାଜଧାନୀ ବ୍ୟାଙ୍କକକ୍ ଠାରେ ଆୟୋଜିତ ହୋଇଥିବା ପଞ୍ଚମ ଥାଇଲାଣ୍ଡ ଆନ୍ତର୍ଜାତିକ ମାଷ୍ଟର ଓପନ୍ ଗେମ୍‌ରେ ସନ୍ତୋଷ କୁମାର ପଧାନ ନିଜର ବ୍ୟକ୍ତିଗତ ଇଭେଣ୍ଟ ଶହେ ମିଟର ବାଧାଦୌଡ଼ରେ ସ୍ଵର୍ଣ୍ଣ,
Read More...

ରାଧାମୋହନ ଦେବ ଉଚ୍ଚ ବିଦ୍ୟାପୀଠର ବାର୍ଷିକ କ୍ରୀଡା ଉତ୍ସବ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ରାଧାମୋହନ ଦେବ ଉଚ୍ଚ ବିଦ୍ୟାପୀଠ ଗଙ୍ଗପୁରପାଟଣା, ଘୋରଡ଼ିଆର ବାର୍ଷିକ କ୍ରୀଡା ଓ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ୭୬ତମ ସାଧାରଣତନ୍ତ୍ର ଦିବସ ଅବସରରେ ବିଦ୍ୟାପୀଠର ପ୍ରଧାନ ଶିକ୍ଷକ ସଞ୍ଜୟ
Read More...

ସ୍ପର୍ଶ କୁଷ୍ଠ ରୋଗ ସଚେତନତା ଅଭିଯାନର ଜିଲ୍ଲା ସ୍ତରୀୟ ସମନ୍ଵୟ କମିଟିର ବୈଠକ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ସ୍ପର୍ଶ କୁଷ୍ଠ ରୋଗ ସଚେତନତା ଅଭିଯାନ ୨୦୨୫ର ଜିଲ୍ଲା ସ୍ତରୀୟ ସମନ୍ଵୟ କମିଟିର ବୈଠକ ଅତିରିକ୍ତ ଜିଲ୍ଲାପାଳ ଡ. ବିଜୟାନନ୍ଦ ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲ୍ଲା ମୁଖ୍ୟ
Read More...

ଇଥାନଲ ମିଶ୍ରିତ ପେଟ୍ରୋଲ (ଇବିପି) କାର୍ଯ୍ୟକ୍ରମ ଅଧୀନରେ ରାଷ୍ଟ୍ରାୟତ୍ତ ତୈଳ ବିପଣନ କମ୍ପାନୀ (ଓଏମ୍‌ସି) ଦ୍ୱାରା…

● ଇଥାନଲ ଯୋଗାଣ ବର୍ଷ (ଇଏସ୍‌ୱାଇ) ୨୦୨୪-୨୫ ପାଇଁ ରାଷ୍ଟ୍ରାୟତ୍ତ ଓଏମ୍‌ସିଗୁଡ଼ିକୁ ଯୋଗାଣ ନିମନ୍ତେ ଇଥାନଲ ମୂଲ୍ୟ ସଂଶୋଧନ ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି (ସିସିଇଏ) ଭାରତ
Read More...

ଯୁଗଜନ୍ମା ଗୁରୁ ବିବେକାନନ୍ଦଙ୍କ ଉପରେ ଆଲୋଚନା ଚକ୍ର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଯୁଗଜନ୍ମା ଗୁରୁ ବିବେକାନନ୍ଦଙ୍କ ଉପରେ ଏକ ଆଲୋଚନା ଚକ୍ର ହୋଇଥିଲା । ଏହି ସଭାରେ ଅଖିଳ ଭାରତୀୟ ସାହିତ୍ୟ ପରିଷଦ ସଭାପତି ଡ. ଭବାନୀ ଶଙ୍କର ପଟେଲ ସଭାପତିତ୍ୱ କରିଥିଲେ । ମୁଖ୍ୟ ଅତିଥି ଭାବରେ ସ୍ୱାମୀ ପରମାନନ୍ଦ ସରସ୍ୱତୀ, ମୁଖ୍ୟବକ୍ତା ଭାବରେ ପ୍ରବଚକ
Read More...

ମହାକୁମ୍ଭ ୨୦୨୫ : ସରକାରଙ୍କ କାର୍ଯ୍ୟକ୍ରମଗୁଡ଼ିକ କେମିତି ‘ବିବିଧତା ମଧ୍ୟରେ ଏକତା’ର ବାର୍ତ୍ତା ପ୍ରଦାନ କରୁଛନ୍ତି,…

ଉଦ୍ୟୋଗୀକରଣ ନେଇ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା ସଂପର୍କରେ ମଧ୍ୟ ସୂଚନା ପ୍ରଦାନ କରୁଛି ଏହି ଡିଜିଟାଲ ପ୍ରଦର୍ଶନୀ ନୂଆଦିଲ୍ଲୀ, (ପିଆଇବି) : ଭାରତ ସରକାରଙ୍କ ବିଭିନ୍ନ ଯୋଜନା କେମିତି ବିବିଧତା ମଧ୍ୟରେ ଏକତାର ବାର୍ତ୍ତା ପ୍ରଦାନ କରୁଛି, ତାହା ଦର୍ଶାଉଛି ହାକୁମ୍ଭ ୨୦୨୫ର
Read More...

ମହାକୁମ୍ଭ ୨୦୨୫ : ମୌନି ଅମାବାସ୍ୟାରେ ଶ୍ରଦ୍ଧାଳୁଙ୍କ ସୁରକ୍ଷା ପାଇଁ ୧୦୦୦ରୁ ଅଧିକ ମେଡିକାଲ କର୍ମଚାରୀ ନିୟୋଜିତ;…

କ୍ଷୁଦ୍ର ଅସ୍ତ୍ରୋପଚାରଠାରୁ ଆରମ୍ଭ କରି ସବୁ କ୍ଷେତ୍ରରେ ହେଉଥିବା ବଡ଼ ଅସ୍ତ୍ରୋପଚାର ପାଇଁ ହାଇଟେକ୍ ବ୍ୟବସ୍ଥା; ମହାକୁମ୍ଭ ନଗରରେ ୨.୫ ଲକ୍ଷରୁ ଅଧିକ ପାଥୋଲୋଜି ପରୀକ୍ଷା ହୋଇଥିବା ବେଳେ ୨ ଲକ୍ଷରୁ ଅଧିକ ରୋଗୀ ଓପିଡି ସେବା ପାଇସାରିଛନ୍ତି ନୂଆଦିଲ୍ଲୀ, (ପିଆଇବି) : ମୌନି ଅମାବାସ୍ୟା
Read More...

ମୌନି ଅମାବାସ୍ୟା ସମୟରେ ଆବଶ୍ୟକତା ପୂରଣ କରିବା ପାଇଁ ଭାରତୀୟ ରେଳବାଇ ପ୍ରୟାଗରାଜ ଷ୍ଟେସନରୁ ୧୯୦ଟି ସ୍ୱତନ୍ତ୍ର…

ମହାକୁମ୍ଭ ୨୦୨୫ରେ ଭାରତୀୟ ରେଳବାଇ ବୟସ୍କଙ୍କ ଯତ୍ନ, ଭିଡ଼ ପରିଚାଳନା ଏବଂ ତୀର୍ଥଯାତ୍ରୀଙ୍କ ପାଇଁ ଆରାମଦାୟକ ସ୍ଥାନର ବ୍ୟବସ୍ଥା କରିଛି ନୂଆଦିଲ୍ଲୀ, (ପିଆଇବି) : ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭ ମେଳାରେ ଯୋଗ ଦେଉଥିବା ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ପାଇଁ ସୁରୁଖୁରୁରେ ଏବଂ
Read More...

ମହାକୁମ୍ଭ ପାଇଁ ପ୍ରୟାଗରାଜ ବିମାନବନ୍ଦର ମୁଖ୍ୟ ପ୍ରବେଶ ପଥରେ ପରିଣତ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମ ମୋହନ ନାଇଡୁଙ୍କ ନେତୃତ୍ୱରେ ପ୍ରୟାଗରାଜ ବିମାନବନ୍ଦର ସଂସ୍କୃତି ଓ ଭକ୍ତିର ସହର ତଥା ମହାକୁମ୍ଭ ମହୋତ୍ସବକୁ ଆସିବା ପାଇଁ ଏକ ପ୍ରମୁଖ ପ୍ରବେଶ ପଥରେ ପରିଣତ ହୋଇପାରିଛି । ୧୩ ଜାନୁୟାରୀରୁ
Read More...