Yearly Archives

2025

ଝରନିପାଲି ଗ୍ରାମ ପଞ୍ଚାୟତ ସ୍ତରରେ ସ୍ଵତନ୍ତ୍ର ଗ୍ରାମ ସଭା ଅନୁଷ୍ଠତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଗଲପୁର ବ୍ଲକ୍ ଅନ୍ତର୍ଗତ ଝରନିପାଲି ଗ୍ରାମ ପଞ୍ଚାୟତଠାରେ ସ୍ଵତନ୍ତ୍ର ଗ୍ରାମ ସଭା ସରପଞ୍ଚ ଶ୍ରୀମତୀ ସୁନୀତା ସାହୁଙ୍କ ଅଧ୍ୟକ୍ଷତାରେ ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି । ଏହି ଗ୍ରାମ ପଞ୍ଚାୟତର ନିର୍ବାହୀ ଅଧିକାରୀ ରଶ୍ମି ରଞ୍ଜନ ପଧାନ ସମସ୍ତଙ୍କୁ ସ୍ୱାଗତ
Read More...

ଆତ୍ମ ସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ

'ନାରୀ ସୁରକ୍ଷା ପାଇଁ ସଚେତନ ହେବା ଜରୁରୀ' ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁତଳା ବ୍ଲକ ଅନ୍ତର୍ଗତ ବିଲେଇସର୍ଡା ରାଧାଶ୍ୟାମ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ରାଣୀ ଲକ୍ଷ୍ମୀବାଈ ମହିଳା ଆତ୍ମ ସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି । ଅଧ୍ୟକ୍ଷ ପୁରୁଷୋତ୍ତମ ଭଞ୍ଜଙ୍କ
Read More...

୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ

ମୁନିଗୁଡା, (ରମାକାନ୍ତ ପଡ଼ାଲ) : ରାୟଗଡ଼ା ଜିଲ୍ଲା ମୁନିଗୁଡା ବ୍ଲକ ଅଞ୍ଚଳରେ ବିଭିନ୍ନ ସରକାରୀ ବେସରକାରୀ ଅନୁଷ୍ଠାନ ମାନଙ୍କରେ ୭୬ତମ ସାଧାରଣତନ୍ତ୍ର ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି । ଅମ୍ବାଦଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅମ୍ବାଦଳା ସାମନ୍ତ ମହାବିଦ୍ୟାଳୟ, ଅମ୍ବାଦଳା ସେବାଶ୍ରମ
Read More...

ଭାଲୁମୁଣ୍ଡା ଗଙ୍ଗାଧର ମେହେର ଧର୍ମଶାଳା ଠାରେ ସପ୍ତକାଣ୍ଡ ରାମାୟଣ ପ୍ରବଚନ ଉଦ୍‌ଘାଟିତ

ବଙ୍ଗୋମୁଣ୍ଡା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଭାଲୁମୁଣ୍ଡା ଗଙ୍ଗାଧର ମେହେର ଧର୍ମଶାଳାରେ ସପ୍ତକାଣ୍ଡ ରାମାୟଣ ପ୍ରବଚନ ଆରମ୍ଭ ହୋଇଯାଇଛି । ଏଥିରେ ପୂର୍ବତନ ଭାଲୁମୁଣ୍ଡା ସରପଞ୍ଚ ଉପେନ୍ଦ୍ର ମେହେରଙ୍କ ନେତୃତ୍ୱରେ ପ୍ରଭୁ ଦାସ ଅନନ୍ତ ଚରଣଙ୍କ ମୁଖାର ବିନ୍ଦରୁ
Read More...

ଷାଠିଏ ଘର ଡୁମାଲ ସମାଜର ବାର୍ଷିକୋତ୍ସବ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ୭୬ତମ ସାଧାରଣତନ୍ତ୍ର ଦିବସ ଅବସରରେ ସଦର ବ୍ଲକ ଅନ୍ତର୍ଗତ ଶିବତଲା ଗ୍ରାମଠାରେ ମାଁ ମାହେଶ୍ୱରୀ ଆଞ୍ଚଳିକ କମିଟି ପକ୍ଷରୁ ଷାଠିଏ ଘର ଡୁମାଲ ସମାଜର ବାର୍ଷିକୋତ୍ସବ ପାଳିତ ହୋଇଯାଇଛି । କମିଟି ସଭାପତି ଗୁରୁଦେବ କର୍ମୀଙ୍କ ଅଧ୍ୟକ୍ଷ୍ୟତାରେ ଅନୁଷ୍ଠିତ ଏହି
Read More...

ଢୁଲୁସର ଦ୍ୱିତୀୟ ବିନୋଦ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ୍‌ ଉଦ୍‌ଘାଟିତ

ଏନ୍‌ଏସ୍‌ ସ୍ପୋର୍ଟିଂକୁ ହରାଇ ନକଟାସର ବିଜୟୀ ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ଢୁଲୁସର ଖେଳପଡିଆଠାରେ ଦ୍ୱିତୀୟ ବାର୍ଷିକ ବିନୋଦ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ୍‌ ଅନୁଷ୍ଠିତ ହୋଇଯାଇଛି । ଜିୱାଇଡିସି ନକଟାସର ୩ - ୦ ଗୋଲରେ ଏନ୍‌ଏସ୍‌ ସ୍ପୋର୍ଟିଂ
Read More...

ଜିଲ୍ଲା ସମୀକ୍ଷା ଅଧିକାରୀ, ସ୍ଥାନୀୟ ପାଣ୍ଠି ସମୀକ୍ଷା ବଲାଙ୍ଗିର କାର୍ଯ୍ୟାଳୟରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ସମୀକ୍ଷ ଅଧିକାରୀ, ସ୍ଥାନୀୟ ପାଣ୍ଠି ସମୀକ୍ଷା ବଲାଙ୍ଗିର କାର୍ଯ୍ୟାଳୟରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଜିଲ୍ଲା ସମୀକ୍ଷା ଅଧିକାରୀ କ୍ଷମାନିଧି ପ୍ରଧାନ ପତାକା ଉତ୍ତୋଳନ କରିଥିଲେ । ସମସ୍ତ ସମୀକ୍ଷା ଅଧିକ୍ଷକ, ସମୀକ୍ଷକ
Read More...

ନିର୍ଝରିଣୀ ଦ୍ୱାରା ପିଲାଙ୍କ ମୁହଁରେ ହସ କାର୍ଯ୍ୟକ୍ରମ ଅନୁଷ୍ଠିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ଅଗ୍ରଣୀ ଅନୁଷ୍ଠାନ ନିର୍ଝରିଣୀ ତରଫରୁ ୭୬ତମ ସାଧାରଣତନ୍ତ୍ର ଦିବସ ଅବସରରେ ଝାଙ୍କର ପଡାସ୍ଥିତ ଶିଶୁ ଉଦ୍ୟାନରେ ନିଆରା ସମ୍ପର୍କ ପିଲାଙ୍କ ମୁହଁରେ ହସ କାର୍ଯ୍ୟକ୍ରମ କରାଯାଇôତଲା । ଅନୁଷ୍ଠାନର ସଭାପତି ରାମଚନ୍ଦ୍ର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି
Read More...

ବଲାଙ୍ଗିର ପବ୍ଲିକ୍ ସ୍କୁଲରେ ୭୬ତମ ଗଣତନ୍ତ୍ର ଦିବସ ପାଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ପରିସରରେ ୭୬ତମ ଗଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ବିରେନ୍ଦ୍ର କୁମାର ମିଶ୍ର ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକାକୁ ଉତ୍ତୋଳନ କରିଥିଲେ । ବିଦ୍ୟାଳୟର ଅଧ୍ୟକ୍ଷ ସତିଶ୍
Read More...

ଖପ୍ରାଖୋଲରେ ୟୁଥ୍ ବ୍ଲଡ ଡୋନର ଗୃପ ତରଫରୁ ରକ୍ତଦାନ ଶିବିର : ୨୦ ୟୁନିଟ ରକ୍ତ ସଂଗ୍ରହ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ପବିତ୍ର ଗଣତନ୍ତ୍ର ଦିବସର ଶୁଭ ଅବସରରେ ୟୁଥ ବ୍ଲଡ଼ ଡୋନର ଗ୍ରୁପ, ବଲାଙ୍ଗିର ତରଫରୁ ଖପ୍ରାଖୋଲ ବ୍ଲକ ସ୍ଥିତ ସମ୍ମିଳନୀ କକ୍ଷରେଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶିବିରକୁ ୟୁଥ ବ୍ଲଡ଼ ଡୋନର ଗ୍ରୁପ ବଲାଙ୍ଗିରର ପ୍ରତିଷ୍ଠାତା
Read More...