୧୫ତମ ଜାତୀୟ ମତଦାତା ଦିବସ ଅବସରରେ ମିନି ମାରାଥନ୍ ଦୌଡ଼ ପ୍ରତିଯୋଗିତା
ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ପ୍ରଶାସନ ଏବଂ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଆନୁକୂଲ୍ୟରେ ଉପଖଣ୍ଡ ଉତ୍ସବ ପାଳନ କମିଟି ତରଫରୁ ୧୫ତମ ଜାତୀୟ ମତଦାତା ଦିବସ ଅବସରରେ ଏକ ମିନି ମାରାଥନ୍ ଦୌଡ଼ ପ୍ରତିଯୋଗିତା ଆୟୋଜିତ ହୋଇଯାଇଛି । ଏଥିରେ!-->…
Read More...
Read More...