Yearly Archives

2025

ପାଇକମାଲ ହାଇସ୍କୁଲରେ ବାର୍ଷିକ ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରେକ୍ଷାଳୟରେ ବାର୍ଷିକ ଉତ୍ସବ ପ୍ରଧାନ ଶିକ୍ଷକ ଡ. ଦ୍ଵାଦଶ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ବିଡିଓ ପ୍ରଫୁଲ୍ଲ କୁମାର ଓଦୁ ଯୋଗଦାନ କରିଥିଲେ । ସମ୍ମାନିତ
Read More...

ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରାର “ବନ ବିହାର” କାର୍ଯ୍ୟକ୍ରମ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରାର ଚଳିତ ବର୍ଷର "ବନ ବିହାର" କାର୍ଯ୍ୟକ୍ରମ ସ୍ଥାନୀୟ ବାପୁଜୀ ଆଶ୍ରମ ଠାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଡ. ହେମନ୍ତ କୁମାର ଦାଶଙ୍କ ନେତୃତ୍ୱରେ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ, ପାଚିକା ତଥା
Read More...

ଭାରତୀୟ ଯୁବ ହଷ୍ଟେଲ ତରଫରୁ ସେଲ୍ ପ୍ରତିଷ୍ଠା ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଭାରତୀୟ ଯୁବ ହଷ୍ଟେଲ ରାଉରକେଲା ଶାଖା ତରଫରୁ ସେଲ୍ ପ୍ରତିଷ୍ଠା ଦିବସ ହଷ୍ଟେଲ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି । ଯୁବ ହଷ୍ଟେଲର ଅଧ୍ୟକ୍ଷ ବୁଦ୍ଧଦେବ ବାସୁଙ୍କ ଅଧ୍ୟକ୍ଷତା, ସାଧାରଣ ସମ୍ପାଦକ ନିରଞ୍ଜନ ବେହେରାଙ୍କ ଆବାହକତ୍ଵ ଓ ଡ଼ା ଦେବସ୍ରିତା
Read More...

ରାଉରକେଲା ହକର୍ସ ଆସୋସିଏସନ୍‌ର ବନ୍ଧୁ ମିଳନ କାର୍ଯ୍ୟକ୍ରମ

ଖବରକାଗଜ ବିକ୍ରେତା ମାନଙ୍କ ସାମାଜିକ ସୁରକ୍ଷା ପାଇଁ ସରକାର ଗୁରୁତ୍ୱ ସହ ବିଚାର କରିବାକୁ ଆହ୍ୱାନ ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ହକର୍ସ ଆସୋସିଏସନ୍ ପକ୍ଷରୁ ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ସ୍ଥାନୀୟ ସେକ୍ଟର ୧୬ ଶ୍ରମିକ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ବନ୍ଧୁ
Read More...

ଜିଲ୍ଲା ସ୍ତରୀୟ ବେଟି ପଢ଼ାଓ ବେଟି ବଚାଓ କାର୍ଯ୍ୟକ୍ରମ ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଜାତୀୟ ବାଳିକା ଦିବସ ୨୦୨୫ ଏବଂ ବେଟି ବଚାଓ ବେଟି ପଢାଓ ଯୋଜନାର ୧୦ ବର୍ଷ ପୂର୍ତ୍ତି ଉପଲକ୍ଷେ ସ୍ଥାନୀୟ ବ୍ରଜ ମୋହନ ହାଇସ୍କୁଲର ସେଣ୍ଟିନାରୀ କକ୍ଷ, ଭବାନୀପାଟଣା ଠାରେ ଜିଲ୍ଲା ସ୍ତରୀୟ ପାଳନ ଉତ୍ସବ ମହାସମାରୋହରେ ଉଦ୍‌ଘାଟିତ ହୋଇଯାଇଛି । ଏହି
Read More...

ତମାମୁରା ହାଇସ୍କୁଲରେ ପ୍ରଧାନ ଶିକ୍ଷକ ସମ୍ମିଳନୀ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଗୋପାଳଜୀ ଉଚ୍ଚ ବିଦ୍ୟାଳୟ ତମାମୁରାରେ ମାସିକ ହାଇସ୍କୁଲ ପ୍ରଧାନଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷୟିତ୍ରୀ ପୁଷ୍ପାଞ୍ଜଳି ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ
Read More...

ଗଜବନ୍ଧ ଶ୍ରୀଜଗନ୍ନାଥ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଗଜବନ୍ଧ କ୍ଲଷ୍ଟର ସ୍ଥିତ ଶ୍ରୀଜଗନ୍ନାଥ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ପଞ୍ଚାନନ କମ୍ପଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ପ୍ରଧାନ
Read More...

ଗୋପରାମ ହଂସ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟର ଷଷ୍ଠ ଦିବସରେ ବଡଗମଡା ବିଜୟୀ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦର ସ୍ଥିତ ଖେଳପଡିଆ ଠାରେ ସ୍ୱାମୀ ବିବେକାନନ୍ଦ ପାଠାଗାର,ଏଥଲେଟିକ୍ସ ଏସୋସିଏସନ୍‌ ବଙ୍ଗୋମୁଣ୍ଡା ପକ୍ଷରୁ ପ୍ରଥମ ବର୍ଷ ଗୋପରାମ ହଂସ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟର ଆଜି ଷଷ୍ଠ ଦିବସରେ ପହଞ୍ଚିଛି । ଷଷ୍ଠ
Read More...

ଟିଟିଲାଗଡ଼ ବିପ୍ର ଫାଉଣ୍ଡେସନ ପକ୍ଷରୁ ଧବଳେଶ୍ୱର ସ୍କୁଲକୁ ୫୧ଟି ଖାଇବା ଥାଳି ଓ ମିଷ୍ଟାନ୍ନ ବଣ୍ଟନ କଲେ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ଼ ବିପ୍ର ଫାଉଣ୍ଡେସନ ତରଫରୁ ଶୁକ୍ରବାର ଦିନ ସ୍ଥାନୀୟ ଧବଳେଶ୍ଵର ସ୍କୁଲରେ ପଢୁଥିବା ଛାତ୍ରଛାତ୍ରୀମାନଙ୍କ ଖାଇବା ନିମନ୍ତେ ୫୧ଟି ଥାଳି ଓ ମିଷ୍ଟାନ୍ନ ଟିଟିଲାଗଡ଼ ପୌର ପରିଷଦର ଅଧ୍ୟକ୍ଷା ଶ୍ରୀମତି ମମତା ଦେବୀ ଜୈନଙ୍କ ଦ୍ଵାରା ବଣ୍ଟନ
Read More...

ତ୍ରିଦିବସୀୟ ପ୍ରଗତି ତାଲିମ ଶିବିର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପୁଇଁତଲା ବ୍ଲକ ଅନ୍ତର୍ଗତ ସୁରଜମଲ ହାଇସ୍କୁଲ ଠାରେ ତ୍ରିଦିବସୀୟ ପ୍ରଗତି ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଶିକ୍ଷା ପ୍ରଶିକ୍ଷଣ ବଲାଙ୍ଗିର ଅଧ୍ୟକ୍ଷ ଡ. ଜୟପ୍ରକାଶ ଦାଶ ଓ ବରିଷ୍ଠ ପ୍ରଶିକ୍ଷିକା ଆରତୀ ସାହୁଙ୍କ ତତ୍ୱାବଧାନରେ ଆୟୋଜିତ
Read More...