Yearly Archives

2025

ବିଶ୍ଵ ଭାରତୀୟ କ୍ରିକେଟ କପ୍ ଟୁର୍ଣ୍ଣାମେଣ୍ଟ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଭୁବନେଶ୍ୱରପୁର ଗ୍ରାମରେ ଚାଲିଥିବା ୨୭ତମ ବିଶ୍ଵ ଭାରତୀୟ କ୍ରିକେଟ କପ୍‌ ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ଛିନପାଣି ଓ ପଥରେଲ ମଧ୍ୟରେ ଖେଳ ଅନୁଷ୍ଠିତ ହୋଇଥିଲା । ଏହି ମ୍ୟାଚ୍‌ରେ ଛିନପାଣି ଦଳ ବିଜୟୀ ହେଇଥିଲା ।
Read More...

ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ, ରାଉରକେଲା ପକ୍ଷରୁ ଦୁଇଦିନିଆ ବାର୍ଷିକ କ୍ରୀଡ଼ା ଉତ୍ସବ ଉଦ୍‌ଯାପିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସହରର ପାନପୋଷଠାରେ ଥିବା ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ ଏବଂ ସରକାରୀ ଯୁକ୍ତ ଦୁଇ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଦୁଇଦିନିଆ ବାର୍ଷିକ କ୍ରୀଡ଼ା ଉତ୍ସବ ସମ୍ପନ୍ନ ହୋଇଛି । ମଙ୍ଗଳବାର ପୂର୍ବାହ୍ନରେ ମହାବିଦ୍ୟାଳୟ ପରିସରରେ ହୋଇଥିବା ଏହି
Read More...

ଶ୍ରୀରାମ ମନ୍ଦିର ନିର୍ମାଣର ଏକ ବର୍ଷ ପୂର୍ତ୍ତି : ଅମ୍ୱାଦଳାରେ ରାମଲାଲାଙ୍କ ପାଇଁ ଶୋଭାଯାତ୍ରା

ମୁନିଗୁଡ଼ା, (ରମାକାନ୍ତ ପଡ଼ାଲ) : ଅଯୋଧ୍ୟାର ଭଗବାନ ଶ୍ରୀରାମ ମନ୍ଦିରର ପବିତ୍ର ଶୁଭ ଲୋକାର୍ପଣର ସ୍ମୃତି ଅବସରରେ ଅମ୍ୱାଦଳା ଅଞ୍ଚଳରେ ଏକ ଭକ୍ତି ଭାବପୂର୍ଣ୍ଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରାମ ମନ୍ଦିର ନିର୍ମାଣର ଏକ ବର୍ଷ ପୂର୍ତ୍ତି ଅବସରରେ ଅମ୍ୱାଦଳା ଅଞ୍ଚଳର ରାମ ଓ ଶ୍ୟାମ
Read More...

ଜାତୀୟ ସ୍ୱାସ୍ଥ୍ୟ ମିଶନ (୨୦୨୧-୨୪)ର ଉପଲବ୍ଧିଗୁଡ଼ିକ ବିଷୟରେ ଅବଗତ ହେଲା କେନ୍ଦ୍ର କ୍ୟାବିନେଟ : ଭାରତର ଜନସ୍ୱାସ୍ଥ୍ୟ…

ଏନ୍‌ଏଚ୍‌ଏମ୍‌ ଆର୍ଥିକ ବର୍ଷ ୨୦୨୧-୨୪ ମଧ୍ୟରେ ୧୨ ଲକ୍ଷରୁ ଅଧିକ ଅତିରିକ୍ତ ସ୍ୱାସ୍ଥ୍ୟସେବା କର୍ମୀଙ୍କୁ ନିୟୋଜିତ କରିଛିଏନ୍‌ଏଚ୍‌ଏମ୍‌ ଅଧୀନରେ ଦେଶବ୍ୟାପୀ ୨୨୦ କୋଟି କୋଭିଡ-୧୯ ଟିକା ଡୋଜ ଦିଆଯାଇଛିଏମ୍‌ଏମ୍‌ଆର୍‌ ୧୯୯୦ ପରଠାରୁ ୮୩ ପ୍ରତିଶତ ହ୍ରାସ ପାଇଛି, ଯାହା ବିଶ୍ୱର ୪୫ ପ୍ରତିଶତ
Read More...

ଜାନୁଆରୀ ୨୪ରେ ମୁମ୍ବାଇ ଠାରେ ଜାତୀୟ ସହରାଞ୍ଚଳ ସମବାୟ ଅର୍ଥ ଏବଂ ବିକାଶ ନିଗମ (ଏନ୍‌ୟୁସିଏଫ୍‌ଡିସି)ର କର୍ପୋରେଟ୍…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ "ସହକାର ସେ ସମୃଦ୍ଧି" ଦୃଷ୍ଟିକୋଣକୁ ଆହୁରି ସୁଦୃଢ଼ କରିବା ପାଇଁ ସମବାୟ କ୍ଷେତ୍ରରେ ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ମଧ୍ୟ ଆରମ୍ଭ କରାଯିବଅମିତ ଶାହ ଅନ୍ତର୍ଜାତୀୟ ସମବାୟ ବର୍ଷ ୨୦୨୫ ପାଇଁ କାର୍ଯ୍ୟକଳାପର ବାର୍ଷିକ ତାଲିକା ଉନ୍ମୋଚନ କରିବେ, ସାରା
Read More...

ନୃସିଂହନାଥ ଏସ୍‌ଏସ୍‌ଡି ହାଇସ୍କୁଲରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

ବଡ ମଣିଷ ନ ହୋଇ ଭଲ ମଣିଷ ହେବା ପାଇଁ ଚେଷ୍ଟାକର ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ନୃସିଂହନାଥ ଏସ୍‌ଏସ୍‌ଡି ହାଇସ୍କୁଲରେ ବୁଧବାର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ମୋହିନୀ ଦଳପତି ସଭାପତିତ୍ୱ କରିଥିବା
Read More...

ବଲାଙ୍ଗିରରେ ଏକ ଆୟୁର୍ବେଦ ବିଶ୍ୱ ବିଦ୍ୟାଳୟ ସ୍ଥାପନ ପାଇଁ ଦାବୀ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆମ ରାଜ୍ୟରେ ବିଭିନ୍ନ ବିଭାଗରେ ଅଧ୍ୟୟନରତ ଛାତ୍ରଛାତ୍ରୀମାନଙ୍କ ପାଇଁ ଶିକ୍ଷାର ବିକାଶ ଓ ଗୁଣାତ୍ମକ ମାନବୃଦ୍ଧି ପାଇଁ ପୃଥକ ବିଶ୍ୱ ବିଦ୍ୟାଳୟମାନ ରହିଛି । ମାତ୍ର ଆୟୁର୍ବେଦ ବିଭାଗରେ ଅଧ୍ୟୟନ କରୁଥିବା ଛାତ୍ରଛାତ୍ରୀମାନଙ୍କ ପାଇଁ ପୃଥକ ବିଶ୍ୱ ବିଦ୍ୟାଳୟ
Read More...

ସଡକ ସୁରକ୍ଷା ମାସ ପାଳନ ଉପଲକ୍ଷେ ରକ୍ତଦାନ ଶିବିର : ୩୦ ୟୁନିଟ ରକ୍ତ ସଂଗ୍ରହ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସଡକ ସୁରକ୍ଷା ମାସ ପାଳନ ଉପଲକ୍ଷେ ସ୍ଥାନୀୟ ନୂତନ ବସ ଟର୍ମିନାଲ ଠାରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା । ଏହି ରକ୍ତଦାନ ଶିବିରକୁ ଏସ୍‌ଡିପିଓ ପ୍ରଦୀପ କୁମାର ସାହୁ ମୁଖ୍ୟ ଅତିଥି ଭାବରେ ଏବଂ ସମ୍ମାନିତ ଅତିଥି ଭାବେ ଆର୍‌ଟିଓ ମାନସ
Read More...

ସି.ଏମ୍‌ ଟ୍ରଫି ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍‌ ୨୦୨୫ ଉଦ୍‌ଯାପିତ

ଟିଟିଲାଗଡ ଚମ୍ପିୟାନ ଓ ଜରାସିଂହା ଉପ ବିଜେତା ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମ ଠାରେ ସିଏମ୍‌ ଟ୍ରଫି ଜିଲ୍ଲା ସ୍ତରୀୟ ଫୁଟବଲ ବାଳକ ବିଭାଗ ୧୫ ବର୍ଷରୁ କମ୍‌ ଚମ୍ପିୟାନସିପ୍‌ ୨୦୨୫ ଉଦ୍‌ଯାପିତ ହୋଇଯାଇଛି । ‘ପ୍ରତିଭା ଅନେକ ଲକ୍ଷ୍ୟ ଏକ’ ଓଡିଶାର
Read More...

ଉପାନ୍ତ ଖବରର ଚତୁର୍ଥ ବାର୍ଷିକ ଉତ୍ସବରେ ଅତିଥି ମାନଙ୍କ ମତ ପ୍ରକାଶ
‘କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର ମାନେ ହିଁ ସାଧାରଣ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର ମାନେ ହିଁ ସାଧାରଣ ଜନତାଙ୍କ ରକ୍ଷା କବଚ ବୋଲି ସ୍ଥାନୀୟ ଲୋହିଆ ଏକାଡେମୀ ଠାରେ ଆୟୋଜିତ ଉପାନ୍ତ ଖବରର ଚତୁର୍ଥ ବାର୍ଷିକ ଉତ୍ସବରେ ଅତିଥି ମାନେ ଉପରୋକ୍ତ ମନ୍ତବ୍ୟ ପ୍ରକାଶ କରିଛନ୍ତି । ଲମ୍ବୋଦର ସାହୁଙ୍କ ସଭାପତିତ୍ୱରେ
Read More...