Yearly Archives

2025

ଜାତୀୟ ବାଳିକା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ନିକଟସ୍ଥ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ସତୀଭଟା ପରିସର ମଧ୍ୟରେ ବ୍ଲକ ଶିକ୍ଷା ଅଧିକାରୀ ଲୋକନାଥ ଭୋଇଙ୍କ ସଭାପତିତ୍ୱରେ ଜିଲ୍ଲା ସ୍ତରୀୟ ଜାତୀୟ ବାଳିକା ଦିବସ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ
Read More...

ମହୁଲପଡା ସେବାଶ୍ରମ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉଦ୍‌ଘାଟିତ

ନୂଆପଡା, (କେପିଏନ୍‌ଏସ୍‌) : ନୂଆପଡା ଜିଲ୍ଲା ବୋଡେନ ବ୍ଲକ ଅନ୍ତର୍ଗତ ଅନୁସୂଚୀତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଦ୍ଵାରା ପରିଚାଳିତ ମହୁଲପଡା ସେବାଶ୍ରମ ବିଦ୍ୟାଳୟରେ ଚଳିତ ବର୍ଷ ପାଇଁ ବାର୍ଷିକ କ୍ରୀଡା ଉଦ୍‌ଘାଟିତ ହୋଇଯାଇଛି । ପ୍ରଧାନ ଶିକ୍ଷକ କମଳ ସିଂ ମାଝୀଙ୍କ ନେତୃତ୍ୟରେ ପରିଚାଳିତ
Read More...

ଗ୍ରାଣ୍ଡ ମେଡିକାଲ ହଲ୍‌ର ୨୫ତମ ପୂର୍ତ୍ତି ଉପଲକ୍ଷେ ରକ୍ତଦାନ ଶିବିର ଆୟୋଜିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଇସ୍ପାତ ମାର୍କେଟ ସ୍ଥିତ ଗ୍ରାଣ୍ଡ ମେଡିକାଲ ହଲ୍‌ର ୨୫ତମ ପୂର୍ତ୍ତି ଅବସରରେ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ରାଉରକେଲା ସରକାରୀ ହସ୍ପିଟାଲର ବରିଷ୍ଠ ଡାକ୍ତର ସୁଧାରାଣୀ ପ୍ରଧାନ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ
Read More...

ବଙ୍ଗୋମୁଣ୍ଡା ପଂଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ପଂଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଚାଲିଥିବା ଛାତ୍ରୀ ମାନଙ୍କ ପାଇଁ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି । ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଗରୁଡ଼ଧ୍ୱଜ ବେହେରାଙ୍କ
Read More...

ଅଶୁର୍ଲା-ଖଇରଭାଡ଼ି ଅର୍ଜୁନି ନଦୀରେ ବ୍ରିଜ ନିର୍ମାଣ ଦାବିରେ ଅଧିକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟର ଦ୍ୱାରସ୍ଥ ହେଲେ…

ଟିଟିଲାଗଡ଼/ବଙ୍ଗୋମୁଣ୍ଡା, (ସଞ୍ଜୟ କୁମାର ନାୟକ/ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଳାଭଟା ପଂଚାୟତ ଅନ୍ତର୍ଗତ ଅଶୁର୍ଲା ଗ୍ରାମରୁ ନୂଆପଡା ଜିଲ୍ଲା ଖଡ଼ିଆଳ ବ୍ଲକ ତୁକୁଲା ପଞ୍ଚାୟତର ଖଇରଭାଡ଼ିକୁ ସଂଯୋଗ କରୁଥିବା ଅର୍ଜୁନି ନଦୀରେ ବ୍ରିଜ ନିର୍ମାଣ ପାଇଁ
Read More...

ସୁନାପାଲି ଲୁଟ୍‌ ଘଟଣାରେ ୩ ଡକାୟତକୁ କୋର୍ଟ ଚାଲାଣ କଲା ପୋଲିସ

ସୁବର୍ଣ୍ଣପୁର : ୨୦ ହଜାର ଓ ବାଇକ ଲୁଟ୍‌ କରି ଏବେ ପୋଲିସ କବ୍‌ଜାରେ ୩ ଅଭିଯୁକ୍ତ । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡ ଉଲୁଣ୍ଡା ବ୍ଲକ ମୃତ୍ତିକା ଜଳ ବିଭାଜିକାର ସମ୍ପ୍ରସାରଣ ଅଧିକାରୀ କୁବେର କର୍ମୀଙ୍କ ଠାରୁ ବାଇକ ଓ ୨୦ ହଜାର ଟଙ୍କା ଲୁଟ ଘଟଣାରେ ବୀରମହାରାଜପୁର ପୋଲିସ ତିନି
Read More...

ଆସନ୍ତା ୨୩ରୁ ୨୬ ପର୍ଯ୍ୟନ୍ତ ୨୪ କୁଣ୍ଡୀୟ ଗାୟତ୍ରୀ ମହାଯଜ୍ଞ

ରାଉରକେଲା, (ସସ୍ମିତା ପ୍ରଧାନ) : ନାରୀ ସଶକ୍ତିକରଣ ଏବଂ ରାଷ୍ଟ୍ର ଜାଗରଣ ଅଭିଯାନ ଉପଲକ୍ଷେ ୨୪ କୁଣ୍ଡୀୟ ଗାୟତ୍ରୀ ମହାଯଜ୍ଞ ଆସନ୍ତା ୨୩ ତାରିଖରୁ ୨୬ ତାରିଖ ପର୍ୟ୍ୟନ୍ତ ସେକ୍ଟର -୨ ସ୍ଥିତ ଗାୟତ୍ରୀ ଶକ୍ତିପୀଠ ଠାରେ ଅନୁଷ୍ଠିତ ହେବ ବୋଲି ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି
Read More...

ବଲାଙ୍ଗିର ଜିଲ୍ଲା ପରିଷଦ କାର୍ଯ୍ୟାଳୟରେ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲା ପରିଷଦ କାର୍ଯ୍ୟାଳୟରେ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକ ଆରମ୍ଭ ହେବା ପୂର୍ବରୁ ହଟ୍ଟଗୋଳ ହୋଇଥିବା ଦେଖିବାକୁ ମିଳିଛି । ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଦେବକୀ ସାହୁ ଗତକାଲି ଠୁ ଆରମ୍ଭ ହୋଇଥିବା ଲୋକ ଉତ୍ସବରେ କାହିଁକି ମଞ୍ଚ
Read More...

ଆଦର୍ଶ ଡିଗ୍ରୀ କଲେଜର ବାର୍ଷିକ କ୍ରୀଡା ମହୋତ୍ସବ

ଖଡିଆଳ, (କେପିଏନ୍‌ଏସ୍‌) : ଖଡିଆଳଠାରେ ଅବସ୍ଥିତ ଆଦର୍ଶ ଡିଗ୍ରୀ କଲେଜର ବାର୍ଷିକ କ୍ରୀଡା ମହୋତ୍ସବ ପାଳିତ ହୋଇଯାଇଛି । ଏଥିରେ ପ୍ରଥମେ ମାଁ ସମଲେଶ୍ଵରୀ ମନ୍ଦିରରୁ ମଶାଲ ଜ୍ୟୋତି କ୍ରୀଡାବୀତମାନେ ଆଣିବା ପରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ମେଜର ଡଃ. ରାମଚନ୍ଦ୍ର ମିଶ୍ର ଏହାକୁ ସ୍ଥାପନ ଓ
Read More...

ଆର୍ଦ୍ରଭୂମି ସମ୍ପର୍କିତ କ୍ଷେତ୍ର ପରିଦର୍ଶନ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହା ତରଫରୁ ଐତାହାହିକ ପୂଜାଦୁଙ୍ଗୁରି ପୀଠରେ ଆର୍ଦ୍ରଭୂମି ସମ୍ପର୍କିତ କ୍ଷେତ୍ରଭୂମି ପରିଦର୍ଶନ କାର୍ଯ୍ୟାକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟର
Read More...