Yearly Archives

2025

ମୁରିବାହାଲ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଶିକ୍ଷକମାନଙ୍କ ଚତୁର୍ଥ ଦିନରେ କଳାବ୍ୟାଜ୍ ପିନ୍ଧି ଶାନ୍ତିପୂର୍ଣ୍ଣ ବିକ୍ଷୋଭ…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଶିକ୍ଷକ ସଂଘର ଆହ୍ୱାନକ୍ରମେ ଚତୁର୍ଥ ଦିବସରେ ମୁରିବାହାଲ ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କ ଦ୍ଵାରା କଳାବ୍ୟାଚ ପିନ୍ଧି ଶାନ୍ତିପୂର୍ଣ୍ଣ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି । ଏ ନେଇ ଜିଲ୍ଲାପାଳଙ୍କୁ
Read More...

ମାସିକ ସାହିତ୍ୟ ଆସର ଅନୁଷ୍ଠିତ

ସାମାଜିକ ସମରସତା ଏବଂ ନାରୀ ଉତ୍ଥାନର ପ୍ରେରଣା ଉତ୍ସ ହେଉଛି 'ଲକ୍ଷ୍ମୀ ପୁରାଣ' : ବିଷ୍ଣୁ ପାତ୍ର ରାଉରକେଲା, (ସସ୍ମିତା ପ୍ରଧାନ) : ଅଖିଳ ଭାରତୀୟ ସାହିତ୍ୟ ପରିଷଦ, ରାଉରକେଲାର ବିର୍ସା ମୁଣ୍ଡା ନଗର ଶାଖା ଦ୍ୱାରା ଆୟୋଜିତ ମାସିକ ସାରସ୍ଵତ ସମାବେଶରେ 'ନାରୀ ଉତ୍ଥାନ ଓ ସାମାଜିକ
Read More...

ପୂର୍ବତନ ସରପଞ୍ଚ ଓ ସମାଜସେବୀଙ୍କ ପିତୃ ବିୟୋଗ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଦ ପଂଚାୟତର ପୂର୍ବତନ ସରପଞ୍ଚ ଓ ସମାଜସେବୀ ଦିଲୀପ ଛୋଟରାୟଙ୍କ ବାପା ଅବସର ପ୍ରାପ୍ତ ଶିକ୍ଷକ ତଥା ସମାଜସେବୀ ଭୀମସେନ ଛୋଟରାୟଙ୍କ ୯୪ ବର୍ଷରେ ମଙ୍ଗଳବାର ଦିନ ବିଳମ୍ବିତ ରାତ୍ରରେ ବିୟୋଗ ଘଟିଛି । ତାଙ୍କ ବିୟୋଗରେ ସମଗ୍ର
Read More...

ପୋଖରୀରୁ ଶିଶୁପୁତ୍ରର ମୃତଦେହ ଉଦ୍ଧାର

ଗଂଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ଥାନା ଅନ୍ତର୍ଗତ ଦାମୋଦରପୁର ଗାଁ ପୋଖରୀରୁ ଏକ ଅଢେଇ ବର୍ଷର ଶିଶୁପୁତ୍ରର ମୃତଉଦ୍ଧାର ହୋଇଛି । ମୃତ ଶିଶୁ ହେଲେ ସୁମୁନାଥ ପାତ୍ରଙ୍କ ପୁଅ ବିନାୟକ ପାତ୍ର । ସକାଳ ଦଶଟାରେ ପୋଖରୀ ନିକଟରେ ବୁଲୁଥିବା ବେଳେ ପାଣିରେ ଗୋଡ଼ ଖସି ବୁଡ଼ିଯାଇଥିବା
Read More...

୬୯ତମ ରାଜ୍ୟସ୍ତରୀୟ ସ୍କୁଲ ସମୂହ ଫୁଟବଲ, ଫେନସିଂ ଓ ଥାଙ୍ଗଟା ପ୍ରତିଯୋଗିତା ଉଦଘାଟିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମଠାରେ ୬୯ତମ ରାଜ୍ୟସ୍ତରୀୟ ସ୍କୁଲ ସମୂହ ଫୁଟବଲ, ଫେନସିଂ ଓ ଥାଙ୍ଗଟା ରାଜ୍ୟସ୍ତରୀୟ ପ୍ରତିଯୋଗିତା ଉଦ‌ଘାଟିତ ହୋଇଯାଇଛି । ବଲାଙ୍ଗିର ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାରଙ୍କ ସଭାପତିତ୍ୱରେ ଆୟୋଜିତ ଉଦଘାଟନୀ ସଭାରେ ମୁଖ୍ୟ ଅତିଥି
Read More...

ନାଟ୍ୟ-ପ୍ରଦୀପ ମଦନ ମିଶ୍ରଙ୍କୁ ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁରର ବରିଷ୍ଠ ନାଟ୍ୟକାର ଓ ନିର୍ଦ୍ଦେଶକ ମଦନ ମୋହନ ମିଶ୍ରଙ୍କୁ ବୁଧବାର ଓଡିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ମିଳିଛି । ଜୀବନ ବ୍ୟାପୀ ନାଟ୍ୟ ସାଧନା ପାଇଁ ତାଙ୍କୁ ଉପାୟନ-୨୦୨୫ ସମ୍ମାନରେ ସମ୍ମାନିତ କରାଯାଇଥିବା ବେଳେ ବିଭିନ୍ନ
Read More...

ଟିଟିଲାଗଡ ସେଣ୍ଟଏନସ ସ୍କୁଲରେ ବିଜ୍ଞାନ ମେଳା ଅନୁଷ୍ଠିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଟିଟିଲାଗଡ଼ ସେଣ୍ଟଏନସ ସ୍କୁଲରେ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ନୂତନ ନୂତନ ପଦ୍ଧତିରେ ୨୨୦ଟି ପ୍ରକଳ୍ପ ନର୍ସରୀ ଠାରୁ ଆରମ୍ଭ କରି ନବମ ଶ୍ରେଣୀର ଛାତ୍ରଛାତ୍ରୀମାନେ ପ୍ରଦର୍ଶନୀ କରିଛନ୍ତି । ଖାସ କରି ଏବେର
Read More...

ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ କୁଇଜ୍ ପ୍ରତିଯୋଗିତା

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଗତ ଦୁଇଦିନ ଧରି ସ୍ଥାନୀୟ ହରେକୃଷ୍ଣ ମହତାବ ଉଚ୍ଚ ବିଦ୍ୟାଳୟ, ଲୋଇସିଂହା ଠାରେ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଅନ୍ତର୍ଗତ କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ଦିନ ତୃତୀୟରୁ ଅଷ୍ଟମ ଶ୍ରେଣୀ ଏବଂ ଦ୍ଵିତୀୟ ଦିନରେ ନବମ ଓ ଦଶମ ଶ୍ରେଣୀର
Read More...

ସିଲେଟପଡ଼ା ଗ୍ରାମରେ କୁରାଳ ପଞ୍ଚମୀ ପୂଜା ଉତ୍ସବ ମହାସମାରୋହରେ ଅନୁଷ୍ଠିତ

ମୁରିବହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଲଖନା ପଞ୍ଚାୟତ ସିଲେଟପଡ଼ା ଗ୍ରାମରେ କୁମ୍ଭକାର ସମାଜ ପକ୍ଷରୁ କୁରାଳ ପଞ୍ଚମୀ ପୂଜା ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ ପୂଜାରେ ପୂଜାକର୍ତ୍ତା ରୂପେ ଶଙ୍କର ରଣା ଓ ତାଙ୍କ ପତ୍ନୀ ପଦ୍ମାବତୀ ରଣା
Read More...

ବାଙ୍କେଲ ଗ୍ରାମରେ ସମ୍ବିଧାନ ଦିବସ ପାଳିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଳକ ବାଙ୍କେଲ ଗ୍ରାମର ଆମ୍ବେଦକର କ୍ଲବ ପକ୍ଷରୁ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି । ଆମ୍ବେଦକର କ୍ଲବ ସଭାପତି ଅମର ସୁନାଙ୍କ ନେତୃତ୍ୱରେ ଅନୁଷ୍ଠିତ ସମ୍ବିଧାନ ଦିବସରେ ସଂଗଠନର ସମସ୍ତ ସକ୍ରିୟ କର୍ମକର୍ତ୍ତା ଉପସ୍ଥିତ
Read More...