ମାତୃ ନିକେତନରେ ପାର୍ବତୀ ଗିରିଙ୍କ ୯୯ତମ ଜନ୍ମ ଜୟନ୍ତୀ ପାଳିତ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ କସ୍ତୁରବା ଗାନ୍ଧୀ ମାତୃନିକେତନ ପରିସରରେ ରବିବାର ସ୍ୱାଧୀନତା ସଂଗ୍ରାମୀ, ସମାଜସେବୀ ତଥା ବହ୍ନି କନ୍ୟା ପାର୍ବତୀ ଗିରିଙ୍କ ୯୯ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । ସକାଳ ୫ଟାରେ ମାତୃନିକେତନର ଅନ୍ତୋବାସୀମାନେ ଜର୍ଜଗଡ ଗ୍ରାମ!-->…
Read More...
Read More...