ଜିଲ୍ଲା କଂଗ୍ରେସ ତରଫରୁ ନୂଆ ବର୍ଷ ପାଳନ ଓ ବନ୍ଧୁ ମିଳନ ଆୟୋଜିତ
ରାଉରକେଲା, (ସସ୍ମିତା ପ୍ରଧାନ) : ଜିଲ୍ଲା କଂଗ୍ରେସ ସଭାପତି ରବି ରାୟଙ୍କ ନେତୃତ୍ୱରେ ନୂଆବର୍ଷ ଉପଲକ୍ଷେ ଏକ ବନ୍ଧୁ ମିଳନ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ସଦସ୍ୟମାନେ ପରସ୍ପରକୁ ନୂଆବର୍ଷର ଅଭିନନ୍ଦନ ଜଣାଇବା ସହ ସମସ୍ତଙ୍କ ମଧ୍ୟରେ ଐକ୍ୟବଦ୍ଧତା ଓ ଭାଇଚାରା ବଜାୟ!-->…
Read More...
Read More...