Yearly Archives

2025

ପଲସଦା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ପଲସଦା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଯତୀନ୍ଦ୍ର ଦୀପଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ଶିକ୍ଷାବିତ୍ ମହେନ୍ଦ୍ର କୁମାର ସାହୁ ଏବଂ ପୀତାମ୍ବର ସାହୁ ମୁଖ୍ୟ ଅତିଥି ଓ
Read More...

କେବଲ ଟେଲିଭିଜନ ନେଟୱର୍କ ନିୟମ ୧୯୯୪ରେ ଗୁରୁତ୍ୱପୂର୍ଣ୍ଣ ସଂଶୋଧନ କଲା ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ

● ବ୍ୟବସାୟିକ ସୁଗମତା : ସଂଶୋଧିତ ନିୟମ ଅଧୀନରେ, ପ୍ରସାରଣ ସେବା ପୋର୍ଟାଲରେ ସ୍ଥାନୀୟ କେବୁଲ୍ ଅପରେଟରଙ୍କ ପଞ୍ଜିକରଣ ସମ୍ପୂର୍ଣ୍ଣ ଭାବେ ଅନଲାଇନ୍ ହେଲା● ଏମ୍‌ଆଇବି ହେବ ଏଲ୍‌ସିଓ ପାଇଁ ପଞ୍ଜିକରଣ ପ୍ରାଧିକରଣ; ସାରା ଭାରତରେ ଏଲ୍‌ସିଓ ପଞ୍ଜୀକରଣର ବୈଧତା ଅବଧି ୫ ବର୍ଷ ହେଲା
Read More...

ମୁରିବାହାଲ ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଚାଲିଥିବା ମହିଳା ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆଠ ଦିନ ଧରି ଚାଲିଥିବା ମହିଳା ଆତ୍ମସୁରକ୍ଷା ତାଲିମ ଶିବିର ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି । ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ରମେଶ ଚନ୍ଦ୍ର ମହାନନ୍ଦଙ୍କ
Read More...

କୁର୍ଲୁବାହାଲ ହାଇସ୍କୁଲରେ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଚଣାବାହାଲ ପଞ୍ଚାୟତ କୁର୍ଲୁବାହାଲ ହାଇସ୍କୁଲରେ ବାର୍ଷିକ କ୍ରୀଡା ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଥିଲା । ହାଇସ୍କୁଲ ଶାରୀରିକ ଶିକ୍ଷକ ବିନୋଦ ମହାପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ଵାବଧାନରେ ମୁଖ୍ୟ ଅତିଥି ରୂପେ
Read More...

ତରଭା ବ୍ଲକସ୍ତରୀୟ ପରାମର୍ଶ ଶିବିର : ୧୯୭ ଜଣ ଯୁବକ ଯୁବତୀଙ୍କୁ ପରାମର୍ଶ ଦେଲେ ତାଲିମ ପ୍ରଦାନକାରୀ ସଂସ୍ଥା

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲା ପ୍ରସାଶନ ଓ ଜିଲ୍ଲା ଦକ୍ଷତା ବିକାଶ-ତଥା-ନିୟୋଜନ କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ସୁବର୍ଣ୍ଣପୁର ଜିଲ୍ଲାର ତରଭା ବ୍ଲକ ପରିସରରେ ଜିଲ୍ଲା ଦକ୍ଷତା ବିକାଶ-ତଥା-ନିୟୋଜନ ଅଧିକାରୀ ଶ୍ରୀମତୀ ସଞ୍ଜୁ କୁମାରୀ ସାହୁଙ୍କ ଅଧ୍ୟକ୍ଷତାରେ ଯୁବକ ଓ ଯୁବତୀ
Read More...

ବଲାଙ୍ଗିର ଜିଲ୍ଲା ପ୍ରଶାସନ ତରଫରୁ ୧୫ତମ ଜାତୀୟ ମତଦାତା ଦିବସ ପାଳନ ପାଇଁ ପ୍ରସ୍ତୁତି

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପ୍ରଶାସନ ତରଫରୁ ୧୫ତମ ଜାତୀୟ ମତଦାତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ ଆଜି ଅତିରିକ୍ତ ଜିଲ୍ଲାପାଳ ଡ଼ ବିଜୟାନନ୍ଦ ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ନିଷ୍ପତି ଅନୁସାରେ ସକାଳ ୭ଟା ସମୟରେ କୋଶଳ କଳା ମଣ୍ଡଳ ପରିସରରୁ ଏକ
Read More...

ହରିହର ହାଇସ୍କୁଲର ବନ୍ଧୁ ମିଳନ

ସାଲେଭଟା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଆଗଲପୁର (ଡୁଡୁକା) ବ୍ଳକ ନଅଗାଁ (ଖ) ଉଦ୍ୟାନରେ ହରିହର ହାଇସ୍ଥୁଲ ୧୯୯୯ ମସିହା ମ୍ୟାଟ୍ରିକ ବ୍ୟାଚ୍‌ର ବନ୍ଧୁ ମିଳନ ହୋଇଯାଇଛି । ୨୫ବର୍ଷ ପୁର୍ତ୍ତି ଉପଲକ୍ଷେ ଗୁଣମଣୀ ତ୍ରିପାଠୀଙ୍କ ସଭାପତିତ୍ୱରେ ହରିହର ହାଇସ୍ଥୁଲ ଅବସରପ୍ରାପ୍ତ
Read More...

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି

ସ୍କିମାଟିକ୍ କନିଷ୍ଠ ଶିକ୍ଷକମାନଙ୍କ ପାରିଶ୍ରମିକ ବୃଦ୍ଧିମାସିକ ପାରିଶ୍ରମିକ ୧୧,୧୦୦ ରୁ ୧୬,୦୦୦ ଟଙ୍କାକୁ ବଢିଲାଉପକୃତ ହେବେ ୧୩,୭୪୦ ଶିକ୍ଷକରାଜ୍ୟ ସରକାର ବହନ କରିବେ ଅତିରିକ୍ତ ୮୯.୧୫ କୋଟି ଭୁବନେଶ୍ୱର : ସମଗ୍ର ଶିକ୍ଷା କାର୍ଯ୍ୟକ୍ରମରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍ତରରେ
Read More...

ବର୍ଣ୍ଣାଳୀ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଯାପିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା)ଙ୍କ ନିର୍ଦ୍ଦେଶନାରେ ତ୍ରୀଦିବସୀୟ ସାମାଜିକ ଲିଙ୍ଗ ଗତ ସମାନତା ବର୍ଣ୍ଣାଳୀ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଡେଲାଙ୍ଗ ବାଳିକା ଉଚ୍ଚ ବିଦ୍ୟାପୀଠ ପରିସରରେ ଅନୁଷ୍ଠିତ ହୋଇଯାଇଛି । ବ୍ଲକ୍
Read More...

ପଠାଣିସାମନ୍ତ ମେଧାବୃତ୍ତିରେ ପୁଣି ଇତିହାସ ରଚିଲା ବଡ଼କର୍ଲେ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ମାୟାବର୍ହା କ୍ଲଷ୍ଟର ଅନ୍ତର୍ଗତ ବଡକର୍ଲେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସଫଳତା ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି । ପାଠପଢା ଠୁ ଆରମ୍ଭ କରି ନବୋଦୟ, ବୃତ୍ତି, ପଠାଣି ସାମନ୍ତ, ଏକଲବ୍ୟ,
Read More...