Yearly Archives

2025

ରାଉରକେଲା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରାଉରକେଲାର ଆତ୍ମ ସୁରକ୍ଷା କୌଶଳ କାର୍ଯ୍ୟକ୍ରମର ସମାପନ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୪ ସ୍ଥିତ ରାଉରକେଲା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରାଉରକେଲାର ଆତ୍ମ ସୁରକ୍ଷା କୌଶଳ କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି । ରାଉରକେଲା କଲେଜର ଅଧ୍ୟକ୍ଷ ଡ଼ଃ ରବିନ୍ଦ୍ର କୁମାର ଜେନାଙ୍କ ଅଧ୍ୟକ୍ଷତା ଓ ଅଧ୍ୟାପିକା ବୈଜୟନ୍ତୀ ବାରିକଙ୍କ ସଂଯୋଜନାରେ
Read More...

ୟୁଜିଏମ୍‌ରେ ଆତ୍ମ ସୁରକ୍ଷା କୌଶଳ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୨୦ସ୍ଥିତ ଉତ୍କଳ ଗୌରବ ମଧୁସୂଦନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଯୁକ୍ତ ୨ ଛାତ୍ରୀ ମାନଙ୍କୁ ନେଇ ୮ ଦିନିଆ ଆତ୍ମ ସୁରକ୍ଷା କୌଶଳ ୨୦୨୪-୨୫ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ବିଦ୍ୟାଳୟର ଅଧ୍ୟକ୍ଷା ମଞ୍ଜୁଲତା ଦେହୁରୀଙ୍କ ସଭାପତିତ୍ୱ ଓ ଅଧ୍ୟାପକ
Read More...

ଚିଞ୍ଚେଡ଼ ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ଭୋଟ : ଗଣତି ଶେଷ

ଅନାସ୍ଥା ସପକ୍ଷରେ ୧୦, ବିପକ୍ଷରେ ୨ ଭୋଟ ତୁଷୁରା, (ଲକ୍ଷ୍ମୀକାନ୍ତ ସାହୁ) : ଗୁଡ଼ଭେଲା ବ୍ଲକ ଚିଞ୍ଚେଡ ସରପଞ୍ଚଙ୍କ ବିରୋଧରେ ହୋଇଥିବା ଅନାସ୍ଥା ଭୋଟ୍‌ର ଗଣତି ଶେଷ ହୋଇଛି । ଅନାସ୍ଥା ସପକ୍ଷରେ ୧୦ଟି ଭୋଟ ପଡିଥିବା ବେଳେ ବିପକ୍ଷରେ ୨ଟି ଭୋଟ ପଡିଛି । ତୁଷୁରା ତହସିଲଦାର ତଥା ନିର୍ବାଚନ
Read More...

ଭାରସ୍ୟାମ ହରାଇ ପୋଖରୀ ଭିତରକୁ ପଶିଲା କାର୍‌ : ୨ ମୃତ, ୨ ଗୁରୁତର

ନିମାପଡ଼ା, (ଈଶ୍ୱର ମହାରଣା) : ଭାରସ୍ୟାମ ହରାଇ ପୋଖରୀ ଭିତରକୁ ପଶିଗଲା କାର୍‌ । ଘଟଣା ସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଗୁରୁତର ହୋଇ ଗୋପ ମେଡିକାଲରେ ଚିକିତ୍ସିତ ହେଉଛନ୍ତି । ମୃତକ ନିମାପଡ଼ା ଗୁହାଳପଡା ଅଞ୍ଚଳର ସନ୍ଦୀପ ମହାପାତ୍ର ଓ ପଶ୍ଚିମବଙ୍ଗ ଦାନ୍ତୁନି ଅଞ୍ଚଳର
Read More...

ଜାନୁୟାରୀ ୨୦ରୁ ନବକୁଣ୍ଡିୟ ଗାୟତ୍ରୀ ମହାଯଜ୍ଞ ଆରମ୍ଭ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଗୁରୁସତ୍ତା ପରମ ପୁଜ୍ୟ ଗୁରୁଦେବ ପଣ୍ଡିତ ଶ୍ରୀରାମ ଶର୍ମା ଆଚାର୍ଯ୍ୟ ଏବଂ ବନ୍ଦନୀୟ ମାତା ଭଗବତୀ ଦେବୀ ଶର୍ମା ଏବଂ ମାତା ଗାୟତ୍ରୀଙ୍କର କୃପା ଏବଂ ତାଙ୍କ ସୁକ୍ଷ୍ମ ସଂରକ୍ଷଣରେ ବ୍ୟକ୍ତି ନିର୍ମାଣ, ପରିବାର ନର୍ମାଣ, ସମାଜ ନିର୍ମାଣ ଏବଂ
Read More...

ବାଲିଗୁଡାରେ ବର୍ଦ୍ଧିତ ଭତ୍ତା ବିତରଣ କାର୍ଯ୍ୟକ୍ରମ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ବର୍ଦ୍ଧିତ ଭତ୍ତା ବିତରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି । ଏହି ଅବସରରେ ଜି.ଉଦୟଗିରି ବିଧାୟକ ପ୍ରଫୁଲ ପ୍ରଧାନ ମୁଖ୍ୟ ଅତିଥିଭାବେ ଯୋଗଦେଇଥିବା ବେଳେ ଜିଲ୍ଲା ପରିଷଦ
Read More...

ବଲାଙ୍ଗିର ହିତାଧିକାରୀଙ୍କୁ ବର୍ଦ୍ଧିତ ଭତ୍ତା ବଣ୍ଟନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜନସେବା ଦିବସ ଅବସରରେ ଆୟୋଜିତ ବର୍ଦ୍ଧିତ ଭତ୍ତା ବିତରଣ ସମାରୋହରେ ହିତାଧିକାରୀଙ୍କୁ ବଦ୍ଧିତ ଭତ୍ତା ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥିଭାବେ ଜିଲ୍ଲାପାଳ ଗୌରୱ ଶୀୱାଜୀ ଇସାଲୱାର ଯୋଗଦେଇଥିଲେ । ବୃଦ୍ଧବୃଦ୍ଧା ପରିବାରର ସ୍ତମ୍ଭ ତଥା ସମାଜର
Read More...

କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୫ ଅବସରରେ ସଂପାନ “୭୫ ବର୍ଷରେ କଳାହାଣ୍ଡି”

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ୨୭ତମ କଳାହାଣ୍ଡି ଉତ୍ସବ ଘୁମୁରା -୨୦୨୫ ଅବସରରେ ସ୍ଥାନୀୟ ଟାଉନ ହଲରେ ଆଜି ୭୫ ବର୍ଷରେ କଳାହାଣ୍ଡି ଶୀର୍ଷକ ଏକ ସମ୍ପାନ ଅନୁଷ୍ଠିତ ହୋଇଯାଇଛି । ଶିକ୍ଷା, ସ୍ୱାସ୍ଥ୍ୟର ଉନ୍ନତି ସହିତ କଳା, ସାହିତ୍ୟ, ସଂସ୍କୃତି ଓ ଇତିହାସର ପୁନରାବଲୋକନ ଦ୍ୱାରା ଏ
Read More...

ଜାତୀୟ ଯୁବ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ଥାନୀୟ ମହିଳା ସ୍ନାତକ ମହାବିଦ୍ୟାଳୟରେ ଯୁବ ରେଡକ୍ରସ ଓ ରେଡ ରିବନ କ୍ଲବ ଆନୁକୂଲ୍ୟରେ ଜାତୀୟ ଯୁବ ଦିବସ ପାଳିତ ହୋଇଯାଇଛି । ଅଧ୍ୟକ୍ଷା ଶ୍ରୀମତୀ କଳ୍ପନା ରାଣୀ ନାଥଙ୍କ ସଭାପତିତ୍ଵ ଅଭିଭାଷଣରେ ସ୍ଵାମୀ ବିବେକାନନ୍ଦଙ୍କ ପାଶ୍ଚାତ୍ୟ ଦେଶରେ ଭାରତୀୟ
Read More...

ଡୁମ୍ଵେରବାହାଲ ସ୍କୁଲର ଏକକାଳୀନ ତିନିଜଣ ଛାତ୍ରଛାତ୍ରୀଙ୍କ ମେଧାବୃତ୍ତି ଲାଭ

ପାଇକମାଲ, (ନିରୋଜ କୁମାର ପାଣୀ) : ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଅନୁଷ୍ଠିତ ହୋଇଥିବା ୨୦୨୪-୨୫ ଶିକ୍ଷା ବର୍ଷର ମେଧାବୃତ୍ତି ପରୀକ୍ଷାରେ ପାଇକମାଲ ବ୍ଲକ ଡୁମ୍ଵେରବାହାଲ ଗ୍ରାମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଏକକାଳୀନ ତିନିଜଣ ଛାତ୍ରଛାତ୍ରୀ କୃତକାର୍ଯ୍ୟ ହେବା ସହ
Read More...