ସାଲେପଡା ବିଦ୍ୟାଳୟରେ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ
କଣ୍ଟାବାଞ୍ଜି, (କେପିଏନ୍ଏସ୍) : ତୁରେକେଲା ବ୍ଳକ ଅନ୍ତର୍ଗତ ମାନ୍ଦଲା ଆଞ୍ଚଳିକ କେନ୍ଦ୍ର ଅଧିନସ୍ଥ ସାଲେପଡା ନୂତନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ହୋଇଯାଇଛି । ଏହି ଉତ୍ସବରେ ଛାତ୍ରଛାତ୍ରୀମାନେ ବିଭିନ୍ନ ଖେଳ ଯଥା ବେଙ୍ଗ ଡିଆଁ, ରଶି ଡିଆଁ, ବଲ ଫିଙ୍ଗା,!-->…
Read More...
Read More...