Yearly Archives

2025

ଦହିତା ମଣ୍ତଳ ସଭାପତି ଭାବେ ଜନକ ସାହୁ ମନୋନୀତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜ୍ୟ ବିଜେପି ପକ୍ଷରୁ ପଦ୍ମପୁର ନିର୍ବାଚନ ମଣ୍ଡଳୀର ଦହିତା ବିଜେପି ମଣ୍ଡଳ ସଭାପତି ରୂପେ ଜନକ ସାହୁଙ୍କୁ ବରଗଡ ସାଂସଦ ପ୍ରଦୀପ ପୁରୋହିତ ଓ ଗୋବର୍ଦ୍ଧନ ଭୁଏଙ୍କ ଅନୁମୋଦନ କ୍ରମେ ଦହିତା ମଣ୍ଡଳ ସଭାପତି ରୂପେ ମନୋନୀତ କରାଯାଇଛି । ଜନକ ସାହୁ ପୂର୍ବରୁ
Read More...

ବଡ ଟୀକା କପ ଫୁଟ୍‌ବଲ୍‌ ଟୁର୍ଣ୍ଣାମେଣ୍ଟରେ ବିଏଫ୍‌ସି କୁଚିଣ୍ଡା ଦଳ ଫାଇନାଲକୁ ଉନ୍ନୀତ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ବଡ ଟିକା ପଂଚାୟତ ବଡ ଟିକା ଠାରେ ଆୟୋଜିତ ବଡ ଟିକା କପ ଫୁଟବଲ ଟୁର୍ଣ୍ଣାମେଣ୍ଟର ୩ୟ ଦିବସ ଖେଳରେ ବିଏଫ୍‌ସି କୁଚିଣ୍ଡା ଦଳ ସ୍ପୋର୍ଟସ ହଷ୍ଟେଲ ବଲାଙ୍ଗିର ଦଳକୁ ୪ - ୦ଗୋଲରେ ପରାଜିତ କରି ପ୍ରଥମ ଦଳ ଭାବେ ଫାଇନାଲକୁ
Read More...

୩୭ତମ ଜିଲ୍ଲା ସ୍ତରୀୟ ଜୁନିୟର ରେଡକ୍ରସ ତାଲିମ ଶିବିର ଉଦ୍‌ଘାଟିତ

ବଲାଙ୍ଗିର, (କେପିଏନ୍‌ଏସ୍‌) :ବଲାଙ୍ଗିର ଜିଲ୍ଲା ପୁଇଁତଳା ବ୍ଲକ ଅନ୍ତର୍ଗତ ମହୀମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ୩୭ତମ ଜିଲ୍ଲା ସ୍ତରୀୟ ଜୁନିୟର ରେଡକ୍ରସ ତାଲିମ ଶିବିର ଉଦ୍‌ଘାଟିତ ହୋଇଯାଇଛି । ତ୍ରିଦିବସୀୟ ଏହି ତାଲିମ ଶିବିରକୁ ବଲାଙ୍ଗିର ଜିଲ୍ଲାପାଳ ଗୌରବ ଶିବାଜି ଇସଲୱାର ମୁଖ୍ୟ
Read More...

ଟୁନା ଦଣ୍ଡସେନା ବିଜେପି ଲଖମରା ମଣ୍ଡଳ ସଭାପତି ମନୋନୀତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ନିର୍ବାଚନ ମଣ୍ଡଳିର ପାଇକମାଲ ବ୍ଲକ ଲଖମରା ମଣ୍ତଳ ଭାରତୀୟ ଜନତା ପାର୍ଟି ଟୁନା ଦଣ୍ଡସେନା ମଣ୍ଡଳ ସଭାପତି ରୂପେ ମନୋନୀତ ହୋଇଛନ୍ତି । ପୂର୍ବରୁ ସେ ୨୦୧୬ ମସିହାରେ ଯୁବମୋର୍ଚ୍ଚା ସଭାପତିରେ ନିଯୁକ୍ତି ହୋଇ ଲଖମରା ଅଞ୍ଚଳର ଜନ ସାଧାରଣଙ୍କ ବହୁ
Read More...

କର୍ମଚାରୀ ନେତା ସୁଜିତ କୁମାର ନାୟକଙ୍କ ପ୍ରତି ଅନ୍ୟାୟ ଓ ଅବିଚାର ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : କର୍ମଚାରୀ ନେତା ସୁଜିତ କୁମାର ନାୟକଙ୍କ ପ୍ରତି ଅନ୍ୟାୟ ଓ ଅବିଚାର ବିରୁଦ୍ଧରେ ଓଡିଶା ରାଜ୍ୟ ସରକାରୀ କର୍ମଚାରୀ ସମନ୍ୱୟ ସମିତି ଜିଲ୍ଲା ଶାଖା ତରଫରୁ ଗଞ୍ଜାମ ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି ।
Read More...

ନିଆରା ଢଙ୍ଗରେ ପାଳିତ ହେଲା ବନ ମହୋତ୍ସବ

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ନିଆରା ଢଙ୍ଗରେ ପାଳିତ ହେଲା ବନ ମହୋତ୍ସବ । ରାୟଗଡ଼ା ବ୍ରାହ୍ମଣ ସାହି ରାଧାକାନ୍ତ ମନ୍ଦିରରେ ଆଜକୁ ଦୀର୍ଘ ବର୍ଷ ଧରି ଏକାଦଶୀ ପାଳନ କରି ଆସୁଥିବା ମହିଳା ମାନେ ପାଳିଲେ ବନ ମହୋତ୍ସବ । ପିତାମହଲ ସ୍ଥିତ ସେଞ୍ଚୁରିୟନ୍ ୟୁନିଭର୍‌ସିଟି ସବୁଜ ବନାନୀ
Read More...

ଜିଲ୍ଲାସ୍ତରୀୟ ପ୍ରବାସୀ ଭାରତୀୟ ଦିବସ ପାଳିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଭବାନୀପାଟଣା ବ୍ରଜମୋହନ ଉଚ୍ଚ ବିଦ୍ୟାଳୟ ପରିସରରେ ସମଗ୍ର ଶିକ୍ଷା ପକ୍ଷରୁ ଜିଲ୍ଲାସ୍ତରୀୟ ପ୍ରବାସୀ ଭାରତୀୟ ଦିବସ ପାଳିତ ହୋଇଯାଇଛି । ଜିଲ୍ଲା ଶିକ୍ଷା ଅଧିକାରୀ ପବିତ୍ର ମୋହନ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି
Read More...

୩୭ତମ ଜିଲ୍ଲା ସ୍ତରୀୟ ଜୁନିୟର ରେଡକ୍ରସ ତାଲିମ ଶିବିର ଉଦ୍‌ଘାଟିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପୁଇଁତଲେ ବ୍ଲକ ଅନ୍ତର୍ଗତ ମହୀମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ୩୭ତମ ଜିଲ୍ଲା ସ୍ତରୀୟ ଜୁନିୟର ରେଡକ୍ରସ ତାଲିମ ଶିବିର ଉଦ୍‌ଘାଟିତ ହୋଇଯାଇଛି । ତ୍ରିଦିବସୀୟ ଏହି ତାଲିମ ଶିବିରକୁ ବଲାଙ୍ଗିର ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର
Read More...

ବିପଦ ସଂକୁଳ ଅବସ୍ଥାରେ ଟ୍ରାନ୍ସଫର୍ମର

ନୂଆପଡା, (କେପିଏନ୍‌ଏସ୍‌) : ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଖର୍ସେଲ ପଂଚାୟତ ରାଣୀଡ଼ଙ୍ଗରି ଗ୍ରାମ ସ୍ଥିତ ବିଦ୍ୟାଳୟ ନିକଟ ରାସ୍ତା କଡରେ ଥିବା ଟ୍ରାନ୍ସଫର୍ମରର ଚାରିପଟେ ପାଚେରୀ ନ ଥିବାରୁ ଏହା ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି । ୬୩ କେଭି ବିଶିଷ୍ଟ ଉକ୍ତ ଟ୍ରାନ୍ସଫର୍ମରଟି ଭୂମିରୁ
Read More...

ମଦନପୁର ଠାରେ ୨୭ତମ ପଞ୍ଚାୟତ ସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୫

ମ.ରାମପୁର, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ମଦନପୁର ଠାରେ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୫ ପାଳିତ ହୋଇଯାଇଛି । ସରପଞ୍ଚ କେତକୀ ଦଣ୍ଡିଆଙ୍କ ନେତୃତ୍ୱରେ ପାଟଖଣ୍ଡା ମନ୍ଦିରରୁ ମଶାଲ ଯାତ୍ରା ଆରମ୍ଭ କରି ଗ୍ରାମ୍ୟ ପରିକ୍ରମା କରିଥିଲେ । ମୁଖ୍ୟ ଅତିଥି ଭାବେ ଜିଲ୍ଲା
Read More...