Yearly Archives

2025

ବଲାଙ୍ଗିର ଫଲସାପତ୍ରୀ ଉଚ୍ଛେଦକୁ ଅନଙ୍ଗ ଉଦୟ ସିଂହଦେଓଙ୍କ ବିରୋଧ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହରର ଫଲସାପତ୍ରୀ ଉଚ୍ଛେଦକୁ ଅନଙ୍ଗ ଉଦୟ ସିଂହଦେଓଙ୍କ ବିରୋଧ । ବଲାଙ୍ଗିର ସହର ଫଲସାପତ୍ରୀ ବସ୍ତିକୁ ପୁଣି ଥରେ ଉଚ୍ଛେଦ କରିବାକୁ ଜିଲ୍ଲା ପ୍ରଶାସନ ପଦକ୍ଷେପ ନେଇଥିବା ବେଳେ ଏହାକୁ ବିରୋଧ କରାଯାଇଛି । ପୂର୍ବାହ୍ନ ୧୧ଟା ସମୟରେ ବସ୍ତି
Read More...

ପ୍ରଶାସନର ଉଦାସୀନତା ଦିବ୍ୟାଙ୍ଗ ନୀଳିମା ପଟେଲଙ୍କୁ କେବେ ମିଳିବ ସରକାରୀ ସହାୟତା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ ଗୁଦେରପାଲି ପଞ୍ଚାୟତ ଜାମୁରପାଲି ଗ୍ରାମର ୧୯ ବର୍ଷ ବୟସ୍କା ଦିବ୍ୟାଙ୍ଗ ନିଳୀମା ପଟେଲ ସରକାରୀ ସହାୟତାରୁ ବଞ୍ଚିତ ହୋଇଛନ୍ତି । ନିଳୀମା ପଟେଲ ୨୦୨୦ ମସିହା ପୂର୍ବରୁ ଦିବ୍ୟାଙ୍ଗ ଭତ୍ତା ସହ ରାସନ ସାମଗ୍ରୀ ପାଉଥିଲେ ।
Read More...

ବ୍ରହ୍ମପୁର ଉପଖଣ୍ଡସ୍ତରୀୟ ୭୬ତମ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ଉପଖଣ୍ଡସ୍ତରୀୟ ୭୬ତମ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ବ୍ରହ୍ମପୁର ଉପଜିଲ୍ଲାପାଳ ସମ୍ମିଳନୀ ଗୃହରେ ବୁଧବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି । ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ବ୍ରହ୍ମପୁର
Read More...

ଆକାଶବାଣୀ ଏବଂ ଦୂରଦର୍ଶନ ଦ୍ୱାରା ପ୍ରସ୍ତୁତ ଦୁଇଟି ମହାକୁମ୍ଭ ଗୀତର ଉନ୍ମୋଚନ କଲେ କେନ୍ଦ୍ର ସୂଚନା ଏବଂ ପ୍ରସାରଣ…

ନୂଆଦିଲ୍ଲୀ, (ପିଆଇବି) : ୨୦୨୫ ମହାକୁମ୍ଭ ପାଇଁ ଦୂରଦର୍ଶନ ଦ୍ୱାରା ପ୍ରସ୍ତୁତ ବିଷୟବସ୍ତୁ ସଂଗୀତ “ମହାକୁମ୍ଭ ହୈ”କୁ ଦିଲ୍ଲୀରେ ଆୟୋଜିତ ଏକ କାର୍ୟ୍ୟକ୍ରମରେ କେନ୍ଦ୍ର ସୂଚନା ଏବଂ ପ୍ରସାରଣ, ରେଳ, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଉନ୍ମୋଚନ
Read More...

ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ୨ ଲକ୍ଷ କୋଟିରୁ ଅଧିକ ଟଙ୍କାର ଉନ୍ନୟନ ମୂଳକ କାର୍ଯ୍ୟର ଶିଳାନ୍ୟାସ ଓ ଉଦ୍‌ଘାଟନ…

ଜାତୀୟ ଗ୍ରୀନ୍ ହାଇଡ୍ରୋଜେନ ମିଶନ ଅଧୀନରେ ପ୍ରଥମ ଗ୍ରୀନ ହାଇଡ୍ରୋଜେନ ହବ୍‌ର ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀଆନ୍ଧ୍ରପ୍ରଦେଶ ପାଇଁ ଏହା ଏକ ବଡ଼ ଦିନ; ଆମେ ଗୁରୁତ୍ୱପୂର୍ଣ୍ଣ ସବୁଜ ଶକ୍ତି ପଦକ୍ଷେପ ଏବଂ ଗୁରୁତ୍ୱପୂର୍ଣ୍ଣ ଭିତ୍ତିଭୂମି ବିକାଶ ପ୍ରକଳ୍ପର ଶୁଭାରମ୍ଭ କରୁଛୁ :
Read More...

ଓଡ଼ିଶାର ଜଗତପୁରସ୍ଥିତ ସାଇ, ଜାତୀୟ ଉତ୍କର୍ଷ କେନ୍ଦ୍ର ପରିଦର୍ଶନ କଲେ କେନ୍ଦ୍ର ଯୁବବ୍ୟାପାର ଓ କ୍ରୀଡ଼ା…

ଭୁବନେଶ୍ୱର, (ପିଆଇବି) : କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା ରାଷ୍ଟ୍ରମନ୍ତ୍ରୀ ଶ୍ରୀମତୀ ରକ୍ଷା ନିଖିଲ ଖଡ଼ସେ ଜଗତପୁରସ୍ଥିତ ଭାରତୀୟ କ୍ରୀଡ଼ା ପ୍ରାଧିକରଣ (ସାଇ), ଜାତୀୟ ଉତ୍କର୍ଷ କେନ୍ଦ୍ର (ଏନ୍‌ସିଓଇ) ପରିଦର୍ଶନ କରିଛନ୍ତି । ଏହି ଅବସରରେ ଜଗତପୁରସ୍ଥିତ ଜାତୀୟ ଉତ୍କର୍ଷ କେନ୍ଦ୍ରର
Read More...

ଭୁବନେଶ୍ୱରରେ ଯୁବ ପ୍ରବାସୀ ଭାରତୀୟ ଦିବସ ସମାରୋହରେ କେନ୍ଦ୍ର ମନ୍ତ୍ରୀ ଡକ୍ଟର ମନସୁଖ ମାଣ୍ଡଭୀୟଙ୍କ ଅଂଶଗ୍ରହଣ

● ଭାରତର ବିକାଶକୁ ତ୍ୱରାନ୍ୱିତ କରିବା ପାଇଁ ସମଗ୍ର ବିଶ୍ୱରୁ ଅଭିଜ୍ଞତା ଏବଂ ସର୍ବୋତ୍ତମ କାର୍ଯ୍ୟପଦ୍ଧତି ନେଇ ଆସିବା ଲାଗି ପ୍ରବାସୀଙ୍କୁ ନିବେଦନ କଲେ ଡକ୍ଟର ମାଣ୍ଡଭୀୟ ଭୁବନେଶ୍ୱର, (ପିଆଇବି) : କେନ୍ଦ୍ର ଯୁବ ବ୍ୟାପାର ଏବଂ କ୍ରୀଡ଼ା ମନ୍ତ୍ରୀ ଡକ୍ଟର ମନସୁଖ ମାଣ୍ଡଭୀୟ ଭୁବନେଶ୍ୱର
Read More...

ରାଷ୍ଟ୍ରପତି ଜାନୁଆରୀ ୯ରୁ ୧୦ ତାରିଖ ପର୍ଯ୍ୟନ୍ତ ମେଘାଳୟ ଓ ଓଡ଼ିଶା ଗସ୍ତ କରିବେ

ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆସନ୍ତା ଜାନୁଆରୀ ୯ରୁ ୧୦ ତାରିଖ ପର୍ଯ୍ୟନ୍ତ ମେଘାଳୟ ଓ ଓଡ଼ିଶା ଗସ୍ତ କରିବେ ନୂଆଦିଲ୍ଲୀ, (ପିଆଇବି) : ଜାନୁଆରୀ ୯ରେ ରାଷ୍ଟ୍ରପତି ମେଘାଳୟର ଉମିୟାମଠାରେ ଉତ୍ତର-ପୂର୍ବ ପାର୍ବତ୍ୟ ଅଞ୍ଚଳ ପାଇଁ ଆଇସିଏଆର୍‌ ଗବେଷଣା କମ୍ପ୍ଲେକ୍ସର ସୁବର୍ଣ୍ଣ
Read More...

ଜାତୀୟ ଶକ୍ତି ଉତ୍ତୋଳନ ପ୍ରତିଯୋଗିତାରେ ବଲାଙ୍ଗିରର ସଫଳତା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଗତ ଜାନୁୟାରୀ ୩ରୁ ୫ ତାରିଖ ପର୍ଯ୍ୟନ୍ତ ଛତିଶଗଡ ରାଜ୍ୟର ରାଜଧାନୀ ରାୟପୁର ଠାରେ ଅନୁଷ୍ଠିତ ହୋଇଯାଇଥିବା ଜାତୀୟ ଶକ୍ତି ଉତ୍ତୋଳନ ପ୍ରତିଯୋଗିତାରେ ଓଡିଶା ଦଳ ଚମ୍ପିୟାନ ଦଳ ଭାବରେ ପୁରସ୍କୃତ ହୋଇଛନ୍ତି । ଏହି ଚମ୍ପିୟାନ ଦଳରେ ବଲାଙ୍ଗିର ଜିଲ୍ଲାର
Read More...

ମୁରିବାହାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମହିଳା ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଘାଟିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆଜି ଠାରୁ ମହିଳା ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଘାଟିତ ହୋଇଯାଇଛି । ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ରମେଶ ଚନ୍ଦ୍ର ମହାନନ୍ଦଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଶିବିରରେ ବରିଷ୍ଠ
Read More...