Yearly Archives

2025

ଚୋରକୁ ଧରିବାରେ ସଫଳ ହୋଇଛି ପୋଲିସ

ଜୟପାଟଣା, (ଶେଷଦେବ ବେହେରା) : ମୋବାଇଲ୍ ଚୋରକୁ ଧରିବାରେ ସଫଳ ହୋଇଛି ଜୟପାଟଣା ପୋଲିସ । ବିଗତ ଦିନରେ ଜୟପାଟଣା ସହରରେ ମୋବାଇଲ ଚୋରି ଘଟଣାକୁ ଗୁରୁତ୍ୱର ସହ ନେଇ ତଦନ୍ତ ଜାରି ରଖିଥିଲା ପୋଲିସ । ଶେଷରେ ଘଟଣାର ୪ ଦିନ ପରେ ପୋଲିସ ଅଭିଯୁକ୍ତକୁ ଗିରଫ କରିବାରେ ସଫଳ ହୋଇଛି । ଗତ ୩୧
Read More...

ତ୍ରିଦିବସୀୟ ପ୍ରଗତି ତାଲିମ୍ ଶିବିର ଉଦ୍‌ଘାଟିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଡିଆଇଇଟି ବରଗଡ଼ ଆନୁକୁଲ୍ୟରେ ସାମଗ୍ରିକ ବିଦ୍ୟାଳୟ ବିକାଶ ଯୋଜନା ଆଧାରିତ ତ୍ରିଦିବସୀୟ ପ୍ରଗତି ପ୍ରଶିକ୍ଷଣ ସ୍ଥାନୀୟ ଟାଉନ୍ ଉଚ୍ଚ ବିଦ୍ୟାଳୟ ପଦ୍ମପୁର ପରିସର ମଧ୍ୟରେ ଉଦ୍‌ଘାଟିତ ହୋଇଯାଇଛି । ଏହି ପ୍ରଶିକ୍ଷଣ ମୁଖ୍ୟତଃ ପ୍ରଧାନ ଶିକ୍ଷକ ଓ ସହ ଗୋଷ୍ଠୀ
Read More...

ଟିଟିଲାଗଡ ଠାରେ ଆଭାଷୀ ମାଧ୍ୟମରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ଼ ଓକିଲ ସଭାଗୃହ ଓ କ୍ୟାଣ୍ଟିନର ଶୁଭ ରାଜ୍ୟବ୍ୟାପୀ ବିଭିନ୍ନ ସ୍ଥାନରେ ୩୩ଟି ନୂତନ ସଭାଗୃହ, କ୍ୟାଣ୍ଟିନ, ଜେଏମ୍‌ଏଫ୍‌ସି କ୍ୱାର୍ଟର ମାନଙ୍କର ଶିଳାନ୍ୟାସ ସୋମବାର ସନ୍ଧ୍ୟାରେ ଓଡ଼ିଶାର ହାଇକୋର୍ଟ ମୁଖ୍ୟ ବିଚାରପତି ଚକ୍ରଧାରୀ ଚରଣ ସିଂ ଭିଡିଓ
Read More...

ବିଭିନ୍ନ ରେଳ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

● ଜାମ୍ମୁ-କାଶ୍ମୀର, ତେଲଙ୍ଗାନା ଏବଂ ଓଡ଼ିଶାରେ ରେଳ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ ପର୍ଯ୍ୟଟନକୁ ପ୍ରୋତ୍ସାହିତ କରିବ ଏବଂ ଏହି ଅଞ୍ଚଳରେ ସାମାଜିକ-ଆର୍ଥିକ ବିକାଶରେ ସହାୟକ ଦେବ : ପ୍ରଧାନମନ୍ତ୍ରୀ● ଆଜି ଦେଶ ବିକଶିତ ଭାରତର ସଂକଳ୍ପକୁ ହାସଲ କରିବା ଦିଗରେ ଅଗ୍ରସର ଏବଂ ଏଥିପାଇଁ
Read More...

ଯୁଗଯାତ୍ରୀ ସାହିତ୍ୟ ସଂସଦର ସୁବର୍ଣ୍ଣ ଜୟନ୍ତୀ ମହୋତ୍ସବ

ଭାଷା ଭିନ୍ ଭିନ୍‌ ସାହିତ୍ୟ ଗୁଟେ : ପଦ୍ମଶ୍ରୀ ହଳଧର ନାଗ ମ.ରାମପୁର, (ପି.କେ. ସାହୁ) : କଳାହାଣ୍ଡିର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ଯୁଗଯାତ୍ରୀ ସାହିତ୍ୟ ସଂସଦର ଦୁଇ ଦିନିଆ ସୁବର୍ଣ୍ଣ ଜୟନ୍ତୀ ମହୋତ୍ସବ ଉଦ୍‌ଯାପିତ ହେଇଯାଇଛି । ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଲୋକକବି
Read More...

ବିଶ୍ୱନାଥ ଦେବ ନୋଡାଲ ଉଚ୍ଚ ବିଦ୍ୟାପୀଠର ସୁବର୍ଣ୍ଣ ଜୟନ୍ତୀ ସମାରୋହ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ବିଶ୍ୱନାଥ ଦେବ ନୋଡାଲ ଉଚ୍ଚ ବିଦ୍ୟାପୀଠର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ବିଦ୍ୟାପୀଠର ପ୍ରାକ୍ତନ ପ୍ରଥମ ଛାତ୍ର ହୃଷିକେଶ ହରିଚନ୍ଦନ ସଭାପତିତ୍ୱ କରିଥିବା ବେଳେ
Read More...

ୟୁଥ୍ ହଷ୍ଟେଲର ବାର୍ଷିକୋତ୍ସବ ଆସନ୍ତା ୧୨ରେ

ରାଉରକେଲା, (ସସ୍ମିତା ପ୍ରଧାନ) : ୟୁଥ୍ ହଷ୍ଟେଲ ଅଫ୍ ଇଣ୍ଡିଆ ରାଉରକେଲାର ୪୬ତମ ବାର୍ଷିକ ଉତ୍ସବ ତଥା ଏହି ଅନୁଷ୍ଠାନର ସର୍ବଭାରତୀୟ ସ୍ତରରେ ୭୫ତମ ବାର୍ଷିକୋତ୍ସବ ଆସନ୍ତା ୧୨ ତାରିଖ ଦିନ ସ୍ଥାନୀୟ ସିଭିକ ସେଣ୍ଟର୍ ଠାରେ ଅନୁଷ୍ଠିତ ହେବ ବୋଲି ହଷ୍ଟେଲର କାର୍ଯ୍ୟାଳୟ ଠାରେ ଆୟୋଜିତ
Read More...

୧୯୬୯ ବ୍ୟାଚ୍‌ର ଭାବ ବିନିମୟ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୧୪ ଇସ୍ପାତ ହାୟର ସେକେଣ୍ଡାରୀ ସ୍କୁଲର ପ୍ରଥମ ବ୍ୟାଚ୍‌ ୧୯୬୯ର ଛାତ୍ର ଛାତ୍ରୀ ଓ ସେମାନଙ୍କୁ ପଢାଇଥିବା ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନେଇ ୫୫ତମ ବାର୍ଷିକ ସମାବେଶ ରାଉରକେଲା କ୍ଲବ ଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ଶିକ୍ଷାବିତ
Read More...

ଲୋକକଳାର ସୁରକ୍ଷା ପାଇଁ ସମସ୍ତ ପ୍ରକାର ଉଦ୍ୟମ କରାଯିବ : ସାଂସଦ ଅନିତା ପ୍ରିୟଦର୍ଶିନୀ

ନିଖିଳ ଉକ୍ରଳ ଦାସକାଠିଆ କଳାକାର ସଂଘର ୪୪ତମ ବାର୍ଷିକ ମହୋତ୍ସବ ଉଦ୍‌ଯାପିତ ବ୍ରହ୍ମପୁର, (କେପିଏନ୍‌ଏସ୍‌) : ନିକଟସ୍ଥ ଭାବନ୍ଧ ଠାରେ ଥିବା ଶ୍ରୀ ପାଗଳବାବା ଆଶ୍ରମ ପରିସରରେ ଗତ୪, ୫ ତାରିଖ (ଶନିବାର ଓ ରବିବାର) ଦୁଇଦିନ ଧରି ଅନୁଷ୍ଠିତ ହୋଇଯାଇଥିବା ନିଖିଳ ଉକ୍ରଳ ଦାସକାଠିଆ କଳାକାର
Read More...

ଏସ୍‌.ବି.ଆଇ ବଲାଙ୍ଗିରର ଇଣ୍ଟ୍ରା ରିଜନ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଏସ୍‌.ବି.ଆଇ ବଲାଙ୍ଗିରର ଇଣ୍ଟ୍ରା ରିଜନ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ବଏଜ୍ ହାଇସ୍କୁଲ୍ ବଲାଙ୍ଗିର ପଡିଆରେ ଅନୁଷ୍ଠିତ ହୋଇଯାଇଛି । ପ୍ରାୟ ୧୦୦ରୁ ଅଧିକ ଏସ୍‌.ବି.ଆଇ କର୍ମଚାରୀ ଏଥିରେ ଅଂଶ ଗ୍ରହଣ କରିଥିଲେ । ଏଥିରେ ମୁଖ୍ୟ ଅତିଥି ଭାବେ ପ୍ରଦ୍ୟୁମ୍ନ
Read More...