ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ବାର୍ଷିକ କ୍ରୀଡ଼ା ଉଦଯାପିତ
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁରର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୩୦ ତମ ବାର୍ଷିକ କ୍ରୀଡ଼ା ଶନିବାର ଉଦଯାପିତ ହୋଇଯାଇଅଛି । ମୁଖ୍ୟ ଅତିଥି ରୂପେ ଛତ୍ରପୁର ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଶର୍ମିଷ୍ଠା ପ୍ରଧାନ, ସମ୍ମାନିତ ଅତିଥିଭାବେ ଆଇନଜୀବୀ କେ.ଚନ୍ଦ୍ରଶେଖର ରେଡ୍ଡୀ,!-->…
Read More...
Read More...