Yearly Archives

2025

ତମାଖୁ ମୁକ୍ତ ଅଭିଯାନ : ଜିଲ୍ଲା ସ୍ୱାସ୍ଥ୍ୟ ସମିତି ତରଫରୁ ମାୟାବର୍ହା ହାଇସ୍କୁଲ ପୁରସ୍କୃତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହା ଠାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ. ରବିଚନ୍ଦ୍ର ପଶାୟତଙ୍କ ଅଧ୍ୟକ୍ଷତାରେ ତମାଖୁ ମୁକ୍ତ ଅଭିଯାନ ଆୟୋଜିତ ହୋଇଯାଇଛି । ପ୍ରାରମ୍ଭରେ ମାୟାବର୍ହା ଆରୋଗ୍ୟ
Read More...

ବଡଦେଓ ଲୋକ ନାଟକ ମହୋତ୍ସବ – ୨୦୨୫ ଉଦଯାପିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଓଡିଶା ସରକାରଙ୍କ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ସହାୟତାରେ ତଥା ଲୋଇସିଂହା ଆଦିବାସୀ ଯୁବକ ସାଂସ୍କୃତିକ ସଂଘ ଓ ସୁରସଂଗମ ସାଂସ୍କୃତିକ ସଂସଦର ମିଳିତ ଆନୁକୂଲ୍ୟରେ ଆୟୋଜିତ ବଡ଼ଦେଓ ଲୋକନାଟକ ମହୋତ୍ସବ -୨୦୨୫ ସମାରୋହରେ ଉଦଯାପିତ ହୋଇଯାଇଛି ।
Read More...

କୁଡ଼ାସିଂହାରେ ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା

ଦେଓଗାଁ, (ମନୀଷ କୁମାର ସାହୁ) : ବଲାଙ୍ଗିର ସଦର ବ୍ଲକ କୁଡ଼ାସିଂହା ସ୍ଥିତ ଜ୍ଞାନ ଜ୍ୟୋତି ତପୋବନ ଶିକ୍ଷା ମନ୍ଦିରରେ ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଶୁକ୍ରବାର ଦିନ ଏହି ବିଜ୍ଞାନ ମେଳାରେ ବଲାଙ୍ଗିର, କୁଡାସିଂହା, ଫାସଡ଼ ଓ ଶିବତଲା ଶାଖାର ୨୫୦ଜଣ ଶିଶୁ
Read More...

ବରପାଲି ପଡ଼ା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର କନ୍ଧପାଲି ପଡା (ଯାହା ରାଜେନ୍ଦ୍ର ଯୁବକ ସଂଘ ଦ୍ୱାରା ପରିଚାଳିତ) ତରଫରୁ ବରିଷ୍ଠ ନାଗରିକ ମାନଙ୍କ ପାଇଁ ଏକ ସ୍ଵାସ୍ଥ୍ୟ ସେବା ଶିବିର ବରପାଲିପଡ଼ା ଭଗବତ ମନ୍ଦିର ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ସ୍ୱାସ୍ଥ୍ୟ ଶିବିରରେ
Read More...

ଜନ୍ମମାଟି କୁମ୍ଭାରୀରେ ଗୁରୁ ଭଗବାନ ସାହୁଙ୍କ ୨୫ ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଆଜାଦ ଯୁବକ ସଂଘ ଆନୁକୂଲ୍ୟରେ ଜନ୍ମ ମାଟି କୁମ୍ଭାରୀରେ ଗୁରୁ ଭଗବାନ ସାହୁଙ୍କ ୨୫ ତମ ଶ୍ରାଦ୍ଧବାର୍ଷିକୀ ପାଳିତ ହୋଇଯାଇଛି । କୁମ୍ଭାରୀ ଶାସ୍ତ୍ରୀପଡାଠାରେ ପଶ୍ଚିମ ଓଡ଼ିଶା ଭାଷା, କଳା ତଥା ସଂସ୍କୃତିର ପ୍ରଚାରକ ଗୁରୁ ଭଗବାନ ସାହୁଙ୍କ ପ୍ରତିମୂର୍ତ୍ତି
Read More...

ନିର୍ମଳ ମୁଣ୍ଡା ଖୁଟକାଟି ଟ୍ରଷ୍ଟ ପକ୍ଷରୁ ନଭେମ୍ବର ୨୬ ତାରିଖରେ ସମ୍ବିଧାନ ଦିବସ ପାଳନ ସମାରୋହ ୨୦୨୫

ରାଉରକେଲା, (ସସ୍ମିତା ପ୍ରଧାନ) : ନିର୍ମଳ ମୁଣ୍ଡା ଖୁଟକାଟି ଟ୍ରଷ୍ଟ ପକ୍ଷରୁ ନଭେମ୍ବର ୨୬ ତାରିଖ ଦିନ ଝିରପାଣି ଫୁଟବଲ ପଡିଆରେ ସମ୍ବିଧାନ ଦିବସ ପାଳନ ସମାରୋହ ଆୟୋଜିତ ହେବ ବୋଲି ଆଜି ସେକ୍ଟର-୧୩ କମ୍ୟୁନିଟି ସେଣ୍ଟରଠାରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି ।
Read More...

ଶହୀଦ ଲକ୍ଷ୍ମଣ ନାୟକ ଓଡ଼ିଶାର ଜଣେ ଆଦିବାସୀ ସ୍ଵାଧୀନତା ସଂଗ୍ରାମୀ ନେତା ଥିଲେ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଶହୀଦ ଲକ୍ଷ୍ମଣ ନାୟକ ଓଡ଼ିଶାର ଜଣେ ଆଦିବାସୀ ସ୍ଵାଧୀନତା ସଂଗ୍ରାମୀ ନେତା ଥିଲେ । ଗାନ୍ଧିଜୀଙ୍କ ଆଦର୍ଶରେ ଅନୁପ୍ରାଣୀତ ହୋଇ ସେ ଗାଁ ଗାଁ ବୁଲି ସ୍ଵାଧୀନତା ଅହିଂସାର ବାର୍ତ୍ତା ପ୍ରଚାର କରୁଥିଲେ । ଯାହା ବ୍ରିଟିଶମାନଙ୍କୁ ଅସୁବିଧା କରୁଥିଲା ।
Read More...

ରାଜ୍ୟ ସ୍ତରୀୟ ମାଁ ଭୈରବୀ ମହୋତ୍ସବର ଚତୁର୍ଥ ଦିବସ

-ଶୀତୁଆ ସନ୍ଧ୍ୟାରେ ସମ୍ବଲପୁରୀ ନାଚ ଗୀତ ସାଙ୍ଗକୁ ଚଟପଟି ଖାଦ୍ୟର ମଜା ନେଉଛନ୍ତି ଦର୍ଶକ ବୌଦ୍ଧ, (କେପିଏନ୍‌ଏସ୍‌) : ବୌଦ୍ଧ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମାଁ ଭୈରବୀଙ୍କ ନାମରେ ନାମିତ ପଞ୍ଚମ ରାଜ୍ୟ ସ୍ତରୀୟ ମାଁ ଭୈରବୀ ମହୋତ୍ସବ ଚତୁର୍ଥ ଦିବସ । ମାଁ ଭୈରବୀ ସାଂସ୍କୃତିକ ପରିଷଦ,
Read More...

ମୋ ଖତ ବିକ୍ରୟ କେନ୍ଦ୍ର ଉଦଘାଟିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା ଧର୍ମଗଡ ବିଜ୍ଞାପିତ ଅଞ୍ଚଳ ପରିଷଦର ମୋ ଖତ ବିକ୍ରୟ କେନ୍ଦ୍ର, ଏକ ପାଣି ପମ୍ପ ଓ ଫଗିଙ୍ଗ ମେସିନ ଆଜି ଉଦଘାଟିତ ହୋଇଯାଇଛି । ଉଦଘାଟନୀ କାର୍ଯ୍ୟକ୍ରମରେ ଧର୍ମଗଡ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ
Read More...

କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପାଇଁ କଣ୍ଟାବାଞ୍ଜି ମାଟିର ମହୋତ୍ସବ କମିଟି ପକ୍ଷରୁ ଶୋକସଭା

ତୁରେକେଲା, (ପିତାମ୍ବର ଦୀପ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ମାଟିର ମହୋତ୍ସବ କମିଟି ପକ୍ଷରୁ ଶୁକ୍ରବାର ସନ୍ଧ୍ୟାରେ କଣ୍ଟାବାଞ୍ଜି ମାଟିର ମହୋତ୍ସବ କାର୍ଯ୍ୟାଳୟଠାରେ ଓଡ଼ିଶାର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ବିୟୋଗରେ ସଭାପତି ବ୍ରଜଶ୍ୟାମ ଗୁରୁଙ୍କ ସଭାପତିତ୍ୱରେ ଶୋକସଭା
Read More...