ରାଉରକେଲା କଲେଜରେ ବିଶ୍ୱ ଦର୍ଶନ ଶାସ୍ତ୍ର ଦିବସ ଅନୁଷ୍ଠିତ
ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର-୪ ସ୍ଥିତ ରାଉରକେଲା କଲେଜ, ରାଉରକେଲାର ଦର୍ଶନ ଶାସ୍ତ୍ର ବିଭାଗ ପକ୍ଷରୁ ବିଶ୍ୱ ଦର୍ଶନ ଶାସ୍ତ୍ର ଦିବସ ଅନୁଷ୍ଠିତ ହୋଇଯାଇଛି । କଲେଜର ଅଧ୍ୟକ୍ଷ ଡ. ରବୀନ୍ଦ୍ର କୁମାର ଜେନାଙ୍କ ସଭାପତିତ୍ୱ ଓ ପ୍ରାଧ୍ୟାପକ ରଞ୍ଜିତ କୁମାର ପ୍ରଧାନଙ୍କ ସଂଯୋଜନାରେ!-->…
Read More...
Read More...