ହଳଦୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରକୃତି ପରିବେଶ ସୁରକ୍ଷା ନେଇ କର୍ମଶାଳା ଅନୁଷ୍ଠିତ
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ହଳଦୀ ଗ୍ରାମରେ ଥିବା ବୀର ସୁରେନ୍ଦ୍ର ସାଏ ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟରେ ୟୁଥ ଫର ନେଚର ଏବଂ ଏନଭାରମେଣ୍ଟାଲ ପ୍ରୋଟେକ୍ସନ ଉପରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଫାଉଣ୍ଡେସନ ଫର ଇକଲୋଜିକାଲ ସିକ୍ୟୁରିଟି!-->…
Read More...
Read More...