Yearly Archives

2025

ଷ୍ଟର୍ମ ୱାଟର ଡ୍ରେନେଜ୍ ସିଷ୍ଟମ୍ ପ୍ରକଳ୍ପର ମାଷ୍ଟର୍ ପ୍ଲାନ୍ ପାଇଁ ବୁଝାମଣା ପତ୍ର ସ୍ଵାକ୍ଷରିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସହରର ଡ୍ରେନେଜ୍ ବ୍ୟବସ୍ଥାକୁ ସୁବ୍ୟବସ୍ଥିତ କରିବା ତଥା ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ସକାଶେ ଖୁବ୍ ଶୀଘ୍ର ଷ୍ଟର୍ମ ୱାଟର ଡ୍ରେନେଜ୍ ସିଷ୍ଟମ୍ ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ । ଏଥି ପୂର୍ବରୁ ପ୍ରକଳ୍ପର ମାଷ୍ଟର୍ ପ୍ଳାନ୍ ଓ ସବିଶେଷ
Read More...

ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗ ସଚିବଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆଜି ରାଜ୍ୟ ପଞ୍ଚାୟତି ରାଜ ଓ ପାନୀୟ ଜଳ ଯୋଗାଣ କମିଶନର ଏସ୍ ଏନ ଗିରିଶ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ କରିଥିଲେ । ଏହି ଅବସରରେ ସେ ସୋନପୁର ପଞ୍ଚାୟତ ସମିତି ଅନ୍ତର୍ଗତ କଳାପଥର ଗ୍ରାମ ପଞ୍ଚାୟତର ନନ୍ଦନମାଲ ଠାରେ ନିର୍ମାଣାଧୀନ ୱାଟର ଟ୍ରିଟମେଣ୍ଟ
Read More...

ଦକ୍ଷିଣ ଆଫ୍ରିକା ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ

ନୂଆଦିଲ୍ଲୀ, (ପିଆଇବି) : ମୁଁ ଦକ୍ଷିଣ ଆଫ୍ରିକାର ଅଧ୍ୟକ୍ଷତାରେ ଜୋହାନ୍ସବର୍ଗରେ ଅନୁଷ୍ଠିତ ହେବାକୁ ଥିବା ବିଂଶତମ ଜି-୨୦ ନେତାଙ୍କ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ମହାମହିମ ସିରିଲ୍ ରାମାଫୋସାଙ୍କ ନିମନ୍ତ୍ରଣ କ୍ରମେ ୨୧-୨୩ ନଭେମ୍ବର, ୨୦୨୫ ପର୍ଯ୍ୟନ୍ତ ଦକ୍ଷିଣ ଆଫ୍ରିକା ଗସ୍ତ କରୁଛି ।
Read More...

ରାଜ୍ୟସ୍ତରୀୟ ଜୁନିୟର ଖୋ-ଖୋ ଚମ୍ପିୟାନସିପ୍‌

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆସନ୍ତା ତା.୨୭.୧୧.୨୦୨୫ରୁ ତା.୨୮.୧୧.୨୦୨୫ ଦୁଇ ଦିନ ଧରି ଜଗନ୍ନାଥ ସ୍ପୋର୍ଟ କମ୍ପେ୍ଲକ୍ସ ପୁରୀ ଠାରେ ଅନୁଷ୍ଠିତ ହେବ । ଏହି ଉପଲକ୍ଷେ ବଲାଙ୍ଗିର ଜିଲ୍ଲା କ୍ରୀଡା ସଂସଦ ଆନୁକୂଲ୍ୟରେ ଆସନ୍ତା ତା.୨୩.୧୧.୨୦୨୫ ରବିବାର ଦିନ ପୁରୁଷ ଓ ମହିଳା ବର୍ଗ, କନିଷ୍ଠ
Read More...

ବଙ୍ଗୋମୁଣ୍ଡାରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମେଳା

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଙ୍ଗୋମୁଣ୍ଡା ବ୍ଲକ ଉଦ୍ୟାନ ବିଭାଗ ନର୍ସରୀ ଠାରେ ବିଶ୍ୱ ମତ୍ସ୍ୟ ଦିବସ ପାଳନ ଅବସରରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମେଳା ଅନୁଷ୍ଠିତ ହୋଇଯାଇଛି । ବଙ୍ଗୋମୁଣ୍ଡା ବିଡ଼ିଓ ପୂର୍ଣ୍ଣଚନ୍ଦ୍ର ପୁଟେଲଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି
Read More...

ବଙ୍ଗୋମୁଣ୍ଡା ଥାନାର ଏସଊଆଇଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଙ୍ଗୋମୁଣ୍ଡା ଥାନା ପରିସରରେ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା । ଅବସରପ୍ରାପ୍ତ ଏସ୍‌ଆଇ ବୁଦ୍ଧଦେବ ବିଶ୍ୱାଳଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା । ବଙ୍ଗୋମୁଣ୍ଡା ଥାନା ଅଧିକାରୀ ସଂଜୀବ ପଧାନଙ୍କ
Read More...

ଜୁରାବନ୍ଧରେ ବ୍ଲକ ସ୍ତରୀୟ ଖେଳକୁଦ ପ୍ରତିଯୋଗିତା ଉଦଯାପିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଜୁରାବନ୍ଧ ଗ୍ରାମରେ ମାଇ ଭାରତ ବଲାଙ୍ଗିର ଓ କପିଳେଶ୍ଵର ଯୁବକ ସଂଘ ଜୁରାବନ୍ଧ ଆନୁକୂଲ୍ୟରେ ଚାଲିଥିବା ବ୍ଲକ ସ୍ତରୀୟ ୩ ଦିନିଆ ଖେଳକୁଦ ପ୍ରତିଯୋଗିତା ଆଜି ଉଦଯାପିତ ହୋଇଯାଇଛି । ଏହି ଉଦଯାପନୀ
Read More...

ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ : ୧୨୭ ପ୍ରକଳ୍ପ ପ୍ରଦର୍ଶିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ ଅନ୍ତର୍ଗତ ମଣ୍ଡଳ ବିଶ୍ୱନାଥ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା, ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଏବଂ ଇକୋ କ୍ଲବ ତିନୋଟି କାର୍ଯ୍ୟକ୍ରମ ଶୁକ୍ରବାର ମହାଡ଼ମ୍ବରରେ
Read More...

ବେଆଇନ ମଦ ଦୋକାନରେ ଅବକାରୀ ବିଭାଗର ଚଢ଼ାଉ : ଜଣେ ଗିରଫ, କୋର୍ଟ ଚାଲାଣ

କଳାହାଣ୍ଡି : କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଅବକାରୀ ବିଭାଗ ତରଫରୁ ଗୋଲାମୁଣ୍ଡା ବ୍ଲକର ବୃନ୍ଦାବାହାଲ ଗାଁରେ ଚଡାଉ କରାଯାଇଛି । ଏହି ଚଢ଼ାଉରେ ବେଆଇନ ଦେଶୀ ମଦ ବିକ୍ରି କରୁଥିବା ନେଇ ଜଣେ ମଦ ବେପାରୀକୁ ଗିରଫ କରିଛି ଅବକାରୀ ବିଭାଗ । ଗିରଫ ଅଭିଯୁକ୍ତ ଜଣକ ହେଲେ ବୃନ୍ଦାବାହାଲ ଗାଁର
Read More...

ଜିଲ୍ଲା ସ୍ତରୀୟ ଏକତା ପଦଯାତ୍ରା ଆୟୋଜିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ତଥା ଏକତା ଦିବସ ଅବସରରେ ଆଜି ସ୍ଥାନୀୟ ଆର୍‌ବି, ହାଇସ୍କୁଲ ପଡିଆ ଠାରୁ ଭେରୁଆଛକ, ରାଜବାଟି ପଡିଆ, ଶାସ୍ତ୍ରୀ ଛକ, ଦୁର୍ଗା ମା' ମନ୍ଦିର ପୁଣି ଭେରୁଆ ଛକ ଦେଇ ଆର୍‌ବି, ହାଇସ୍କୁଲ ପଡିଆ ପର୍ଯ୍ୟନ୍ତ ଏକତା
Read More...