ବାସୁଦେବ ସ୍ମାରକୀ କ୍ରିକେଟ ପ୍ରତିଯୋଗିତା ଉଦଯାପିତ
ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ସିକୁଆଁ ପଞ୍ଚାୟତ ଅନ୍ତର୍ଗତ ବାଞ୍ଜିବାହାଲି କ୍ରିକେଟ କ୍ଲବ ଆନୁକୂଲ୍ୟରେ କରୁଆଁଝର ଖେଳ ପଡ଼ିଆରେ ଗତ ୧୨ତାରିଖରୁ ଆରମ୍ଭ ହୋଇଥିବା ବାସୁଦେବ ସ୍ମାରକୀ କ୍ରିକେଟ ପ୍ରତିଯୋଗିତା ରବିବାର ଦିନ ଉଦଯାପିତ ହୋଇଯାଇଛି । ପ୍ରତିଯୋଗିତାର ଫାଇନାଲ ଖେଳ!-->…
Read More...
Read More...