Yearly Archives

2025

ବଙ୍ଗୋମୁଣ୍ଡା ବ୍ଲକ ସାମ୍ବାଦିକ ସଂଘ ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସାମ୍ବାଦିକ ସଂଘ ପକ୍ଷରୁ ଠେମରା ପଞ୍ଚାୟତର ଜାମତରା ଗ୍ରାମ ଠାରେ ସଭାପତି ରଶ୍ମିରଞ୍ଜନ ପୁଟେଲଙ୍କ ସଭାପତିତ୍ୱରେ ଜାତୀୟ ପ୍ରେସ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ସାମ୍ବାଦିକମାନେ ଗ୍ରାମାଞ୍ଚଳର ସମସ୍ୟାର
Read More...

ବିଦ୍ୟା ଷ୍ଟଡ଼ି ପଏଂଟ ଆନୁକୂଲ୍ୟରେ ଶିଶୁ ଦିବସ ପାଳିତ

‘ଶିଶୁ ହସିଲେ ସମାଜ ହସିବ’ ରାଉରକେଲା, (ସସ୍ମିତା ପ୍ରଧାନ) : ସାରନଗରୀସ୍ଥିତ ଘରୋଇ ଶିକ୍ଷାନୁଷ୍ଠାନ ବିଦ୍ୟାଷ୍ଟଡ଼ି ପଏଂଟ ପକ୍ଷରୁ ଶିଶୁ ଦିବସ ପାଳିତ ହୋଇଯାଇଛି । ଅନୁଷ୍ଠାନର ନିର୍ଦ୍ଦେଶକ ସରୋଜ କୁମାର ବେହେରାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ
Read More...

ରାଉରକେଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଜାତୀୟ ପ୍ରେସ୍ ଦିବସ ପାଳନ ସମାରୋହ -୨୦୨୫

ରାଉରକେଲା, (ସସ୍ମିତା ପ୍ରଧାନ) : ଆଜି ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଜାତୀୟ ପ୍ରେସ୍ ଦିବସ ପାଳନ ସମାରୋହ - ୨୦୨୫ ଉଦିତନଗର ଆଇଟିଡିଏ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ୧୯୬୬ ମସିହାରେ ପ୍ରେସ୍ କାଉନସିଲ୍ ଅଫ୍ ଇଣ୍ଡିଆ ଗଠନ ହେବା ପରଠାରୁ ଏହି ଜାତୀୟ ପ୍ରେସ୍ ଦିବସ
Read More...

ସୋମନାଥ ଜ୍ୟୋତିର୍ଲିଙ୍ଗ ଦର୍ଶନ ପାଇଁ ବ୍ୟାପକ ପ୍ରସ୍ତୁତି

ରାଉରକେଲା, (ସସ୍ମିତା ପ୍ରଧାନ) : ଆସନ୍ତା ନଭେମ୍ବର ୧୮ ତାରିଖ ସନ୍ଧ୍ୟାରେ ସ୍ଥାନୀୟ ଭଞ୍ଜଭବନ ପ୍ରାଙ୍ଗଣରେ ରାଉରକେଲା ଆର୍ଟ ଅଫ୍ ଲିଭିଂ ପରିବାର ଆନୁକୂଲ୍ୟରେ ସୋମନାଥ ମହାଦେବଙ୍କ ପ୍ରାଚୀନ ତଥା ମୂଳ ଜ୍ୟୋତିର୍ଲିଙ୍ଗଙ୍କ ଦର୍ଶନ ଏବଂ ରୁଦ୍ରାଭିଷେକ ଉପଲକ୍ଷେ ଏକ ଭବ୍ୟ କାର୍ଯ୍ୟକ୍ରମ ଆୟୋଜିତ
Read More...

ମାସିକ ସାହିତ୍ୟ ଆସର ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର-୪ ସ୍ଥିତ ରାଉରକେଲା କଲେଜ, ରାଉରକେଲା ଆନୁକୂଲ୍ୟରେ ଅଖିଳ ଭାରତୀୟ ସାହିତ୍ୟ ପରିଷଦ, ରାଉରକେଲାର ମାଧବ ନଗର ଶାଖା ଦ୍ୱାରା ଆୟୋଜିତ ମାସିକ ସାହିତ୍ୟ ଆସର ଅନୁଷ୍ଠିତ ହୋଇଯାଇଛି । ଡ. ରବୀନ୍ଦ୍ର କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଏବଂ ନିରୁପମା ପତିଙ୍କ
Read More...

ଗୁରୁ ନାନକ ପବ୍ଲିକ୍ ସ୍କୁଲ ପକ୍ଷରୁ ଜାତୀୟ ପ୍ରେସ୍ ଦିବସରେ ସାମ୍ବାଦିକଙ୍କୁ ସମ୍ବର୍ଦ୍ଧନା

ରାଉରକେଲା, (ସସ୍ମିତା ପ୍ରଧାନ) : ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ ରୂପେ ପରିଚିତ ଗଣମାଧ୍ୟମ ବିନା ଗଣତନ୍ତ୍ରର ମୂଲ୍ୟବୋଧ କିଛି ନଥାଏ । ଯେକୌଣସି ଦେଶର ସ୍ୱାଧୀନତା ପ୍ରାପ୍ତିରେ ମୁଖ୍ୟ ଭୂମିକା ଗ୍ରହଣ କରିଥାଏ ଗଣମାଧ୍ୟମ । ଭାରତର ସ୍ୱାଧୀନତା ପ୍ରାପ୍ତିରେ ମୁଖ୍ୟ ଭୂମିକା ଗ୍ରହଣ କରିଥିବା
Read More...

ଜନ ଜାତୀୟ ଗୌରବ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ଉତ୍ସବ ପାଳିତ

ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ବ୍ଲକ ଖଲିଆଭଟା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ ଜାତୀୟ ଗୌରବ ଦିବସ ଏବଂ ସହଭାଗୀ ଭାବେ ଅଭିଭାବକ କାର୍ଯ୍ୟକ୍ରମ ସମାରୋହରେ ପାଳିତ ହୋଇଯାଇଛି । ଏହି ଅବସର ଉତ୍ସବରେ ଅଗ୍ରପୁଜ୍ୟ ଗଜାନନଙ୍କ ଫଟୋଚିତ୍ର
Read More...

ଯୁବ କବି ଗଣେଶ ବାରିକଙ୍କ ପିତୃ ବିୟୋଗ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଶନିବାର ସକାଳ ୧୦ଟା ସମୟରେ ଯୁବ କବି ଗଣେଶ ବାରିକଙ୍କ ବାପା ପ୍ରକାଶ ବାରିକଙ୍କ ୫୨ ବର୍ଷ ବୟସରେ ବଲାଙ୍ଗିର ବ୍ଲକ ସ୍ଥିତ ବାସସ୍ଥାନ ରିନ୍ ବଚନ ଗାଁ ଠାରେ ତାଙ୍କର ଦେହାନ୍ତ ହୋଇଛି । ହୃଦଘାତ ଜନିତ କାରଣରୁ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି । ପ୍ରକାଶ
Read More...

ସୁବର୍ଣ୍ଣପୁରରେ ଜାତୀୟ ପ୍ରେସ ଦିବସ ପାଳିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ ) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ଜିଲ୍ଲାପାଳ ଅଫିସ ସଭାଗୃହରେ ଜାତୀୟ ପ୍ରେସ୍ ଦିବସ ୨୦୨୫ ପାଳିତ ହୋଇଛି । ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ଅଧିକାରୀ ଅର୍ଜୁନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ
Read More...

ମ. ରାମପୁରରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଅନୁଷ୍ଠିତ

ମ. ରାମପୁର, (ପିକେସାହୁ) : କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଲକ ଦୁର୍ଗା ମାଧବ ଉଚ୍ଚ ବିଦ୍ୟାପୀଠ ଖେଳପଡିଆଠାରେ ପ୍ରଥମଥର ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ଏକ ପ୍ରଦର୍ଶନୀ ଓ ଜନ ସଚେନତା କାର୍ଯ୍ୟକ୍ରମ ଶନିବାର ଅନୁଷ୍ଠିତ ହୋଇଯାଇଛି । ସାରା ରାଜ୍ୟର ପ୍ରତ୍ୟେକ ଜିଲ୍ଲାର
Read More...