Yearly Archives

2025

ମୁରିବାହାଲ ବ୍ଲକ ଜର୍ଣ୍ଣାଲିଷ୍ଟ ଆସୋସିଏସନ୍ ପକ୍ଷରୁ ଜାତୀୟ ପ୍ରେସ ଦିବସ ବିରାଟ ଭବ୍ୟ ଆକାରରେ ପାଳିତ

ଜିଲ୍ଲାର ୧୮ଜଣ ବିଶିଷ୍ଟ ପ୍ରତିଭା ଓ ୨ ଅନୁଷ୍ଠାନଙ୍କୁ ସ୍ଵତନ୍ତ୍ର ରୂପେ ସମ୍ବର୍ଦ୍ଧନା ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଜର୍ଣ୍ଣାଲିଷ୍ଟ ଆସୋସିଏସନ୍ ତରଫରୁ ଜାତୀୟ ପ୍ରେସ ଦିବସ ସ୍ଥାନୀୟ ରାଧାକୃଷ୍ଣ ଓ ଶିବ ମନ୍ଦିର ସମ୍ମୁଖ ପଡିଆରେ ରବିବାର
Read More...

ଜୟପାଟଣାରେ ପ୍ରେସ ଦିବସ

ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ବ୍ଲକ ୱାର୍କିଙ୍ଗ ମିଡ଼ିଆ ଏସୋସିଏସନ ତରଫରୁ ସ୍ଥାନୀୟ ପର୍ଶୁରାମ ପେଲେସ ଠାରେ ଜାତୀୟ ପ୍ରେସ ଦିବସ ୨୦୨୫ ମହା ସମାରୋହର ସହ ପାଳିତ ହୋଇଯାଇଛି । ଏସୋସିଏସନର ବରିଷ୍ଠ ସଦସ୍ୟ ସୁଶୀଲ ନାଏକଙ୍କ ଆବାହକତ୍ୱରେ ସମସ୍ତ ପ୍ରିଣ୍ଟ ମିଡ଼ିଆ, ଇଲେକ୍ଟ୍ରୋନିକ୍ସ
Read More...

ରାଜ୍ୟ ସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ୱାମୀ ବିବେକାନନ୍ଦ ଲୋକ ସଂସଦ, ସୁନ୍ଦରଗଡ ଜିଲ୍ଲା ଦ୍ଵାରା ରାଜ୍ୟ ସ୍ତରୀୟ ଚିତ୍ରକଳା ପ୍ରତିଯୋଗିତା ଆୟୋଜନ କରାଯାଇଥିଲା । ସୁନ୍ଦରଗଡ ଜିଲ୍ଲାରେ ସମୁଦାୟ ୮ଟି ସେଣ୍ଟରରେ ୧୫୦୦ରୁ ଅଧିକ ପିଲାମାନେ ଅଂଶ ଗ୍ରହଣ କରିଥିଲେ । ରାଉରକେଲାରେ ୩ଟି ଯଥା :୧)
Read More...

ବୌଦ୍ଧ ଜିଲ୍ଲାରେ ଜାତୀୟ ପ୍ରେସ ଦିବସ ପାଳିତ

୭ ଜଣ ସାମ୍ବାଦିକଙ୍କୁ ସମ୍ବର୍ଦ୍ଧନା ପ୍ରଦାନ ବୌଦ୍ଧ, (କେପିଏନ୍‌ଏସ୍‌) : ସୁସ୍ଥ ସମାଜ ସୃଷ୍ଟି ପାଇଁ ସତ୍ୟ ଏବଂ ନିରପେକ୍ଷ ଖବର ପରିବେଷଣ କରିବା ହେଉଛି ସାମ୍ବାଦିକ ମାନଙ୍କର କର୍ତ୍ତବ୍ୟ ବୋଲି ଜାତୀୟ ପ୍ରେସ ଦିବସରେ ମୁଖ୍ୟ ଅତିଥି ଭାବେ ବୌଦ୍ଧ ବିଧାୟକ ତଥା ଓଡ଼ିଶା ସରକାରଙ୍କ ମୁଖ୍ୟ
Read More...

ବଙ୍ଗୋମୁଣ୍ଡା ବ୍ଲକ ସାମ୍ବାଦିକ ସଂଘ ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସାମ୍ବାଦିକ ସଂଘ ପକ୍ଷରୁ ଠେମରା ପଞ୍ଚାୟତର ଜାମତରା ଗ୍ରାମ ଠାରେ ସଭାପତି ରଶ୍ମିରଞ୍ଜନ ପୁଟେଲଙ୍କ ସଭାପତିତ୍ୱରେ ଜାତୀୟ ପ୍ରେସ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ସାମ୍ବାଦିକମାନେ ଗ୍ରାମାଞ୍ଚଳର ସମସ୍ୟାର
Read More...

ବିଦ୍ୟା ଷ୍ଟଡ଼ି ପଏଂଟ ଆନୁକୂଲ୍ୟରେ ଶିଶୁ ଦିବସ ପାଳିତ

‘ଶିଶୁ ହସିଲେ ସମାଜ ହସିବ’ ରାଉରକେଲା, (ସସ୍ମିତା ପ୍ରଧାନ) : ସାରନଗରୀସ୍ଥିତ ଘରୋଇ ଶିକ୍ଷାନୁଷ୍ଠାନ ବିଦ୍ୟାଷ୍ଟଡ଼ି ପଏଂଟ ପକ୍ଷରୁ ଶିଶୁ ଦିବସ ପାଳିତ ହୋଇଯାଇଛି । ଅନୁଷ୍ଠାନର ନିର୍ଦ୍ଦେଶକ ସରୋଜ କୁମାର ବେହେରାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ
Read More...

ରାଉରକେଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଜାତୀୟ ପ୍ରେସ୍ ଦିବସ ପାଳନ ସମାରୋହ -୨୦୨୫

ରାଉରକେଲା, (ସସ୍ମିତା ପ୍ରଧାନ) : ଆଜି ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଜାତୀୟ ପ୍ରେସ୍ ଦିବସ ପାଳନ ସମାରୋହ - ୨୦୨୫ ଉଦିତନଗର ଆଇଟିଡିଏ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ୧୯୬୬ ମସିହାରେ ପ୍ରେସ୍ କାଉନସିଲ୍ ଅଫ୍ ଇଣ୍ଡିଆ ଗଠନ ହେବା ପରଠାରୁ ଏହି ଜାତୀୟ ପ୍ରେସ୍ ଦିବସ
Read More...

ସୋମନାଥ ଜ୍ୟୋତିର୍ଲିଙ୍ଗ ଦର୍ଶନ ପାଇଁ ବ୍ୟାପକ ପ୍ରସ୍ତୁତି

ରାଉରକେଲା, (ସସ୍ମିତା ପ୍ରଧାନ) : ଆସନ୍ତା ନଭେମ୍ବର ୧୮ ତାରିଖ ସନ୍ଧ୍ୟାରେ ସ୍ଥାନୀୟ ଭଞ୍ଜଭବନ ପ୍ରାଙ୍ଗଣରେ ରାଉରକେଲା ଆର୍ଟ ଅଫ୍ ଲିଭିଂ ପରିବାର ଆନୁକୂଲ୍ୟରେ ସୋମନାଥ ମହାଦେବଙ୍କ ପ୍ରାଚୀନ ତଥା ମୂଳ ଜ୍ୟୋତିର୍ଲିଙ୍ଗଙ୍କ ଦର୍ଶନ ଏବଂ ରୁଦ୍ରାଭିଷେକ ଉପଲକ୍ଷେ ଏକ ଭବ୍ୟ କାର୍ଯ୍ୟକ୍ରମ ଆୟୋଜିତ
Read More...

ମାସିକ ସାହିତ୍ୟ ଆସର ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର-୪ ସ୍ଥିତ ରାଉରକେଲା କଲେଜ, ରାଉରକେଲା ଆନୁକୂଲ୍ୟରେ ଅଖିଳ ଭାରତୀୟ ସାହିତ୍ୟ ପରିଷଦ, ରାଉରକେଲାର ମାଧବ ନଗର ଶାଖା ଦ୍ୱାରା ଆୟୋଜିତ ମାସିକ ସାହିତ୍ୟ ଆସର ଅନୁଷ୍ଠିତ ହୋଇଯାଇଛି । ଡ. ରବୀନ୍ଦ୍ର କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଏବଂ ନିରୁପମା ପତିଙ୍କ
Read More...

ଗୁରୁ ନାନକ ପବ୍ଲିକ୍ ସ୍କୁଲ ପକ୍ଷରୁ ଜାତୀୟ ପ୍ରେସ୍ ଦିବସରେ ସାମ୍ବାଦିକଙ୍କୁ ସମ୍ବର୍ଦ୍ଧନା

ରାଉରକେଲା, (ସସ୍ମିତା ପ୍ରଧାନ) : ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ ରୂପେ ପରିଚିତ ଗଣମାଧ୍ୟମ ବିନା ଗଣତନ୍ତ୍ରର ମୂଲ୍ୟବୋଧ କିଛି ନଥାଏ । ଯେକୌଣସି ଦେଶର ସ୍ୱାଧୀନତା ପ୍ରାପ୍ତିରେ ମୁଖ୍ୟ ଭୂମିକା ଗ୍ରହଣ କରିଥାଏ ଗଣମାଧ୍ୟମ । ଭାରତର ସ୍ୱାଧୀନତା ପ୍ରାପ୍ତିରେ ମୁଖ୍ୟ ଭୂମିକା ଗ୍ରହଣ କରିଥିବା
Read More...