ମଣ୍ଟେଶ୍ୱରୀ ପବ୍ଲିକ ସ୍କୁଲରେ ବିଜ୍ଞାନ ମେଳା
ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ମଣ୍ଟେଶ୍ୱରୀ ପବ୍ଲିକ ସ୍କୁଲରେ ୧୧ତମ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଉଦ୍ଯାପନି ଉତ୍ସବରେ ମୁଖ୍ୟ ଅତିଥି ରୂପେ ଡା. ପଂଚଜନ୍ୟ ପଣ୍ଡା ଯୋଗ ଦେଇ ବିଜ୍ଞାନ ଓ ଏହାର ଆବିଷ୍କାର ବିଷୟରେ ଆଲୋକପାତ କରିଥିଲେ । ପ୍ରଥମରୁ ଅଷ୍ଟମ ଶ୍ରେଣୀ!-->…
Read More...
Read More...