Yearly Archives

2025

ଗନ୍ଧମାର୍ଦ୍ଦନ ଆନ୍ଦୋଳନର ସଂଗ୍ରାମୀ ଦଶରଥ ବେହେରାଙ୍କ ଦେହାନ୍ତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗନ୍ଧମାର୍ଦ୍ଦନ ବଞ୍ଚାଓ ବାଲକୋ ହଟାଓ ଆନ୍ଦୋଳନରେ ସକ୍ରିୟ ଭାବେ ଅଂଶ ଗ୍ରହଣ କରିଥିବା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ସାଲେପାଲି ଗ୍ରାମର ଦଶରଥ ବେହେରା ୯୩ ବର୍ଷ ବୟସରେ ଦେହତ୍ୟାଗ କରିଛନ୍ତି । ସାଲେପାଲି ଠାରେ ପୋଲିସ ଦ୍ଵାରା ହୋଇଥିବା ଲାଠି ଚାଳନାକୁ
Read More...

ଶିକେର ପାଟ ମହୋତ୍ସବ ଉଦଘାଟିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକ ଖଡଙ୍ଗା ଅଞ୍ଚଳର ଭାଷା, ସାହିତ୍ୟ, ଲୋକ କଳା, ସଂସ୍କୃତି, ପ୍ରତିଭା, ଐତିହ୍ୟ ଓ ପରମ୍ପରାକୁ ବଞ୍ଚାଇ ରଖିବା ପାଇଁଁ ଘୁନା ମହୋତ୍ସବ ପଡିଆ ଠାରେ ଚାଲିଥିବା ଶିକେରପାଟ ମହୋତ୍ସବ ୨୦୨୫-୨୬ ଉଦଘାଟିତ ହୋଇଯାଇଛି । ମହୋତ୍ସବ କମିଟି ସଭାପତି ରୋହିତ
Read More...

ଶ୍ରଦ୍ଧାର ରୌପ୍ୟ ଜୟନ୍ତୀ ସମାରୋହ

ରାଉରକେଲା, (ସସ୍ମିତା ପ୍ରଧାନ) : ଦିବ୍ୟାଙ୍ଗଙ୍କ ପାଇଁ ସମର୍ପିତ ସାମାଜିକ ଅନୁଷ୍ଠାନ ଶ୍ରଦ୍ଧାର ରୌପ୍ୟ ଜୟନ୍ତୀ ସମାରୋହ ବସ୍ତିଆ ମେମୋରିଆଲ ଟ୍ରଷ୍ଟ ଠାରେ ମହାସମାରୋହରେ ପାଳିତ ହୋଇଯାଇଛି । ଶ୍ରଦ୍ଧାର ସଭାପତି ଡ. ରାମକୃଷ୍ଣ ବିଶ୍ୱାଳଙ୍କ ସଭାପତିତ୍ୱ ଓ ସମ୍ପାଦକ କାର୍ତ୍ତିକ ଚନ୍ଦ୍ର
Read More...

ମାଗଣା ସ୍ୱାସ୍ଥ୍ୟ ଶିବିର ସହ ବୃକ୍ଷ ରୋପଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ସ୍ଥିତ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର କୃପାସିନ୍ଧୁ ଭୋଇଙ୍କ ସୂର୍ଯ୍ୟକୃପା ନିବାସ ପରିସରରେ ଚାରିଦିନ ଧରି ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ମେଡ଼ିସିନ ବିଶେଷଜ୍ଞ ଡାକ୍ତର ସଂଜୀବ
Read More...

ପାଟଣାଗଡ଼ ହାଇସ୍କୁଲ ୧୯୮୫ ମ୍ୟାଟ୍ରିକ ବ୍ୟାଚର ବନ୍ଧୁମିଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ନୃସିଂହନାଥ ସ୍ଥିତ ଫରେଷ୍ଟ ବିଭାଗର ନର୍ସରୀ ପରିସରରେ ପାଟଣାଗଡ଼ ରମାଇ ହାଇସ୍କୁଲର ୧୯୮୫ ମସିହାରେ ମ୍ୟଟ୍ରେିକ ପଢ଼ୁଥିବା ପ୍ରାୟ ୧୨୫ ଜଣ ସାଙ୍ଗସାଥି ନିଜ ନିଜ ପରିବାର ସହ ଆସି ଶୁକ୍ରବାର ବନ୍ଧୁମିଳନ ସହ ବଣଭୋଜି ହସ ଖୁସିରେ କରିଥିଲେ ।
Read More...

ସର୍ବଭାରତୀୟ ଛିନ୍ଦେଇକେଲା କ୍ରିକେଟ କପ୍ : ବିଶାଖାପାଟଣା ରେଲୱେକୁ ହରାଇ ଫାଇନାଲରେ ପ୍ରୟାଗରାଜ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଛିନ୍ଦେଇକେଲା ଚନ୍ଦ୍ରଶେଖର ମିନି ଷ୍ଟାଡିୟମରେ ରାଜିଂ ଷ୍ଟାର କ୍ରିକେଟ କ୍ଲବ ପକ୍ଷରୁ ଅନୁଷ୍ଠିତ ୨୯ତମ ସର୍ବଭାରତୀୟ ଛିନ୍ଦେଇକେଲା କ୍ରିକେଟ କପ୍ ଶୁକ୍ରବାର ଖେଳାଯାଇଥିବା ସେମିଫାଇନାଲ ମ୍ୟାଚ୍‌ରେ
Read More...

ଉପହାରର କର୍ମବୀର ସମ୍ମାନ ଆୟୋଜିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ ଅନୁଷ୍ଠାନ ଉପହାର ତରଫରୁ କର୍ମବୀର ସମ୍ମାନ କାର୍ଯ୍ୟକ୍ରମ ସେକ୍ଟର ୭ ସ୍ଥିତ ମଧୁମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ସୂର୍ଯ୍ୟକାନ୍ତ ସାହୁଙ୍କ ସଭାପତିତ୍ୱ, ସମ୍ପାଦକ ଡା. ଚିନ୍ମୟ ସାହୁଙ୍କ ଆବାହକତ୍ୱ ତଥା ମୋନାଲିସା ସାହୁଙ୍କ
Read More...

ଗରିମା ପରିବାରର ବନ୍ଧୁମିଳନ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅନ୍ୟତମ ସାମାଜିକ ଅନୁଷ୍ଠାନ ଗରିମା ପରିବାର ତରଫରୁ ଓଡ଼ିଆ ଖାଦ୍ୟକୁ ନେଇ ଏକ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ଅଧ୍ୟକ୍ଷା ନିହାରିକା ବସ୍ତିଆଙ୍କ ଅଧ୍ୟକ୍ଷତା ଓ ସଭାପତି ମମତା ନାୟକଙ୍କ ଆବାହକତ୍ୱରେ ଆୟୋଜିତ ଏହି
Read More...

ଅଟଳଜୀଙ୍କ ଜନ୍ମ ଶତବାର୍ଷିକୀରେ ବିଜେପିର ଶ୍ରଦ୍ଧା ସୁମନ ଅର୍ପଣ ସହିତ ସେବାକାର୍ଯ୍ୟ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଭାରତ ରତ୍ନ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଜୀଙ୍କ ଜନ୍ମ ଶତବାର୍ଷିକୀ ପାଳନ ପରିପ୍ରେକ୍ଷୀରେ ବିଜେପି ରାଉରକେଲା ସାଂଗଠନିକ ଜିଲ୍ଲା ତରଫରୁ ଦୁଇଦିନ ଅର୍ଥାତ ୨୪.୧୨.୨୦୨୫ ଏବଂ ୨୫.୧୨.୨୦୨୫ ଧରି ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ
Read More...

ହନୁମାନ ବାଟିକା, ବୈଷ୍ଣବ ଦେବୀ ମନ୍ଦିର ଓ ପିତାମହଲରେ ପ୍ଲାଷ୍ଟିକ ଓ ପଲିଥିନ ମୁକ୍ତ ନେଇ ସଚେତନତା

ରାଉରକେଲା, (ସସ୍ମିତା ପ୍ରଧାନ) : ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ସୁନ୍ଦରଗଡ଼ ଜିଲ୍ଲାର ବୈଷ୍ଣବ ଦେବୀ ମନ୍ଦିର, ହନୁମାନ ବାଟିକା ପର୍ଯ୍ୟଟନ ସ୍ଥଳ ଓ ପିତାମହଲ ପିକନିକ୍ ସ୍ଥଳକୁ ପ୍ଲାଷ୍ଟିକ ଓ ପଲିଥିନ ମୁକ୍ତ ନେଇ ଘୋଷଣା କରାଯାଇଥିବା ପରିପ୍ରେକ୍ଷୀରେ ଏକ ସଚେତନତା କାର୍ଯ୍ୟକ୍ରମ
Read More...