Yearly Archives

2025

ଡେଲାଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରୋଗୀ କଲ୍ୟାଣ ସମିତି ବୈଠକ

୧୨ ଲକ୍ଷ ଟଙ୍କା ମୂଲ୍ୟର ବ୍ୟୟ ଅନୁମୋଦନ ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ଡେଲାଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ସମେତ ଏହା ଅଧୀନରେ ଥିବା କଲ୍ୟାଣପୁର, ଘୋରଡ଼ିଆ, ହରିରାଜପୁର, ଗୁଆଳିପଡ଼ା, ଇନ୍ଦିପୁର ଆଦି ଜନ ଆରୋଗ୍ୟ କେନ୍ଦ୍ରରେ ଡାକ୍ତର ନଥିବାରୁ, ରୋଗୀ ସେବା ବ୍ୟାହତ ହେବା
Read More...

ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସରଗି ଫୁଲ -୨୦୨୫ ଅନୁଷ୍ଠିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ପକ୍ଷରୁ ତରଭା ବ୍ଲକ ଚାରଭଟା ପି.ଏମ୍‌ ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସରଗି ଫୁଲ -୨୦୨୫ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଉଦଘାଟନୀ
Read More...

କନ୍ଧମାଳରେ ଠକେଇ ରାଜଧାନୀରୁ ଗିରଫ : ଠକେଇ ଅଭିଯୋଗରେ କମ୍ପାନୀ କର୍ମଚାରୀ ଗିରଫ

କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ) : ଠକେଇ ଅଭିଯୋଗରେ କନ୍ଧମାଳ ଜିଲ୍ଲା ଫୁଲବାଣୀ ଟାଉନ୍ ଥାନା ପୋଲିସ୍ ଜଣେ ବ୍ୟବସାୟୀଙ୍କୁ ଗିରଫ କରିଛି । ଗିରଫ ବ୍ୟକ୍ତି ଜଣକ ସୁଧୀର କୁମାର ତ୍ରିପାଠୀ (୪୫) ଘର ଗଞ୍ଜାମ ଜିଲ୍ଲାର ଶେରଗଡ଼ ଗ୍ରାମରେ । ତେବେ ସୁଧୀରଙ୍କୁ ଭୁବନେଶ୍ୱର ପୋଲିସ ଏୟାରପୋର୍ଟ
Read More...

ଜାତୀୟ ଶିକ୍ଷା ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ବଲାଙ୍ଗିର ସରକାରୀ ମହିଳା ମହାବିଦ୍ୟାଳୟରେ ଜାତୀୟ ଶିକ୍ଷା ଦିବସ ପାଳିତ ହୋଇଯାଇଛି । ମହାବିଦ୍ୟାଳୟର ଶିକ୍ଷା ବିଭାଗ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ଅଧ୍ୟକ୍ଷ ଡ଼କ୍ଟର ଅରବିନ୍ଦ କୁମାର ଓଝା ଅଧ୍ୟକ୍ଷତା କରିଥିବାବେଳେ ବିଭାଗୀୟ ମୁଖ୍ୟ ପ୍ରତୀକ୍ଷା
Read More...

ଜିଲ୍ଲା ସ୍ତରୀୟ ରେଡ଼କ୍ରସ ଶିକ୍ଷା ଓ ପ୍ରଶିକ୍ଷଣ ଶିବିର ଉଦଯାପିତ

ଜୟପାଟଣା, (ଶେଷଦେବ ବେହେରା) : ଭାରତୀୟ ରେଡ଼କ୍ରସ ସୋସାଇଟି ଓଡିଶା ଶାଖା ଆନୁକୂଲ୍ୟରେ ଯୁବ ରେଡ଼କ୍ରସ କଳାହାଣ୍ଡି ତରଫରୁ ଯୁବ ରେଡ଼କ୍ରସ ଶିକ୍ଷା ଓ ପ୍ରଶିକ୍ଷଣ ଶିବିର, ଜୟପାଟଣା ଇନ୍ଦ୍ରାବତୀ ଡିଗ୍ରୀ ମହାବିଦ୍ୟାଳୟ ଠାରେ ତିନିଦିନ ବ୍ୟାପି ସମାରୋହର ସହ ପାଳିତ ହୋଇଯାଇଛି । ମହାବିଦ୍ୟାଳୟର
Read More...

୧୯୯୮ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ୧୯୯୮ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ କାର୍ଯ୍ୟକ୍ରମ ପାଇଁ ବୁଧବାର ସଂଧ୍ୟାରେ ସ୍ଥାନୀୟ ଆଇ ଲଭ୍‌ ଟିଟିଲାଗଡ଼ ପାର୍କ ଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଆଗାମୀ କେତେ ତାରିଖରେ ଏହି ବନ୍ଧୁ
Read More...

ଏଲଏନଜେପି ହସ୍ପିଟାଲ ପରିଦର୍ଶନ କରି ବିସ୍ଫୋରଣ ପୀଡିତଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ଷଡ଼ଯନ୍ତ୍ର ପଛରେ ଥିବା ଲୋକଙ୍କୁ ଉଚିତ ଶାସ୍ତି ଦିଆଯିବ ବୋଲି ଆଶ୍ୱାସନା ଦେଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀର ଏଲଏନଜେପି ହସ୍ପିଟାଲ ପରିଦର୍ଶନ କରି ସମ୍ପ୍ରତି ଘଟିଥିବା ବିସ୍ଫୋରଣ ଘଟଣାରେ ଆହତମାନଙ୍କୁ ଭେଟିଛନ୍ତି । ସେ
Read More...

ଜିଲ୍ଲା ବ୍ରାହ୍ମଣ ମହାସଭାର ଶପଥ ପାଠ ପାଇଁ ପ୍ରସ୍ତୁତି ବୈଠକ

ଭୁବନେଶ୍ୱର : ଜିଲ୍ଲା ବ୍ରାହ୍ମଣ ମହାସଭାର ଶପଥ ପାଠ ପାଇଁ ପ୍ରସ୍ତୁତି ବୈଠକ ଶ୍ରୀନୃସିଂହ ମନ୍ଦିର ଠାରେ ସଭାପତି ପ୍ରାଣବଲ୍ଲଭ ତ୍ରିପାଠିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ସମ୍ପାଦକ ନରେନ୍ଦ୍ର କୁମାର ଆଚାର୍ଯ୍ୟ ଜଗନ୍ନାଥ ଧାମ ପୁରୀ ଠାରେ ହୋଇଥିବା ତ୍ରୟିମାସିକ ରାଜ୍ୟ
Read More...

ସାଇବର ସୁରକ୍ଷା ନିମନ୍ତେ ଗଞ୍ଜାମ ପୋଲିସ ଷ୍ଟେସନ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ

ଗଞ୍ଜାମ : ଯଶୋଦା ମହିଳା ଡିଗ୍ରୀ ମହାବିଦ୍ୟାଳୟର ଛାତ୍ରୀମାନଙ୍କ ମଧ୍ୟରେ ସାଇବର ସୁରକ୍ଷା ନିମନ୍ତେ ଗଞ୍ଜାମ ପୋଲିସ ଷ୍ଟେସନ ପକ୍ଷରୁ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ଅଧ୍ୟକ୍ଷା ସୁଶ୍ରୀ ସୁନିତା ରାଉତରାୟ ଉଦ୍‌ଘାଟନ କରିଥିଲେ । ଗଞ୍ଜାମ ପୋଲିସ ଥାନା
Read More...

ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ଵବିଦ୍ୟାଳୟର ଦ୍ୱାଦଶତମ ସମାବର୍ତ୍ତନ ଉତ୍ସବ ୨୦୨୫ ନଭେମ୍ବର ୧୩ରେ

ବିପିୟୁଟିର ଦ୍ୱାଦଶ ସମାବର୍ତ୍ତନ ଉତ୍ସବରେ ଓଡିଶା ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି ଯୋଗଦେବେ ରାଉରକେଲା, (ସସ୍ମିତା ପ୍ରଧାନ) : ଓଡିଶାର ବୈଷୟିକ ଶିକ୍ଷାର ପ୍ରମୁଖ କେନ୍ଦ୍ର ଭାବରେ ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟ ଏହାର ଦ୍ୱାଦଶତମ ସମାବର୍ତ୍ତନ ଉତ୍ସବ ନଭେମ୍ବର ୧୩
Read More...